ସଡ଼କ ସୁରକ୍ଷା, ଜୀବନ ରକ୍ଷା: ଶୂନ ଦୁର୍ଘଟଣା ରୋକିବାକୁ ଅଣ୍ଟା ଭିଡ଼ିଲେ ଆଇଟିଆଇ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୩।୧୨(ଅରୁଣ ସାହୁ): ଅନେକ ସମୟରେ ନିଶାସକ୍ତ ଅବସ୍ଥାରେ ଗାଡି ଚଲାଇବା କିମ୍ବା ଅନାବଶ୍ୟକ ଦ୍ରୁତ ଗତି ଗାଡି ଚଲାଇବା ଯୋଗୁ ଅକାଳରେ ଦୁର୍ଘଟଣା ଜନିତ ମୃତ୍ୟୁ ଘଟୁଛି। ଏହାକୁ ରୋକିବା ପାଇଁ ସରକାର ଅନେକ ଯୋଜନା ପ୍ରସ୍ତୁତ କରୁଥିଲେ ମଧ୍ୟ ଦୁର୍ଘଟଣା ଦିନକୁ ଦିନ ବୃଦ୍ଧି ଚିନ୍ତାର କାରଣ ପାଲଟିଛି। ଅନେକ ପରିବାର ଏହି ଦୁର୍ଘଟଣା ମୃତ୍ୟୁ ଯୋଗୁ ବେସାହାରା ହୋଇପଡ଼ିଛି। ବିଶେଷ କରି ଯୁବପିଢ଼ିଙ୍କ ସଂଖ୍ୟା ମଧ୍ୟ ଦୁର୍ଘଟଣାଜନିତ ମୃତ୍ୟୁ ବଢୁଛି। ଏହାକୁ ରୋକିବା ପାଇଁ ବ୍ୟାପକ ଜନସଚେତନର ଆବଶ୍ୟକତା ପଡୁଛି।

ଏହି କ୍ରମରେ ବୁଧବାର ଦାରିଙ୍ଗବାଡି ସରକାରୀ ଆଇଟିଆଇ ପକ୍ଷରୁ ବ୍ୟାପକ ସଚେତନ କାର୍ଯ୍ୟକ୍ରମ କରାଯାଇଛି। ଆଇଟିଆଇର ଅଧ୍ୟକ୍ଷ ଅଶୋକ ପ୍ରଧାନଙ୍କ ନେତୃତ୍ୱରେ ଶତାଧିକ ଛାତ୍ରୀଛାତ୍ର ହାତରେ ପ୍ଲାକାର୍ଡ ଧରି ଆଇଟିଆଇରୁ ବିରାଟ ଶୋଭାଯାତ୍ରାରେ ବାହାରି ବସ ଷ୍ଟାଣ୍ଡ, ଚାରିଛକ, ତିନି ଛକ, ଶିବମନ୍ଦିର ଛକ ସମେତ ବିଭିନ୍ନ ଜନଗହଳିପୂର୍ଣ୍ଣ ସ୍ଥାନରେ ଲୋକଙ୍କୁ ଶୂନ ଦୁର୍ଘଟଣା ସମ୍ପର୍କରେ ଅବଗତ କରାଇଥିଲେ। ଏହି ସଚେତନ ସମୟରେ ଟ୍ରେନିଂ ଅଫିସର ଲିଙ୍ଗରାଜ ସାହୁଙ୍କ ସମେତ ଅନ୍ୟ ଅଧିକାରୀ, ଶିକ୍ଷୟିତ୍ରୀଶିକ୍ଷକ, ପୋଲିସ ସୁରକ୍ଷା କର୍ମୀ ଯୋଗଦେଇଥିଲେ। ଅନ୍ୟ କର୍ମକର୍ତ୍ତା ତଥା ଅନିଲ କୁମାର ବେହେରା, ଭୂପେନ୍ଦ୍ର ପୁରାସେଠ, ଅନୁଭୂତି ବାଲା, ସରୋଜିନୀ ଦାସ, ବିକାଶ ରଞ୍ଜନ, ପ୍ରତାପ ସିଂହ ଯୋଗଦେଇଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri