୫୫ ଜାତୀୟ ରାଜପଥରେ ସ୍କୁଟିକୁ ଧକ୍କା ଦେଲା ଅଜଣା ଗାଡି, ୩ ଯୁବକ ମୃତ

ଢେଙ୍କାନାଳ,୨୮ା୧୧: ଢେଙ୍କାନାଳ ଜିଲା ସଦର ଥାନା ଅନ୍ତର୍ଗତ ଜାତୀୟ ରାଜପଥ ୫୫ ର ଗୋବିନ୍ଦପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ତିନି ଜଣ ଯୁବକଙ୍କର ମୃତ୍ୟୁ ହୋଇଛି।

ସୂଚନା ଅନୁଯାୟୀ, ତିନି ଯୁବକ ଏକ ସ୍କୁଟିରେ ଯାଉଥିବା ସମୟରେ ଏକ ଅଜଣା ଗାଡ଼ି ସେମାନଙ୍କୁ ଧକ୍କା ଦେଇ ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ଫଳରେ ଘଟଣାସ୍ଥଳରେ ହିଁ ତିନି ଯୁବକଙ୍କର ମୃତ୍ୟୁ ହୋଇଥିଲା।

ଖବର ପାଇ ସଦର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି। ତେବେ ମୃତକ ଯୁବକମାନଙ୍କର ପରିଚୟ ଏପର୍ଯ୍ୟନ୍ତ ମିଳିପାରି ନାହିଁ। ପୋଲିସ ଦୁର୍ଘଟଣା ଘଟାଇଥିବା ଗାଡ଼ିକୁ ଠାବ କରିବା ଏବଂ ମୃତକଙ୍କ ପରିଚୟ ଜାଣିବା ପାଇଁ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରମିଳାଙ୍କ ଘରେ ଯାଜପୁର ନେତାଙ୍କ ମେଳି: ସାମିଲ ହେଲେ ଏସବୁ ନେତା…

ଭୁବନେଶ୍ୱର,୨୦।୧: ବିଜେଡିରେ ହେବ କି ବଡ଼ ପରିବର୍ତ୍ତନ? ବୈଠକ ପରେ ବୈଠକ ବସୁଛି। ଇତି ମଧ୍ୟରେ ମଙ୍ଗଳବାର ପ୍ରମିଳା ମଲ୍ଲିକଙ୍କ ଭୁବନେଶ୍ବର ବାସଭବନରେ ଯାଜପୁର ନେତାଙ୍କ...

ପ୍ରମିଳାଙ୍କ ଘରେ ଏମିତି କ’ଣ ହେଲା? ନବୀନ ନିବାସ ମୁହାଁ ହେଲେ ବରିଷ୍ଠ ନେତା, ରାଜନୀତି ହଲଚଲ

ଭୁବନେଶ୍ୱର,୨୦।୧: ନବୀନ ନିବାସରେ ବଡ଼ ହଲଚଲ। ବରିଷ୍ଠ ନେତା ନବୀନ ନିବାସରେ ପହଞ୍ଚିଛନ୍ତି। ପ୍ରମିଳାଙ୍କ ଘରେ ଯାଜପୁର ନେତାଙ୍କ ମେଳି ପରେ ଅଚାନକ ନବୀନ ନିବାସରୁ...

ପ୍ରମିଳାଙ୍କ ଘରେ ବୈଠକ ପରେ ପ୍ରୀତିରଞ୍ଜନ ଘଡ଼ାଇଙ୍କ ବିସ୍ଫୋରଣ, କହିଲେ ନିଜକୁ ବାଘ…

ଭୁବନେଶ୍ବର, ୨୦|୧ : ପ୍ରମିଳା ମଲ୍ଲିକଙ୍କ ଘରେ ପୁଣିଥରେ ଯାଜପୁର ବିଜେଡି ନେତାଙ୍କ ମେଳି ଦେଖିବାକୁ ମିଳିଛି । ପ୍ରଣବ ପ୍ରକାଶ ଦାସ, ପ୍ରଣବ ବଳବନ୍ତରାୟ, ପ୍ରୀତିରଞ୍ଜନ...

ବରଗଡ଼ରେ କଂଗ୍ରେସର ଚାଷୀ ସମାବେଶ: ଧାନବିକ୍ରି ଅବ୍ୟବସ୍ଥା ନେଇ ସରକାରଙ୍କ ବିରୋଧରେ ଗର୍ଜିଲେ…

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ):  ରାଜ୍ୟରେ ଖରିଫ୍ ଧାନବିକ୍ରି ବ୍ୟବସ୍ଥା ବାଟବଣା ହୋଇ ପଡିଛି। ଟୋକନ କଟକଣା, ଧାନ ଉଠାଣରେ ଶିଥିଳତା, କଟନୀଛଟନୀ ଆଦି ସମସ୍ୟା ଯୋଗୁ ଅନେକ...

ମିଳିଲା କନିଷ୍ଠ କିରାଣିଙ୍କ ଝୁଲନ୍ତା ମୃତଦେହ: ବେକରେ ଗାମୁଛା ଲଗାଇ….

ବାଲେଶ୍ୱର, ୨୦।୧( ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟର ଜଣେ କନିଷ୍ଠ କିରାଣିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ହେଲେ ସଦର...

କାକଟପୁର, ଅସ୍ତରଙ୍ଗରେ ଖୋଲିନାହିଁ ଧାନମଣ୍ଡି, ଚିନ୍ତାରେ ଚାଷୀ

କାକଟପୁର/ଅସ୍ତରଙ୍ଗ, ୨୦ା୧(ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ପୁରୀ ଜିଲା ଅସ୍ତରଙ୍ଗ ଏବଂ କାକଟପୁର ବ୍ଲକ ଅଞ୍ଚଳରେ ବର୍ତ୍ତମାନ ସୁଦ୍ଧା ଧାନମଣ୍ଡି ଖୋଲିନାହିଁ। ଜାନୁଆରୀ ୧୫ରୁ ୧୭ତାରିଖ...

୩୩ ମାସ ପରେ ମା’କୁ ଫେରି ପାଇଲା ପୁଅ

ଝାରସୁଗୁଡ଼ା,୨୦।୧(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାପାଳ କୁଣାଲ ମୋତିରାମ ଚହ୍ବାଣଙ୍କ ମାର୍ଗଦର୍ଶନରେ ପରିଚାଳିତ ‘ସ୍ନେହ ସେତୁ’ ପଦକ୍ଷେପ ମାଧ୍ୟମରେ ସୋମବାର ପୁଣି ଏକ ବିଚ୍ଛିନ୍ନ ପରିବାର...

ରାଜସ୍ବ ବିଭାଗର ବିଜ୍ଞପ୍ତି, ଓଡ଼ିଶାରେ ଏହି ତାରିଖରୁ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା

ଭୁବନେଶ୍ୱର, ୨୦|୧:  ଜନଗଣନା ନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି । ଓଡ଼ିଶାରେ ଏପ୍ରିଲ୍‌ ୧୬ରୁ ପ୍ରଥମ ପର୍ଯ୍ୟାୟ ଜନଗଣନା ଆରମ୍ଭ ହେବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri