ବରଗଡ଼ର ଏସବୁ ଅଞ୍ଚଳରେ ସକାଳ ୮ଟାରୁ ସନ୍ଧ୍ୟା ପର୍ଯ୍ୟନ୍ତ ବିଦ୍ୟୁତ୍ କାଟ୍; ଜାଣନ୍ତୁ କେବେ…

ବରଗଡ଼,୨୦।୧୧(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ୍) ପକ୍ଷରୁ ୧୩୨/୩୩ କେ.ଭି. ଥୁଆପାଲି ଗ୍ରୀଡ୍ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି ବରଗଡ଼ ଜିଲା ଅନ୍ତର୍ଗତ ଥୁଆପାଲି, ସଂକ୍ରିଡା, ରେମୁଣ୍ଡା, ଜାମଟିକ୍ରା, ଭେଡେନ, ଚିଚିଣ୍ଡା, ବରପଦର, ଝରାପାଲି, କଦଳୀପାଲି, ଖୁଣ୍ଟୁଲିପାଲି, ମହୁଲିପାଲି, ପଫଙ୍ଗା, ଦେଶଭଟଲି, ଅଇଁଲାପାଲି, ଅରେଇଗୁଡ଼ି, ଅର୍ଜୁଣ୍ଡା, ତାଲମେଣ୍ଡା ଆଦି ଅଞ୍ଚଳ ଓ ଏହାର ଆଖାପାଖ ଅଞ୍ଚଳରେ ଆସନ୍ତା ୨୨ତାରିଖ (ଶନିବାର) ଦିନ ସକାଳ ୮ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ବିଦ୍ୟୁତ୍ ଯୋଗାଣ ବନ୍ଦ ରହିବ । ଏହି ରକ୍ଷଣାବେକ୍ଷଣ କାର୍ଯ୍ୟ ସ୍ଥିର, ନିରବଚ୍ଛିନ୍ନ ତଥା ଗୁଣାତ୍ମକ ବିଦ୍ୟୁତ୍ ସେବା ପାଇଁ ଅତ୍ୟନ୍ତ ଜରୁରୀ ଅଟେ । ତେଣୁ ସାମୟିକ ସମୟ ପାଇଁ ବିଦ୍ୟୁତ୍ ସେବା ବ୍ୟାହତ ହେବା ଲାଗି ଟିପିଡବ୍ଲୁଓଡିଏଲ୍ କର୍ତ୍ତୃପକ୍ଷ ଦୁଃଖପ୍ରକାଶ କରିବା ସହ ଉକ୍ତ ଅଞ୍ଚଳର ସମସ୍ତ ବିଦ୍ୟୁତ୍ ଉପଭୋକ୍ତା ତଥା ଜନସାଧାରଣଙ୍କ ସହଯୋଗ କାମନା କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ବରଗଡ଼ରେ ପୁଣି କଫ ସିରପ କାରବାର: ୭୬ ହଜାରରୁ ଅଧିକ ଟଙ୍କା ଜବତ ସହ…

ବରଗଡ଼,୨୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲସ ବୁଧବାର ୫୦୫୦ବୋତଲ କଫ୍‌ ସିରପ୍‌ ଜବତ କରିଛି। ଏଥିରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବାବେଳେ...

ଯୁବକଙ୍କୁ ହଜି ଯାଇଥିବା ଫୋନ୍‌ ଫେରାଇଲେ ଏମ୍‌ପିଙ୍କ ପିଏ

ରାୟଗଡ଼ା,୨୧ା୧(ଆଶିଷ ରଞ୍ଜନ ପଣ୍ଡା): କୋରାପୁଟ ଏମ୍‌ପିଙ୍କ ପିଏ ବାପି ପଟ୍ଟନାୟକ ଜଣେ ଯୁବକଙ୍କ ହଜି ଯାଇଥିବା ମୋବାଇଲ ଫେରାଇ ମାନବିକତାର ପରିଚୟ ଦେଖାଇଛନ୍ତି। ସୂଚନା ମୁତାବକ...

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ...

ଏହି ଜିଲାର ଶିକ୍ଷା ଅଧିକାରୀଙ୍କ ବିରୋଧରେ ଗିରଫ ପରୱାନା ଜାରି କଲେ ହାଇକୋର୍ଟ

କଟକ,୨୧ା୧: ଦୁଇ ଆଇଏଏସ’ଙ୍କୁ ଗିରଫ ୱାରେଣ୍ଟ ପରେ ବୁଧବାର ଜଣେ ଜିଲା ଶିକ୍ଷାଧିକାରୀଙ୍କୁ ୱାରେଣ୍ଟ ଜାରି କରିଛନ୍ତି ଓଡିଶା ହାଇକୋର୍ଟ। ଅଦାଲତ ଅବମାନନା ମାମଲାରେ ଢେଙ୍କାନାଳ...

ଓଡ଼ିଶା ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଜଣେ ଦୁଷ୍କର୍ମ ପୀଡ଼ିତାଙ୍କୁ ଗର୍ଭପାତ ପାଇଁ ଅନୁମତି

କଟକ,୨୧ା୧: ଜଣେ ଦୁଷ୍କର୍ମ ପୀଡ଼ିତାଙ୍କ ଆବେଦନ ଉପରେ ଶୁଣାଣି କରି ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି । ପୀଡ଼ିତାଙ୍କ ଶାରୀରିକ ଓ ମାନସିକ...

ରାଜପଥ ଉପରେ ଗଦା ହୋଇଛି କୁଢ଼କୁଢ଼ ପ୍ଲାଷ୍ଟିକ୍‌, ଗୋରୁ ଖାଇ ହେଉଛନ୍ତି ଅସୁସ୍ଥ

ଦାରିଙ୍ଗବାଡ଼ି,୨୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପରେ ଅନ୍ୟତମ ବଜାର ହେଉଛି ସିମନବାଡ଼ି। ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ ହେଉଥିବା ୫୯ ନଂ ଜାତୀୟ ରାଜପଥ କଡ଼ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri