Posted inଜାତୀୟ

ଟଳିଲେ ୧୨ ମାଓବାଦୀ, ଶହୀଦ ହୋଇଗଲେ ୩ ଯବାନ

ରାୟପୁର,୩ା୧୨: ଛତିଶଗଡ଼ ବିଜାପୁରରେ ବଡ଼ ଧରଣର ଏନ୍‌କାଉଣ୍ଟର ହୋଇଛି। ସୁରକ୍ଷାକର୍ମୀଙ୍କ ଏହି ଏନ୍‌କାଉଣ୍ଟରରେ ୧୨ ମାଓବାଦୀ ଟଳି ପଡ଼ିଥିବାବେଳେ ୩ ଡିଆର୍‌ଜି ଯବାନ ମଧ୍ୟ ଶହୀଦ ହୋଇଯାଇଛନ୍ତି। ଦୁଇ ଯବାନ ଗୁରୁତର ଅଛନ୍ତି। ତେବେ ଘଟଣାସ୍ଥଳରୁ ଏସ୍‌ଏଲ୍‌ଆର ଥ୍ରୀ ନଟ୍‌ ଥ୍ରୀ ବନ୍ଧୁକ ସହ ବିପୁଳ ବିସ୍ଫୋରକ ଜବତ ହୋଇଛି।

ପୋଲିସ ମହାନିରୀକ୍ଷକ (ବସ୍ତର ରେଞ୍ଜ) ସୁନ୍ଦରରାଜ ପଟ୍ଟିଲିଙ୍ଗମ କହିଛନ୍ତି, ସୁରକ୍ଷାକର୍ମୀଙ୍କ ଏକ ମିଳିତ ଦଳ ମାଓବାଦୀ ବିରୋଧୀ ଅଭିଯାନରେ ବାହାରିବା ସମୟରେ ବିଜାପୁର-ଦାନ୍ତେୱାଡା ଜିଲାର ସୀମାନ୍ତବର୍ତ୍ତୀ ଏକ ଜଙ୍ଗଲରେ ଗୁଳିବିନିମୟ ହୋଇଥିଲା।

ଦାନ୍ତେୱାଡା ଏବଂ ବିଜାପୁରର ଡିଆର୍‌ଜିର କର୍ମଚାରୀ ଏବଂ ରାଜ୍ୟ ପୋଲିସର ଉଭୟ ୟୁନିଟ୍ ସ୍ପେଶାଲ୍ ଟାସ୍କ ଫୋର୍ସ ଏବଂ କୋବ୍ରା (କମାଣ୍ଡୋ ବାଟାଲିୟନ ଫର୍ ରିଜୋଲ୍ୟୁଟ୍ ଆକ୍ସନ୍ – CRPFର ଏକ ଏଲିଟ୍ ୟୁନିଟ୍) ଏହି ଅପରେଶନରେ ସାମିଲ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶୀତରେ ଥରୁଛି ଉତ୍ତର ଭାରତ

ନୂଆଦିଲ୍ଲୀ,୫ା୧୨: ସମଗ୍ର ଉତ୍ତର ଭାରତ ଶୀତରେ ଥରୁଛି। ଶୁକ୍ରବାର ରାଜସ୍ଥାନ, ପଞ୍ଜାବ ଏବଂ ହରିୟାଣାର ଅଧିକାଂଶ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ନିମ୍ନରେ ରହିଛି। ତେବେ...

ଭାରତର ସବୁଠୁ ବିଶ୍ବାସଯୋଗ୍ୟ ଏହି ୩ଟି ବ୍ୟାଙ୍କ, RBI କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI), HDFC, ଏବଂ ICICI ବ୍ୟାଙ୍କକୁ ଦେଶର ସବୁଠାରୁ ସୁରକ୍ଷିତ ବ୍ୟାଙ୍କ ଭାବରେ...

ପୁଟିନଙ୍କ କାର୍‌ ଠାରୁ କେତେ ଦମଦାର୍‌ ମୋଦିଙ୍କ କାର୍‌? ଜାଣନ୍ତୁ ଦୁଇଟାଯାକର ଦାମ୍‌

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ବିଶ୍ୱର ସବୁଠାରୁ ରହସ୍ୟମୟ ନେତାମାନଙ୍କ ମଧ୍ୟରୁ ଜଣେ ବୋଲି ବିବେଚନା କରାଯାଏ। ସେ ପ୍ରତ୍ୟେକ ଗସ୍ତରେ ଏକ ବୁଲେଟପ୍ରୁଫ...

ପୁଟିନ୍‌ଙ୍କୁ ଗୀତା ଉପହାର ଦେଲେ ମୋଦି

ନୂଆଦିଲ୍ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ଏଡି ଅବସରରେ ରାଷ୍ଟ୍ରପତି ପୁଟିନ୍‌ଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଶ୍ରୀମଦ୍‌ଭଗବତ...

ପୂର୍ବତନ ଡିଏସ୍‌ପିଙ୍କ ଝିଅ ହାତ ଧରିଲେ ବୃନ୍ଦାବନର ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ

ଜୟପୁର,୫ା୧୨: ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ବତନ ଡିଏସ୍‌ପିଙ୍କ ଝିଅ ସିପ୍ରା ଜୟପୁରର ଏକ ହୋଟେଲରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ପ୍ରସିଦ୍ଧ ମଥୁରାର ପ୍ରବଚକ...

ଲଣ୍ଡନଠାରୁ ବି ମହଙ୍ଗା ହେଲା ପାଟନା-କୋଲକାତା ବିମାନ ଟିକେଟ, ଇଣ୍ଡିଗୋ ସଙ୍କଟ ପରେ ଭାଙ୍ଗିଲା ଭଡ଼ା ରେକର୍ଡ

ନୂଆଦିଲ୍ଲୀ,୫।୧୨: ଭାରତରେ ଗତ ଚାରି ଦିନ ମଧ୍ୟରେ ବିମାନ ଯାତ୍ରା ସମସ୍ୟା ବୃଦ୍ଧି ପାଇଛି। ଇଣ୍ଡିଗୋ ଏୟାରଲାଇନ୍ସର ୧,୦୦୦ ରୁ ଅଧିକ ବିମାନ ବାତିଲ ହେବା...

ରେଞ୍ଜ ରୋଭର୍‌ କି ମର୍ସିଡିିଜ ନୁହେଁ: ପୁଟିନଙ୍କୁ ନେବାକୁ କାହିଁକି ଫର୍ଚୁନର ବାଛିଲେ ମୋଦି? ଜଣାପଡିଲା ଅସଲ ସତ

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ଏବଂ ତାଙ୍କୁ ସ୍ୱାଗତବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ୟକ୍ତିଗତ ଉପସ୍ଥିତି ଏବଂ କୁଣ୍ଢେଇବା ଦୃଶ୍ୟ ସମସ୍ତଙ୍କ...

ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା ଦେଲେ ପୁଟିନ-ମୋଦି! ବିଶ୍ୱରେ ଚହଳ

ନୂଆଦିଲ୍‌ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ତାଙ୍କ ଆଗମନ ଭାରତ ପାଇଁ ଖୁସିର ଖବର ଆଣିଛି। ଗୁରୁବାର ଆମେରିକୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri