ଧାମରା ରେଳପଥରେ ଅଘଟଣ: ଟ୍ରେନରେ କଟିଗଲେ ଯୁବକ

ତିହିଡି଼,୮।୩(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥରେ ତିହିଡି଼ ଥାନା ଦୋଳସାହି ପଞ୍ଚାୟତ ଅଧୀନ ଗାଜିପୁର ନିକଟରେ ଶନିବାର ରାତିରେ ଏକ ଅଘଟଣ ଘଟିଛି। ରେଳପଥରେ ଟ୍ରେନରେ କଟି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ…

IND VS NZ: ଫାଇନାଲ ମ୍ୟାଚ ଉପରେ ୪,୫୦୦ ପୋଲିସ କର୍ମଚାରୀଙ୍କ ସହ ନଜର ରଖିବ ୩୦୦ ସିସିଟିଭି କ୍ୟାମେରା

ନୂଆଦିଲ୍ଲୀ,୭।୩: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ T20 ବିଶ୍ୱକପ ୨୦୨୬ର ଫାଇନାଲ ମ୍ୟାଚ ୮ ମାର୍ଚ୍ଚରେ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ନରେନ୍ଦ୍ର ମୋଦି ଷ୍ଟାଡିୟମ ହେଉଛି ବିଶ୍ୱର ସର୍ବବୃହତ କ୍ରିକେଟ ଷ୍ଟାଡିୟମ,…

ଦାରିଙ୍ଗବାଡିରେ ଓଡ଼ିିଶା ପର୍ଯ୍ୟଟନ ବିଭାଗ ସଚିବ ବଳବନ୍ତ ସିଂ: ବଦଳିବ ଦାରିଙ୍ଗବାଡି ପର୍ଯ୍ୟଟନର ମାନଚିତ୍ର 

ଦାରିଙ୍ଗବାଡି,୮।୩(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ଶନିବାର ଦିନିକିଆ ଗସ୍ତରେ ଆସିଛନ୍ତି ଓଡ଼ିଶା ପର୍ଯ୍ୟଟନ ବିଭାଗର ପ୍ରମୁଖ ସଚିବ ତଥା ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀ ବଳବନ୍ତ ସିଂ। ସେ ପ୍ରଥମେ ଉକ୍ତ…

ବରୁଣ ଚକ୍ରବର୍ତ୍ତୀ ନୁହେଁ, ଫାଇନାଲରେ ଖେଳିବେ ଏହି ଖେଳାଳି! ପ୍ଲେଇଂ ଇଲେଭେନର ନୂଆ ଅପଡେଟ କରୁଛି ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୩: ଫାଇନାଲରେ ବରୁଣ ଚକ୍ରବର୍ତ୍ତୀ ଖେଳିବେ କି ନାହିଁ ତାହା ଏକ ପ୍ରମୁଖ ପ୍ରଶ୍ନ ହୋଇ ରହିଛି। ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ସେ ଚାରି ଓଭରରେ ୬୪ରନ ଦେଇଥିଲେ। ଏହି ସଂଖ୍ୟାଗୁଡ଼ିକ ସାରା ବିଶ୍ୱରେ…

ନନ୍ଦପୁରରେ ମିଳିଲାନି ଡିଜେଲ, ପେଟ୍ରୋଲ: ଟାଙ୍କି ବନ୍ଦ

ନନ୍ଦପୁର,୮।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ୨୩ ପଞ୍ଚାୟତ, ସେମିଳିଗୁଡା ବ୍ଲକର ୪ ଓ ଲମତାପୁଟ ବ୍ଲକର ୪ ପଞ୍ଚାୟତବାସୀ ପାଇଁ ଥିବା ୫ ଟାଙ୍କି ଓ ୨ ଡିପୋରେ…

ବିହାରି ଭାଟି ଅନ୍ୟତ୍ର ସ୍ଥାନାନ୍ତର କରିବାକୁ ଦାବି

ନନ୍ଦପୁର, ୮।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ହିକିମପୁଟ ପଞ୍ଚାୟତ ସଦର ମହକୁମାରେ ଥିବା ବିହାରୀ ମଦ ଭାଟିକୁ ଅନ୍ୟତ୍ର ସ୍ଥାନାନ୍ତର କରିବାକୁ ଗ୍ରାମବାସୀ ଦାବି କରିଛନ୍ତି। ଏ ନେଇ…

ସଫଳ ହେଲା ଜୟଶଙ୍କରଙ୍କ କୂଟନୀତି, ଇରାନ ଦେଖାଇଲା ଉଦାରତା

ନୂଆଦିଲ୍ଲୀ,୭।୩: ରବିବାର ନବମ ଦିନ ପାଇଁ ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଇରାନର ଯୁଦ୍ଧ ଜାରି ରହିଛି। ଉପସାଗରରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଦୁଇଟି ଭାରତୀୟ ମାଲବାହୀ ଜାହାଜ ହର୍ମୁଜ ପ୍ରଣାଳୀ ଦେଇ ଗତି କରୁଥିବା ଦେଖାଯାଇଛି। ସାମୁଦ୍ରିକ ଟ୍ରାକିଂ ତଥ୍ୟ…

ଯୁଦ୍ଧ ଭିତରୁ ଏବେ ପର୍ଯ୍ୟନ୍ତ କେତେ ଭାରତୀୟ ସୁରକ୍ଷିତ ଫେରିଛନ୍ତି ସ୍ବଦେଶ ସରକାର ଦେଲେ ତଥ୍ୟ

ନୂଆଦିଲ୍ଲୀ,୮।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲୀ ଆକ୍ରମଣ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଛି। ଏହାକୁ ନେଇ ଭାରତୀୟ ବୈଦେଶିକ ମନ୍ତ୍ରଣାଳୟ ଏକ ବିବୃତ୍ତି ଜାରି କରିଛି। ବୈଦେଶିକ ମନ୍ତ୍ରଣାଳୟର ଜଣେ ମୁଖପାତ୍ର କହିଛନ୍ତି ଯେ ଭାରତ ସରକାର ପଶ୍ଚିମ…

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ ଯୋଗାଇ ନ ଦେବା ଏବଂ ପ୍ରୋଟୋକଲ ପାଳନ କରାଯାଇ ନ ଥିବା ଅଭିଯୋଗ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ, ଏବେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରି ସାରା…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର ସାତ୍ତ୍ୱିକ ସତ୍ୟକାମ ଦେବତା ନିଜ ମାତାପିତା ସହ ଶନିବାର ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ…

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨ ଲକ୍ଷ ୫୭ ହଜାର ୬୬୭ ଜଣ ଆବେଦନ କରିଥିଲେ । ସେମାନଙ୍କ ମଧ୍ୟରୁ…

୧୨ ମାର୍ଚ୍ଚରେ ଯୁଦ୍ଧକୁ ନେଇ ବଡ଼ ଘୋଷଣା କରିବେ ଟ୍ରମ୍ପ! ୩ୟ ବିଶ୍ୱଯୁଦ୍ଧ ନେଇ…

ଓ଼୍ବାଶିଂଟନ୍‌,୭।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗତ ବର୍ଷ ୧୨ ଦିନିଆ ଯୁଦ୍ଧ ସମୟରେ “ବିନା ସର୍ତ୍ତରେ ଆତ୍ମସମର୍ପଣ” ବାକ୍ୟାଂଶ ପୋଷ୍ଟ କରିଥିଲେ, ଯାହା ମାତ୍ର ଛଅ ଦିନ ପରେ ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ହୋଇଥିଲା। ଶୁକ୍ରବାର ଦିନ…

ସହକାରୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ୭ ସ୍ଥାନରେ ଏକକାଳୀନ ଚଢ଼ାଉ

ଡେରାବିଶ, ୭/୩ (ବେବର୍ତ୍ତା ଅଜୟ ଦାସ): ଆୟ ବହିର୍ଭୁତ ସମ୍ପତ୍ତି ଥିବା ଅଭିଯୋଗରେ କେନ୍ଦ୍ରାପଡା ଜିଲ୍ଲା ଜଳ ସମ୍ପଦ ବିଭାଗ ଅଧିନ ଛତା ସବ ଡିଭିଜନର ସହକାରୀ ଯନ୍ତ୍ରୀ ପ୍ରମୋଦ ରାୟଙ୍କ ପୈତୃକ ଘର ଓ ଅଫିସରେ ଭିଜିଲାନ୍ସ ବିଭାଗ ପକ୍ଷରୁ…

୨ ଦିନ ପ୍ରବଳ ବର୍ଷିବ, ୪୦-ରୁ ୫୦ କିମି ବେଗରେ ବହିବ ପବନ: ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୭ା୩(ବନ୍ଦନା ସେଠୀ):ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ଗ୍ରାଷ୍ମପ୍ରବାହ ଜାରି ରହିଛି। ସକାଳୁ ପ୍ରବଳ ଖରା ସହ ମଧ୍ୟାହ୍ନରୁ ଝାଞ୍ଜି ପବନ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ଇତିମଧ୍ୟରେ ପାରଦ ୩୯ ଡିଗ୍ରୀ ଡେଇଁଥିବାବେଳେ ଆଗାମୀ ୩ଦିନ ମଧ୍ୟରେ ଆହୁରି ୨ରୁ ୩ ଡିଗ୍ରୀ…

ଯୁଦ୍ଧ ମଧ୍ୟରେ ଇରାନକୁ ସାହାଯ୍ୟ କଲା ଭାରତ: ଯୁଦ୍ଧଜାହାଜକୁ…

ତେହରାନ,୭।୩: ତେହରାନର ଅନୁରୋଧରେ ଭାରତ ଏକ ଇରାନୀ ଯୁଦ୍ଧଜାହାଜକୁ ଦକ୍ଷିଣ କୋଚି ବନ୍ଦରରେ ଡକିଂ କରିବାକୁ ଅନୁମତି ଦେଇଛି ଏବଂ ଜାହାଜର ୧୮୩ ସଦସ୍ୟ ବିଶିଷ୍ଟ କର୍ମଚାରୀଙ୍କୁ ନୌସେନା ସୁବିଧାରେ ରଖାଯାଇଛି। ଶ୍ରୀଲଙ୍କା ଉପକୂଳରେ ଏକ ଆମେରିକାର ବୁଡ଼ାଜାହାଜ ଏକ ଇରାନୀ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୭ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୬ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୫ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୫ ଫେବୃଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri