Posted inଜାତୀୟ

ନୀତୀଶ କୁମାରଙ୍କ ଶପଥ ସମାରୋହରେ ଗାମୁଛା ଉଡ଼ାଇଲେ ମୋଦି, ବିହାରର ଜନସାଧାରଣଙ୍କୁ ଦେଲେ…

ପାଟ୍‌ନା,୨୦ା୧୧: ବିହାରର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଶପଥ ସମାରୋହରେ ଗାମୁଛା ଉଡ଼ାଇ ବିହାରର ଜନସାଧାରଣଙ୍କୁ ଧନ୍ୟବାଦ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

ଜନତା ଦଳ (ୟୁନାଇଟେଡ)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତୀଶ କୁମାର ଗୁରୁବାର ବିହାରର ରାଜଧାନୀ ପାଟନାର ଐତିହାସିକ ଗାନ୍ଧୀ ମଇଦାନରେ ରେକର୍ଡ ଦଶମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ। ରାଜ୍ୟପାଳ ଆରିଫ ମହମ୍ମଦ ଖାନ ତାଙ୍କୁ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇଥିଲେ। ନୀତୀଶ କୁମାର ଭାରତର ସମ୍ବିଧାନ ଉପରେ ଶପଥ ଗ୍ରହଣ କରିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ)ର ଅନେକ ପ୍ରମୁଖ ନେତା ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେଇଥିଲେ। ଏନ୍‌ଡିଏ ଶାସିତ ଅନେକ ରାଜ୍ୟର ମୁଖ୍ୟମନ୍ତ୍ରୀ ମଧ୍ୟ ଯୋଗ ଦେଇଥିଲେ।

ଏନଡିଏ ସରକାରରେ ୨୩ ଜଣ ବିଧାୟକ ଏବଂ ୨ ଜଣ ଏମଏଲସି ମନ୍ତ୍ରୀ ଭାବରେ ପଦ ଏବଂ ଗୋପନୀୟତାର ଶପଥ ଗ୍ରହଣ କରିଥିଲେ। ନୂତନ ସରକାରରେ ମୋଟ୍‌ ୨୬ ଜଣ ବିଧାୟକ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ। ଶପଥ ଗ୍ରହଣ ଉତ୍ସବ ସକାଳ ୧୧:୩୦ରେ ଆରମ୍ଭ ହୋଇଥିଲା। ଦଳଗତ ଦୃଷ୍ଟିରୁ ଦେଖିଲେ, ଭାଜପାରେ ୧୪ ଜଣ, ଜେଡିୟୁରେ ୮ ଜଣ ଏବଂ ଏଚ୍‌ଏଏମ୍‌, ଆର୍‌ଏଲ୍‌ଏମ୍‌ ଏବଂ ରାମବିଳାସଙ୍କ ଯଥାକ୍ରମେ ୧ ଏବଂ ୨ ଜଣ ମନ୍ତ୍ରୀ ଥିଲେ।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିକ ଯାଦବଙ୍କ ବିସ୍ଫୋରକ ପୋଷ୍ଟ ପରେ ବି ଚୁପ ଅଛନ୍ତି ଅପର୍ଣ୍ଣା, ଇନଷ୍ଟ୍ରାଗ୍ରାମରେ ଭାଜପା ଅଧ୍ୟକ୍ଷଙ୍କୁ ଜଣାଇଲେ ଶୁଭେଚ୍ଛା

ଲକ୍ଷ୍ନୌ,୨୧।୧: ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବ ଏବଂ ତାଙ୍କ ପତ୍ନୀ, ଉତ୍ତର ପ୍ରଦେଶ ରାଜ୍ୟ ମହିଳା କମିଶନର ଉପାଧ୍ୟକ୍ଷ...

ଯୋଗୀ ସରକାରଙ୍କୁ ଅଲ୍ଟିମେଟମ: ୨୪ ଘଣ୍ଟା ମଧ୍ୟରେ…

ଲକ୍ଷ୍ନୌ,୨୧।୧: ଜ୍ୟୋର୍ତିପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ତାଙ୍କ ଓକିଲଙ୍କ ମାଧ୍ୟମରେ ଉତ୍ତର ପ୍ରଦେଶର ଯୋଗୀ ସରକାରଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ନୋଟିସରେ ସ୍ପଷ୍ଟ...

ମୋ ସ୍ବାମୀ ମୋତେ ମାରିଦେବେ….କାହିଁକି ଏମିତି କହିଲେ ମହାକାଶଚାରୀ ସୁନିତା ୱିଲିୟମ୍ସ

ନୂଆଦିଲ୍ଲୀ,୨୧।୧: ନାସା ମହାକାଶଚାରୀ ସୁନିତା ୱିଲିୟମ୍ସ ଭାରତରେ ଅଛନ୍ତି। ସେ ଦିଲ୍ଲୀରେ ସ୍ବର୍ଗତ କଳ୍ପନା ଚାୱଲାଙ୍କ ୯୦ ବର୍ଷୀୟା ମାଆଙ୍କୁ ଭେଟିଥିଲେ। ସାକ୍ଷାତ ସମୟରେ ଦୁହେଁ...

ନଏଡା ଦୁର୍ଘଟଣା

ଘନକୁହୁଡ଼ି ଯୋଗୁ ଦିଲ୍ଲୀ ପାଖ ତଥା ଉତ୍ତରପ୍ରଦେଶ ରାଜ୍ୟର ନ୍ୟୁ ଓଖଲା ଇଣ୍ଡଷ୍ଟ୍ରିଆଲ ଡେଭଲପ୍‌ମେଣ୍ଟ ଅଥରିଟି (ନଏଡା)ର ସେକ୍ଟର ୧୫୦ ନିକଟରେ ୧୬ ଜାନୁଆରୀ ୨୦୨୬...

ତାମିଲନାଡୁ ବିଧାନସଭାରୁ ରାଜ୍ୟପାଳଙ୍କ କକ୍ଷତ୍ୟାଗ

ଚେନ୍ନାଇ,୨୧ା୧: ତାମିଲନାଡୁ ରାଜ୍ୟପାଳ ଆର୍‌.ଏନ୍‌. ରବି ମଙ୍ଗଳବାର ରାଜ୍ୟ ବିଧାନସଭାରେ ଉଦ୍‌ବୋଧନ ନ ଦେଇ ଚାଲିଯାଇଛନ୍ତି। ବିନା ଭାଷଣରେ କକ୍ଷତ୍ୟାଗ କରିବା ରାଜ୍ୟପାଳ ରବିଙ୍କ ପାଇଁ...

ଲିଭ୍‌ ଇନ୍‌ ରିଲେଶନଶିପ୍‌ରେ ମହିଳାଙ୍କୁ ସ୍ତ୍ରୀ ମାନ୍ୟତା ମିଳିବା ଆବଶ୍ୟକ: ହାଇକୋର୍ଟ

ଚେନ୍ନାଇ,୨୧ା୧: ଲିଭ୍‌-ଇନ୍‌ ରିଲେଶନଶିପ୍‌ରେ ଥିବା ମହିଳାଙ୍କୁ ଗାନ୍ଧର୍ବ ବିବାହ ବା ପ୍ରେମ ବିବାହ ଅନୁଯାୟୀ ସ୍ତ୍ରୀର ମାନ୍ୟତା ପ୍ରଦାନ ସହ ସୁରକ୍ଷା ଦିଆଯିବା ଆବଶ୍ୟକ। ଫଳରେ...

ବିଜେଡିରେ ଏବେ କୁତୁକୁତୁ ହେଉଛନ୍ତି ଏସବୁ ନେତା: ଆଉ କେତେକ ଅଲୋଡ଼ା

ଭୁବନେଶ୍ୱର, ୨୧।୧(ସୁନିତ୍‌ ମିଶ୍ର): ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କିଛିଦିନ ହେଲା ବହୁମାତ୍ରାରେ ଚଳଚଞ୍ଚଳ ହୋଇ ଦଳୀୟ କାର୍ଯ୍ୟକ୍ରମ କରୁଛନ୍ତି।...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri