ନଦୀକୁ ଖସିପଡ଼ିଲା କାର୍‌, ଭିତରେ ଅଛନ୍ତି…

କଟକ,୩ା୧୨: ବିରୂପା ନଦୀରେ ବୁଧବାର ସନ୍ଧ୍ୟାରେ ଏକ ବ୍ୟାଟେରୀ ଚାଳିତ କାର୍‌ ଖସିପଡ଼ିଛି। ତିନି ଘଣ୍ଟା ଧରି ପାଣି ଭିତରେ ଏହି କାର୍‌ ଫସିରହିଛି। ଜଣେ ଯୁବକଙ୍କୁ ସ୍ଥାନୀୟ ଖେଳ ପ୍ରଶିକ୍ଷଣ ପିଲା ଉଦ୍ଧାର କରିଥିବାବେଳେ  ଆଉ ଜଣେ କାର୍ ଭିତରେ ଫସି ରହିଛନ୍ତି। ଘଟଣାସ୍ଥଳରେ ଚାଉଳିଆଗଞ୍ଜ ଅଗ୍ନିଶମ ବିଭାଗ, ଚୌଦ୍ୱାର ଅଗ୍ନିଶମ ବିଭାଗ ଏବଂ ଜଗତପୁର ପୋଲିସ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅସୀମ ମୁନିର ହେଲେ CDF, ପାକିସ୍ତାନର ୩ ସେନା ରହିବେ କଣ୍ଟ୍ରୋଲରେ, ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ? ଜାଣନ୍ତୁ…

ଇସଲାମାବାଦ,୫।୧୨: ପାକିସ୍ତାନ ତା’ର ସାମରିକ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ ଆଣିଛି, ଜେନେରାଲ ଅସୀମ ମୁନିରଙ୍କୁ ଦେଶର ପ୍ରଥମ ପ୍ରତିରକ୍ଷା ବାହିନୀ (CDF) ମୁଖ୍ୟ ଭାବରେ...

ମଝି ଆକାଶରେ ଫୁଟବଲ ଖେଳିଲେ ଦୁଇ ଖେଳାଳି, ଭୟଙ୍କର ଦୃଶ୍ୟ ଦେଖିଲେ…

କିଛି ଲୋକ ଅନେକ ଦୁଃସାହସିକ କାର୍ଯ୍ୟ କରିଥାନ୍ତି। ଯାହା ଦେଖି ଲୋକଙ୍କ ପ୍ରାଣବାୟୁ ଉଡ଼ିଯିବା ପରି ଲାଗେ। ବର୍ତ୍ତମାନ ସୋସିଆଲ ମିଡିଆରେ ସେମିତି ଏକ ଭିଡିଓ...

ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା ଦେଲେ ପୁଟିନ-ମୋଦି! ବିଶ୍ୱରେ ଚହଳ

ନୂଆଦିଲ୍‌ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ତାଙ୍କ ଆଗମନ ଭାରତ ପାଇଁ ଖୁସିର ଖବର ଆଣିଛି। ଗୁରୁବାର ଆମେରିକୀୟ...

ପ୍ରଶଂସକଙ୍କ ପାଇଁ ଖୁସିଖବର: ଦକ୍ଷିଣ ଆଫ୍ରିକା ODI ସିରିଜ ପରେ ଟି-୨୦କୁ ଫେରିବେ ରୋହିତ!

ନୂଆଦିଲ୍ଲୀ,୫।୧୨: ରୋହିତ ଶର୍ମା ଭାରତୀୟ ଘରୋଇ କ୍ରିକେଟ ପ୍ରତି ଏତେ ପ୍ରତିବଦ୍ଧତା ଦେଖାଉଛନ୍ତି ଯେ ସେ କେବଳ ଲିଷ୍ଟ ଏ କ୍ରିକେଟ ନୁହେଁ ବରଂ ଟି-୨୦...

‘ଆତଙ୍କବାଦ ବିରୋଧରେ କାନ୍ଧକୁ କାନ୍ଧ ମିଶାଇ ଠିଆ ହେବା…’, ମୋଦି-ପୁଟିନଙ୍କ ମିଳିତ ବିବୃତ୍ତିରେ ପହଲଗାମ ଆକ୍ରମଣର ଉଲ୍ଲେଖ, ଛାନିଆ ହେଲାଣି ପାକିସ୍ତାନ!

ନୂଆଦିଲ୍ଲୀ,୫।୧୨: ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ବୈଠକ ପରେ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ମିଳିତ ବିବୃତ୍ତି ଜାରି...

ପ୍ରଶ୍ନପତ୍ର ଲିକ୍‌: ବାତିଲ ହେଲା ଏଏନ୍‌ଏମ୍‌ ପରୀକ୍ଷା, ନିରାଶରେ ଫେରିଲେ ପରୀକ୍ଷାର୍ଥୀ

ଗଜପତି,୫।୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଏଏନ୍‌ଏମ୍‌ ପରୀକ୍ଷା ବାତିଲ ହୋଇଛି। ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ନେଇ ଆଜି ବିଧାନସଭା ଗୃହରେ କଂଗ୍ରେସ ବିଧାୟକ ରାଜନ...

ମହୁଲି ଭାଟି ଉପରେ ପୋଲିସର ଚଢ଼ାଉ, ମଦ ରନ୍ଧା ସାମଗ୍ରୀରେ ଲଗାଇଦେଲା ନିଆଁ

ପାଟଣା,୫ା୧୨(ବୀରକିଶୋର ଦାଶ): ବେଆଇନଦେଶୀ ମହୁଲି ଭାଟି ଉପରେ ପୋଲିସ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମହୁଲି ମଦ ସହ ପୋଚ ନଷ୍ଟ କରିଛି। କେନ୍ଦୁଝର ଜିଲାତୁରୁମୁଙ୍ଗା...

ଓ୍ବାସିମ ଆକ୍ରମଙ୍କୁ ଟପିଲେ ଷ୍ଟାର୍କ

ବ୍ରିସବେନ,୫ା୧୨: ଅଷ୍ଟ୍ରେଲିଆ-ଇଂଲଣ୍ଡ ମଧ୍ୟରେ ଗୁରୁବାରଠାରୁ ଦ୍ୱିତୀୟ ଆଶେସ ଟେଷ୍ଟ ଆରମ୍ଭ ହୋଇଯାଇଛି। ଟେଷ୍ଟ କ୍ରିକେଟରେ ଅଷ୍ଟ୍ରେଲିଆର ଫାଷ୍ଟ ବୋଲର ମିଚେଲ ଷ୍ଟାର୍କ ସବୁଠୁ ସଫଳ ବାମହାତୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri