Posted inଖେଳ

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ ମାତ୍ର ୨ ଦିନ ବାକି ଥିବା ବେଳେ ଓଡ଼ିଶାର କ୍ରିକେଟ ପ୍ରଶଂସକଙ୍କ ମଧ୍ୟରେ ଉତ୍କଣ୍ଠା ବୃଦ୍ଧି ପାଇଛି। ମ୍ୟାଚ୍‌ ପାଇଁ ଟିକେଟ୍‌ ବିକ୍ରିଠାରୁ ଆରମ୍ଭ କରି ସମସ୍ତ ପ୍ରକାର ପ୍ରସ୍ତୁତି ପ୍ରକ୍ରିୟା ଶେଷ ହୋଇଛି।

ଦୁଇ ଦଳର ଖେଳାଳିମାନେ ବି ଆସିବା ଆରମ୍ଭ କଲେଣି। ତେବେ କଟକ ଟି୨୦ ମ୍ୟାଚ୍‌ରେ ଭାରତୀୟ ଟେଷ୍ଟ ଓ ଦିନିକିଆ ଅଧିନାୟକ ଶୁବମନ ଗିଲ୍‌ ଖେଳିପାରନ୍ତି। ତାଙ୍କୁ ଏହି ମ୍ୟାଚ୍‌ରେ ଖେଳିବା ଲାଗି ବିସିସିଆଇର ସେଣ୍ଟର ଅଫ୍‌ ଏକ୍ସିଲେନ୍ସ ପକ୍ଷରୁ ଅନୁମତି ମିଳିଛି। ‘ଶୁବମନ ସିଓଇଠାରେ ସଫଳତାର ସହିତ ରେହାବିଲିଟେଶନ ପ୍ରକ୍ରିୟା ଶେଷ କରିଛନ୍ତି ଏବଂ ସମସ୍ତ ଫର୍ମାଟରେ ଖେଳିବା ପାଇଁ ଆବଶ୍ୟକ ଥିବା କ୍ରାଇଟେରିଆ ସେ ପୂରଣ କରିଛନ୍ତି’ ବୋଲି ସିଓଇ ପକ୍ଷରୁ ଟିମ୍‌ ମ୍ୟାନେଜରମେଣ୍ଟକୁ ଜଣାଇ ଦିଆଯାଇଛି। କୋଲକାତା ଟେଷ୍ଟରେ ଦେଖାଦେଇଥିବା ବେକଜନିତ ଆହତ ସମସ୍ୟା ଲାଗି ସେ ଦ୍ୱିତୀୟ ଟେଷ୍ଟ ଓ ଦିନିକିଆ ସିରିଜ୍‌ରୁ ବାଦ୍‌ ପଡ଼ିଥିଲେ।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଟି-୨୦: ଅଭିଷେକ ଓ ରିଙ୍କୁଙ୍କ ଧୂଆଁଧାର ବ୍ୟାଟିଂ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ହରାଇଲା ଭାରତ

ନାଗପୁର,୨୧।୧: ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମଠାରେ ଅନୁଷ୍ଠିତ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଭାରତ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ପରାସ୍ତ କରିଛି।...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

1st T20I: ଅଭିଷେକ ଓ ରିଙ୍କୁଙ୍କ ବିସ୍ଫୋରକ ବ୍ୟାଟିଂ; ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ବିଶାଳ ସ୍କୋର

ନାଗପୁର,୨୧।୧: ନାଗପୁରରେ ଅନୁଷ୍ଠିତ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ ବ୍ୟାଟରମାନେ ରନ୍‌ର ବର୍ଷା କରିଛନ୍ତି। ଅଭିଷେକ ଶର୍ମା ଏବଂ ରିଙ୍କୁ ସିଂଙ୍କ ଧୂଆଁଧାର ପାଳି ବଳରେ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri