ଅନାସ୍ଥା ଭୋଟ୍‌ରେ ହାରିଗଲେ ପୌର ଉପାଧ୍ୟକ୍ଷା, ଜିତିଲେ…

ରାୟଗଡ଼ା,୧୧ା୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ପୌରପରିଷଦ ଉପାଧ୍ୟକ୍ଷା ଶୁଭ୍ରା ପଣ୍ଡାଙ୍କ ବିରୋଧରେ କାଉନସିଲର ଆଣିଥିବା ଅନାସ୍ଥା ପ୍ରସ୍ତାବ ଭୋଟିଂ ଫଳାଫଳ ବୁଧବାର ପ୍ରକାଶ ପାଇଛି। ହାଇକୋର୍ଟରେ ରାୟ ପ୍ରକାଶ ପାଇବା ପରେ ପ୍ରଶାସନ ପକ୍ଷରୁ…

ବାଇକ୍‌ରେ ଚୋରା ଚାଲାଣ କରୁଥିଲେ ମଦ, ଘଟଣାସ୍ଥଳରୁ ମିଳିଲା…

ଦିଗପହଣ୍ଡି,୧୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ପଞ୍ଚାୟତ ଢେପାଗୁଡ଼ା, ତେଲିଆପଲ୍ଲୀ ସମେତ ବ୍ରହ୍ମପୁର ସଦର ଥାନା ଡେଙ୍ଗାପଦର ଗ୍ରାମରେ ବୁଧବାର ଅବକାରୀ ଟିମ୍‌ ଅତର୍କିତ ଚଢ଼ାଉ କରି ୩ ଅଭିଯୁକ୍ତଙ୍କୁ…

ପୋଖରୀରୁ ମାଛ ଧରିବା ନେଇ ଗ୍ରାମରେ ଦେଖା ଦେଇଥିବା ବିବାଦ ଥମିଲା

ପୁରୁଷୋତ୍ତମପୁର,୧୧ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ରାଣୀଗାଁ କାନକାଟି ପୋଖରୀରୁ ମାଛ ଧରିବାକୁ କେନ୍ଦ୍ର କରି ଲାଗି ରହିଥିବା ବିବାଦର ଏକପ୍ରକାରର ଅନ୍ତ ଘଟିଛି। ଶେଷରେ ପୋଖରୀରେ ଜାଲପଡ଼ିଥିବା ବେଳେ ମାତ୍ର ୬୨୦…

BCCI ପରେ ICCର ବଡ଼ ଘୋଷଣା, ଟିମ୍ ଇଣ୍ଡିଆ ଉପରେ କୋଟି କୋଟି ଟଙ୍କା ବର୍ଷା

ନୂଆଦିଲ୍ଲୀ,୧୧ା୩:  ମାର୍ଚ୍ଚ ୮ ତାରିଖରେ ଟି୨୦ ବିଶ୍ୱକପ୍ ବିଜେତା ଘୋଷଣା କରାଯାଇଥିଲା। ଟିମ୍ ଇଣ୍ଡିଆ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଫାଇନାଲରେ ନ୍ୟୁଜିଲ୍ୟାଣ୍ଡକୁ ୯୬ ରନରେ ପରାସ୍ତ କରି ଲଗାତାର ଦ୍ୱିତୀୟ ଥର ପାଇଁ…

୧୨ରୁ କାର୍ଯ୍ୟବନ୍ଦ କରିବେ ନର୍ସିଂ, ପାରା ମେଡିକାଲ କର୍ମଚାରୀ

କୋରାପୁଟ,୧୧ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ଜଣେ ଅଧିକାରୀଙ୍କ ବଦଳି ଦାବି କରି ଦୀର୍ଘ ଦିନରୁ ବିବାଦ ଲାଗି ରହିଛି। ହେଲେ ବିବାଦର ସମାଧାନ ନ ହେବାରୁ…

ମାଛ ଜାଲରୁ ସାପକୁ ଉଦ୍ଧାର କରିବାବେଳେ ମାରିଲା ଚୋଟ, ଆଉ ତା’ ପରେ…

ଆନନ୍ଦପୁର,୧୧ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଘସିପୁରା ଥାନା କଲରା ଗଡ଼ିଆ ଗ୍ରାମର ସୁଜିତ ନାଏକ (୪୫)ବିଷଧର ସାପ ଚୋଟରେ ମୃତ୍ୟୁ ଘଟିଛି। ସୂଚନାରୁ ଜଣାପଡ଼ିଛି, ସୁଜିତ ବୁଧବାର ସକାଳୁ ନିକଟସ୍ଥ…

ମୁକେଶ ଅମ୍ବାନୀଙ୍କୁ ଧନ୍ୟବାଦ ଜଣାଇଲେ ଟ୍ରମ୍ପ, ଆମେରିକାରେ ରିଲାଏନ୍ସର ବିଶାଳ ପୁଞ୍ଜିନିବେଶ

ନୂଆଦିଲ୍ଲୀ,୧୧ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦେଶର ଶକ୍ତି କ୍ଷେତ୍ରରେ ଏକ ଐତିହାସିକ ପଦକ୍ଷେପ ଘୋଷଣା କରିଛନ୍ତି। ଆମେରିକାର ଟେକ୍ସାସ ସ୍ଥିତ ବ୍ରାଉନ୍ସଭିଲ୍ ଠାରେ ଏକ ବିଶାଳ ତୈଳ ବିଶୋଧନାଗାର ନିର୍ମାଣ ପାଇଁ $୩୦୦ ବିଲିୟନର (ପ୍ରାୟ ୨୫ ଲକ୍ଷ କୋଟି…

ଲୋକସଭାରେ ବାଚସ୍ପତିଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବ କାଟ୍; ଗୃହରେ ପ୍ରବଳ ହଟ୍ଟଗୋଳ

ନୂଆଦିଲ୍ଲୀ,୧୧ା୩: ଲୋକସଭା ବାଚସ୍ପତି ଓମ୍ ବିର୍ଲାଙ୍କ ବିରୋଧରେ ବିରୋଧୀ ଦଳ ପକ୍ଷରୁ ଆଗତ ଅନାସ୍ଥା ପ୍ରସ୍ତାବ ଖାରଜ ହୋଇଯାଇଛି। ପ୍ରବଳ ହଟ୍ଟଗୋଳ ଓ ନାରାବାଜି ମଧ୍ୟରେ ବାଚନିକ ଭୋଟ୍ ଜରିଆରେ ଏହି ପ୍ରସ୍ତାବକୁ ଖାରଜ କରାଯାଇଛି। ସଂଖ୍ୟା ଦୃଷ୍ଟିରୁ ଏନଡିଏ ପକ୍ଷ…

ଭାରତୀୟ ତେଲ କମ୍ପାନୀଗୁଡ଼ିକ ଉପରେ ଚାପ: ଏପରି ସତର୍କବାଣୀ ଶୁଣିଲା ରେଟିଂ ସଂସ୍ଥା ମୁଡିସ୍

ନୂଆଦିଲ୍ଲୀ,୧୧ା୩: ମଧ୍ୟପ୍ରାଚ୍ୟର ଚାଲିଥିବା ଯୁଦ୍ଧ କାରଣରୁ ଆନ୍ତର୍ଜାତିକ ବଜାରରେ ଅଶୋଧିତ ତୈଳ ଦର ବୃଦ୍ଧି ପାଇବାରେ ଲାଗିଛି। ଏଭଳି ଘଡ଼ିସନ୍ଧି ମୁହୁର୍ତରେ ଭାରତୀୟ ବଜାରରେ ତେଲ ଦର ସ୍ଥିର ରହିଛି। ଫଳରେ ଦେଶର ପ୍ରମୁଖ ସରକାରୀ ତୈଳ କମ୍ପାନୀଗୁଡ଼ିକ ଆର୍ଥିକ ଚାପର…

ଭ୍ରମାତ୍ମକ ଖବର ଯୋଗୁ ଗ୍ୟାସ ସିଲିଣ୍ଡର ପାଇଁ ଆତଙ୍କ, ବଡ଼ ପଦକ୍ଷେପ ନେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୧ା୩: ଦେଶରେ ଏଲପିଜି (LPG) ସଙ୍କଟକୁ ନେଇ ବ୍ୟାପୁଥିବା ଗୁଜବ ଓ ଭ୍ରମାତ୍ମକ ଖବର ଯୋଗୁଁ ଉପଭୋକ୍ତାଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏହି କାରଣରୁ ଅନେକ ସ୍ଥାନରେ ଗ୍ୟାସ ସିଲିଣ୍ଡର ହୋର୍ଡିଂ ବା ମହଜୁଦ କରିବା ଏବଂ ପ୍ୟାନିକ୍ ବୁକିଂ ବୃଦ୍ଧି…

ଭାଜପାରେ ମିଶିଲେ ବାଲେଶ୍ବରର ପୂର୍ବତନ ଏମପି ରବୀନ୍ଦ୍ର ଜେନା, କାଲି ଛାଡିଥିଲେ ବିଜେଡି

ଭୁବନେଶ୍ବର,୧୧।୩: ବ୍ୟକ୍ତିଗତ କାରଣ ଦର୍ଶାଇ ବିଜେଡିରୁ ଇସ୍ତଫା ଦେଇଥିବା ରବୀନ୍ଦ୍ର ଜେନା ଆଜି ଭାଜପାରେ ମିଶିଛନ୍ତି । ରାଜ୍ୟ ପାର୍ଟି ଅଫିସ ଯାଇ ସେ ଦଳରେ ସାମିଲ ହୋଇଛନ୍ତି । ଶତାଧିକ ସମର୍ଥକଙ୍କୁ ନେଇ ପାର୍ଟି ଅଫିସ୍ ଆସି ପଦ୍ମ ଧରିଲେ…

ଯୁଦ୍ଧକୁ ନେଇ ମୋଦି ଦେଲେ ବଡ଼ ବୟାନ, ସିଧା କଲେ ଟାର୍ଗେଟ…

ନୂଆଦିଲ୍‌ଲୀ,୧୧।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେରଳରୁ ନିଜ ଭାଷଣରେ ଯୁଦ୍ଧକୁ ନେଇ ବଡ଼ ବୟାନ ଦେଇଛନ୍ତି। ଯୁଦ୍ଧ ବିଷୟରେ କହିବା ସହ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ଯେତେବେଳେ ସମଗ୍ର ବିଶ୍ୱ ଏବଂ ଭାରତ ସରକାର ଉପସାଗରୀୟ ଦେଶଗୁଡ଼ିକରେ…

ଯୁଦ୍ଧ ଭିତରେ ସମୁଦ୍ରରେ ଇରାନ-ଚାଇନାର ବଡ଼ ଡିଲ୍‌, ଚମକି ପଡିଲା ଆମେରିକା!

ବେଜିଂ,୧୧।୩: ଆମେରିକା-ଇରାନ ଯୁଦ୍ଧ ଏବଂ ମଧ୍ୟପ୍ରାଚ୍ୟରେ ପରିସ୍ଥିତି ଖରାପ ହେବା ଯୋଗୁଁ ସମଗ୍ର ବିଶ୍ୱ ତେଲ ପାଇଁ ହାହାକାର ଦେଖିବାକୁ ମିଳିଛି। ଅନ୍ୟପକ୍ଷରେ, ଚାଇନା ଏହି ଖରାପ ପରିସ୍ଥିତିର ଫାଇଦା ଉଠାଇବାକୁ ହାତଛଡ଼ା କରୁନାହିଁ। CNBC ରିପୋର୍ଟ ଅନୁଯାୟୀ, ଇରାନ ଏବେ…

ଯୁଦ୍ଧକୁ ଏଣ୍ଟ୍ରି କଲା ପାକିସ୍ତାନ, ଆମେରିକା ବିରୋଧରେ ଯୁଦ୍ଧ ଘୋଷଣା! ବିଶ୍ୱରେ ଚହଳ…

ଇସଲାମାବାଦ,୧୧।୩; ଦକ୍ଷିଣ ଏସିଆ ଧୀରେ ଧୀରେ ଇସ୍ରାଏଲ-ଇରାନ ବିବାଦରେ ଜଡିତ ହେଉଛି। ଏସୀୟ ଦେଶଗୁଡ଼ିକର ଜାହାଜଗୁଡ଼ିକ ହରମୁଜ ପ୍ରଣାଳୀରେ ଫସି ରହିଛି, ଯେତେବେଳେ ପଡ଼ୋଶୀ ପାକିସ୍ତାନ ମଧ୍ୟ ଉପସାଗରରେ ଫସି ରହିଛି। ଯେତେବେଳେ ପାକିସ୍ତାନ ସାଉଦି ଆରବ ସହିତ ଏକ ପ୍ରତିରକ୍ଷା…

ଇନ୍ଧନ ଓ ରନ୍ଧନ ସଙ୍କଟ

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ବିଶ୍ୱବ୍ୟାପୀ ଅନୁଭୂତ ହେଲାଣି। ଆମେରିକା-ଇସ୍ରାଏଲର ମିଳିତ ଆକ୍ରମଣ ଇରାନକୁ କ୍ରୋଧିତ କରି ରଖିଛି। ତା’ର ପଡ଼ୋଶୀ ଦେଶ ସାଉଦି ଆରବ, କୁଏଟ, ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ), କାତାର ଏପରି କି ଓମାନ୍‌ ଉପରେ ଇରାନ…

ଯୁଦ୍ଧ ମଧ୍ୟରେ ଇରାନକୁ ଫୋନ୍‌ କଲା ଭାରତ, ଆଲୋଚନା ମଧ୍ୟରେ ଘଟିଲା…ବିଶ୍ୱରେ ଚହଳ

  ନୂଆଦିଲ୍ଲୀ,୧୧।୩: ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଇରାନ ବୈଦେଶିକ ମନ୍ତ୍ରୀ ଆବାସ ଆରାଘଚିଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିଛନ୍ତି। ଜୟଶଙ୍କର ତାଙ୍କ ଇନଷ୍ଟାଗ୍ରାମ ହ୍ୟାଣ୍ଡେଲରେ ଏହି ଆଲୋଚନାର ବିବରଣୀ ଶେୟାର କରିଛନ୍ତି। ସେ ଲେଖିଛନ୍ତି ଯେ ସେ ମଙ୍ଗଳବାର…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୦ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୯ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୭ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୬ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୫ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri