ପାଟ୍ନା,୧୯ା୧୧: ଜେଡିୟୁ ବିଧାୟକ ଦଳ ନେତା ଭାବେ ନିର୍ବାଚିତ ହୋଇଛନ୍ତି ନୀତୀଶ କୁମାର। ଜେଡିୟୁ ବିଧାୟକ ଦଳ ବୈଠକରେ ନୀତୀଶ ନେତା ନିର୍ବାଚିତ ହୋଇଛନ୍ତି। ଆସନ୍ତାକାଲି ଅର୍ଥାତ୍ ଗୁରୁବାର ପୂର୍ବାହ୍ନ ୧୦ଟା ୩୦ରେ ନୀତୀଶ କୁମାର ଶପଥ ନେବେ। ଦଶମ ଥର ପାଇଁ ବିହାର ମୁଖ୍ୟମନ୍ତ୍ରୀ ଭାବେ ନୀତୀଶ ଶପଥ ନେବେ।

