୩ୟ ବିଶ୍ୱଯୁଦ୍ଧ ଆରମ୍ଭ! କିମ୍‌ କଲେ ୧୦ ମିସାଇଲ ଆଟାକ୍‌, ଛାରଖାର ହୋଇଯିବ…

ନୂଆଦିଲ୍ଲୀ,୧୪।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆଉ ଏକ ଅଞ୍ଚଳରେ ଉତ୍ତେଜନା ବୃଦ୍ଧି ପାଉଥିବା ରିପୋର୍ଟ ସାମ୍ନାକୁ ଆସିଛି। ଦକ୍ଷିଣ କୋରିଆ କହିଛି ଯେ ଉତ୍ତର କୋରିଆ କେବଳ ଗୋଟିଏ କିମ୍ୱା ଦୁଇଟି…

ଗ୍ୟାସକୁ ନେଇ ହୁଅନ୍ତୁନି ଟେନସନ! ସରକାର କହିଲେ ରାଶନ କାର୍ଡ ଥିଲେ ମାଗଣାରେ ମିଳିବ….

ନୂଆଦିଲ୍ଲୀ,୧୪।୧: “ରନ୍ଧନ ଗ୍ୟାସର ଅଭାବ ହେଲେ ଆମେ ବିକଳ୍ପ ଇନ୍ଧନ ଭାବରେ କିରୋସିନ ଯୋଗାଇବାକୁ ପ୍ରସ୍ତୁତ” । ସାରା ଦେଶରେ ଯେତେବେଳେ ରନ୍ଧନ ଗ୍ୟାସ ଯୋଗାଣରେ ବିଳମ୍ବ ହେଉଛି, ସେତେବେଳେ ଭାରତୀୟ ତୈଳ ବିପଣନ…

ରାଜ୍ୟ ସଭା ନିର୍ବାଚନକୁ ନେଇ ନବୀନ-ଜୟନାରାୟଣ ମୁହାଁମୁହିଁ, ଘୋଡ଼ା ବେପାର କଥା ଉଠାଇ…

ଭୁବନେଶ୍ୱର,୧୪ା୩: ଆସନ୍ତା ୧୬ ତାରିଖରେ ଅନୁଷ୍ଠିତ ହେବ ରାଜ୍ୟ ସଭା ନିର୍ବାଚନ। ଏନେଇ ରାଜ୍ୟର ୩ ପ୍ରମୁଖ ଦଳ ଭାଜପା, ବିଜେଡି ଏବଂ କଂଗ୍ରେସ ନିଜ ବିଧାୟକମାନଙ୍କୁ ଏକାଠି ରଖିବା ପାଇଁ ପୂରା ଦମ୍‌…

ବନ୍ଧା ହେଲେ ଜନସେବା କେନ୍ଦ୍ର ମାଲିକ, ଲୋକ ଅଦାଲତ ନାଁରେ କରୁଥିଲେ…

ସମ୍ବଲପୁର,୧୪ା୩(ପ୍ରମୋଦ ବହିଦାର): ଜାତୀୟ ଲୋକ ଅଦାଲତରେ ବିଭିନ୍ନ ସମସ୍ୟାର ସମାଧାନ କରିଦେବାକୁ କହି ଶତାଧିକ ଲୋକଙ୍କୁ ଠକିବା ଅଭିଯୋଗରେ ସମ୍ବଲପୁର ଟାଉନ ଥାନା ପୋଲିସ ଜଣେ ଜନସେବା କେନ୍ଦ୍ର ମାଲିକଙ୍କୁ ଗିରଫ କରିଛି। ସୂଚନା…

ଜେଲ୍‌ ଭିତରେ କଏଦୀଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ବଲାଙ୍ଗୀର,୧୪ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜେଲ୍‌ ଭିତରେ ଜଣେ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। କଏଦୀ ଜଣକ ବଲାଙ୍ଗୀର ସଦର ଥାନା କୁଶଙ୍ଗ ଗାଁର ଭୀଷ୍ମଦେବ ସାହୁ ଓରଫ ଗୋପାଳ( ୩୭)। ଗତ ୨୦୨୧ରେ…

ରାସ୍ତାରେ ଧାନବସ୍ତା ରଖି ଅବରୋଧ କଲେ ଚାଷୀ

କେନ୍ଦୁଝର,୧୪ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ଥାନା କାଠ କରଞ୍ଜିଆ ପଞ୍ଚାୟତ ମୁଖ୍ୟାଳୟରେ ଶନିବାର ଚାଷୀମାନେ ବିଭିନ୍ନ ସମସ୍ୟାକୁ ନେଇ ଧାନ ବସ୍ତା ରଖି ରାସ୍ତା ଅବରୋଧ କରିଛନ୍ତି। ସ୍ଥାନୀୟ ସରପଞ୍ଚ ସୁକୁରିଆ ମୁଣ୍ଡାଙ୍କ ନେତୃତ୍ୱରେ…

ମୋଦି ସରକାରଙ୍କ ବଡ଼ ନିଷ୍ପତ୍ତି: ଜେଲ୍‌ରୁ ବାହାରିବେ ସୋନମ ୱାଙ୍ଗଚୁକ

ନୂଆଦିଲ୍ଲୀ,୧୪।୩: ଲଦାଖରେ ହିଂସା ଘଟଣାରେ ଗିରଫ ହୋଇଥିବା ସାମାଜିକ କର୍ମୀ ତଥା ଇଞ୍ଜିନିୟର ସୋନମ ୱାଙ୍ଗଚୁକଙ୍କୁ ଜେଲ୍‌ରୁ ମୁକ୍ତି ଦେବାକୁ ମୋଦି ସରକାର ନିଷ୍ପତ୍ତି ନେଇଛନ୍ତି। ସରକାର ଜାତୀୟ ସୁରକ୍ଷା ଆଇନ (NSA) ଅନୁଯାୟୀ, ତାଙ୍କ ଅଟକକୁ ତୁରନ୍ତ ପ୍ରତ୍ୟାହାର କରିଛନ୍ତି।…

LPG ସଙ୍କଟକୁ ନେଇ ମୋଦିଙ୍କ ବଡ଼ ବୟାନ, ମିଳିବ…

ନୂଆଦିଲ୍ଲୀ,୧୪।୧: ଆସାମର ସିଲଚରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ବିଶ୍ୱ ଉତ୍ତେଜନା ଏବଂ ଯୁଦ୍ଧ ଭଳି ପରିସ୍ଥିତି ମଧ୍ୟରେ, କେନ୍ଦ୍ର ସରକାର ନାଗରିକଙ୍କ ଉପରେ ପ୍ରଭାବ ସର୍ୱନିମ୍ନ ରଖିବା ପାଇଁ…

ଆମେରିକାକୁ ଖୋଲା ଧମକ: ଖାର୍ଗ ଉପରେ ଆକ୍ରମଣ ପରେ ତାତିଲା ଇରାନ

ତେହରାନ,୧୪।୩: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି, ଆମେରିକାର ସେନା ଇରାନର ଖାର୍ଗ ଦ୍ୱୀପରେ ପ୍ରବଳ ବୋମା ମାଡ଼ କରିଛି। ଇରାନ ଖାର୍ଗ ଦ୍ୱୀପରେ ସାମରିକ ଘାଟି ଉପରେ ଆମେରିକାର ଆକ୍ରମଣର…

ଯୁଦ୍ଧ ଭିତରେ କିମ୍‌ଙ୍କ ଏଣ୍ଟ୍ରି! ଭୟଙ୍କର ମିସାଇଲା ଆଟାକ୍‌, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୧୪।୩: ଗୋଟିଏ ପଟେ, ମଧ୍ୟପ୍ରାଚ୍ୟରେ ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ଜଡିତ ବିବାଦ ଏକ ଭୟଙ୍କର ମୋଡ଼ ନେଇଛି। ଏହି ସମୟରେ, ଏସିଆର ଅନ୍ୟ ଏକ ଭାଗରେ, ଯୁଦ୍ଧର ଏକ ମଇଦାନ ସୃଷ୍ଟି ହୋଇଛି। ଜାପାନର ପ୍ରଧାନମନ୍ତ୍ରୀ X ରେ…

ଆମେରିକୀୟ ଦୂତାବାସ ଉପରେ ଆକ୍ରମଣ କଲା ଇରାନ: ଚାରିଆଡ଼େ ଧୂଆଁମୟ

ଓ୍ବାଶିଂଟନ୍‌,୧୪।୩: ଇସ୍ରାଏଲ ଏବଂ ଆମେରିକା ନିରନ୍ତର ଇରାନ ଉପରେ ଆକ୍ରମଣ କରୁଛନ୍ତି। ଯୁଦ୍ଧକୁ ୧୫ ଦିନ ହୋଇଥିଲେ ସୁଦ୍ଧା ଏପର୍ଯ୍ୟନ୍ତ ଶେଷ ହେବାର କୌଣସି ସଙ୍କେତ ନାହିଁ। ବାଗଦାଦରେ ଥିବା ଆମେରିକୀୟ ଦୂତାବାସ ପରିସରରେ ଥିବା ଏକ ହେଲିପ୍ୟାଡରେ ଏକ କ୍ଷେପଣାସ୍ତ୍ର…

ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ: ସଙ୍କଟରେ ବନ୍ୟଜନ୍ତୁ

ଉଦଳା,୧୪।୩(ସନ୍ତୋଷ କୁମାର ବାଛିନୀ): ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ। ଶିମିଳିପାଳର ଆଭ୍ୟନ୍ତରୀଣ ଅଞ୍ଚଳରେ ଲାଗିଛି ନିଆଁ। ୩ ରୁ ୪ ଘଣ୍ଟା ହେବ ଜଳି ଚାଲିଛି ନିଆଁ। ଶିମିଳିପାଳର ସାଉଥ ଡିଭିଜନ ପୋଡାଡିହା ରେଞ୍ଜର ମନଭଙ୍ଗା ବିଟ ଅଞ୍ଚଳରେ ନିଆଁ ଲାଗି…

କୁଆଡ଼େ ଗଲେ ଦାଶରଥି: ବିଜେଡି ଛାଡ଼ିବେନି ଶପଥ କଲେ ୨ ପ୍ରାର୍ଥୀ

ଭୁବନେଶ୍ୱର,୧୪ା୩(ସୁନିତ୍‌ ମିଶ୍ର):ରାଜ୍ୟ ସଭା ନିର୍ବାଚନ ପାଇଁ ମଝିରେ ମାତ୍ର ୨ ଦିନ ରହିଲା। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ନିଜ ବିଧାୟକମାନଙ୍କୁ ଏକାଠି ରଖିବା ପାଇଁ ସବୁ ପ୍ରକାର ବଳ ଲଗାଇ ଦେଇଛନ୍ତି। ପ୍ରଦେଶ କଂଗ୍ରେସ…

ମୋଜତବାଙ୍କୁ ଧରାଇଦେଲେ ୧୦ ନିୟୁତ ଡଲାର: ପୁରସ୍କାର ଘୋଷଣା କଲା ଆମେରିକା

ଓ୍ବାଶିଂଟନ୍‌,୧୪ା୩:ଇରାନ୍‌ର ନୂଆ ସୁପ୍ରିମ ଲିଡର ମୋଜତବା ଖାମେନେଇ ଓ ଇସ୍‌ଲାମିକ୍‌ ରିଭୋଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି)ର ବରିଷ୍ଠ ନେତାମାନଙ୍କ ସମ୍ପର୍କରେ ସୂଚନା ଦେଲେ ସମ୍ପୃକ୍ତ ସୂଚନାଦାତାଙ୍କୁ ଆମେରିକା ୧୦ ନିୟୁତ ଡଲାର (ପ୍ରାୟ ୯୨,୪୭,୪୮,୦୦୦ ଟଙ୍କା) ପୁରସ୍କାର ଦେବ। ଆମେରିକା ନ୍ୟାୟ…

ଭାରତ ପାଇଁ ‘ହୋର୍ମୁଜ ଦ୍ୱାର’ ଖୋଲିଲା ଇରାନ, ନିଭାଇଲା ବନ୍ଧୁତା, LPG ସଙ୍କଟରୁ ମିଳିବ ମୁକ୍ତି !

ନୂଆଦିଲ୍ଲୀ,୧୩।୩: ଦେଶରେ ରନ୍ଧନ ଗ୍ୟାସର ଅଭାବକୁ ନେଇ ଚିନ୍ତା ବଢୁଥିବା ବେଳେ ଇରାନ ଭାରତକୁ ବନ୍ଧୁତାର ହାତ ବଢ଼ାଇଛି। ହୋର୍ମୁଜ ଷ୍ଟ୍ରେଟ୍‌ରେ ଫସି ରହିଥିବା ଭାରତର ଦୁଇଟି ଏଲ୍‌ପିଜି ଟ୍ୟାଙ୍କରକୁ ସୁରକ୍ଷିତ ଭାବେ ବାହାରିବାକୁ ଇରାନ ଅନୁମତି ଦେଇଛି। ଏହି ଘଟଣାର…

‘ହୋର୍ମୁଜ ଷ୍ଟ୍ରେଟ୍‌’ରେ ଭାରତର ଦବଦବା! ଇରାନ ରାଷ୍ଟ୍ରଦୂତ ଦେଲେ ବଡ଼ ସଂକେତ, କିଛି ସମୟରେ ବଡ଼ ଘୋଷଣା…  

ନୂଆଦିଲ୍ଲୀ,୧୩।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ବଢୁଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ଭାରତ ପାଇଁ ଏକ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ପାରସ୍ୟ ଉପସାଗରରେ ଜାରି ରହିଥିବା ଉତ୍ତେଜନା ଏବଂ ସାମୁଦ୍ରିକ ସୁରକ୍ଷାକୁ ନେଇ ଚିନ୍ତା ପ୍ରକଟ ହେଉଥିବା ବେଳେ,…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଭିବି ରାମଜି, ସମଗ୍ର ଶିକ୍ଷା ଯୋଜନାର ସାମାଜିକ ସମୀକ୍ଷା: କାମ ନ କରି ଉଠାଯାଇଛି ୩ ପ୍ରକଳ୍ପର ଟଙ୍କା

View
ଓଡ଼ିଶା: ଆଜିର ଫଟୋ (୧୩ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୨ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୯ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୭ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୬ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୫ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri