Posted inଖେଳ

ଇଷ୍ଟ ଜୋନ୍‌ ସ୍ନୁକର ଚାମ୍ପିୟନଶିପ୍‌ ଆରମ୍ଭ

ଭୁବନେଶ୍ୱର, ୬।୯(କ୍ରୀଡ଼ା ପ୍ରତିନିଧି)- ସ୍ଥାନୀୟ ପଟିଆ ସ୍ଥିତ ୬ ପକେଟ୍ସଠାରେ ଗୁରୁବାରଠାରୁ ଆରମ୍ଭ ହୋଇଛି ଇଷ୍ଟ ଜୋନ୍‌ ସ୍ନୁକର ଚାମ୍ପିୟନଶିପ୍‌। ଫାଲକନ ଚିଲିକା ଫ୍ରେଶ୍‌ ଆନୁକୂଲ୍ୟରେ ଆୟୋଜିତ ଏହି ପ୍ରତିଯୋଗିତାର ପ୍ରଥମ ଦିବସରେ ୮ଟି ମ୍ୟାଚ ଅନୁଷ୍ଠିତ ହୋଇଛି। ଏଥିରେ ସୌଭାଗ୍ୟ ବେହେରା ୩-୦ ଫ୍ରେମ୍‌ରେ ସ୍ପନ୍ଦନ ଦେବତା, ଅଶିତ ଚୌଧୁରୀ ୩-୧ରେ ମାନସ ବେହେରା, ଅମିୟ ନାୟକ ୩-୦ରେ ରାହୁଲ ହାଲି, ଶୁଭ୍ରଜିତ ପଟ୍ଟନାୟକ ୩-୨ରେ ସେକ୍‌ ନସୀମ, ଅନୁଜ ପଣ୍ଡା ୩-୦ରେ କ୍ରିଷ୍ଣା ଚାଓ୍ବଡା, ସନ୍ଦିପ ବଡଜେନା ୩-୦ରେ ଶିବାଶିଷ ବିଶ୍ୱାଳ, ସିଦ୍ଧାର୍ଥ ସେନ୍‌ ୩-୨ରେ ସୁଦୀପ୍ତ ଦାସ ଏବଂ ନିଶି ପ୍ରକାଶ ୩-୦ ଫ୍ରେମ୍‌ରେ ସୁମିତ ହେମ୍ବ୍ରମଙ୍କୁ ପରାସ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

ଫସିଗଲେ କପିଲ ଶର୍ମା: ମାମଲା ରୁଜୁ

ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା...

ବିଜୁଙ୍କୁ ମିଳିଲା ଆଜୀବନ କାରାଦଣ୍ଡ: ଅଢେଇ ବର୍ଷ ତଳେ…

ବ୍ରହ୍ମପୁର, ୨୩/୧୨(ସୁବାସ ଚନ୍ଦ୍ର ପାଢ଼ୀ): ଜିଲା ଜଜ ଅଶାନ୍ତ କୁମାର ଦାସ ମଙ୍ଗଳବାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତଙ୍କୁ ଦୋଷୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri