ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ ଓ ଗଜେନ୍ଦ୍ର ସ୍ବାଇଁ। ଏହି ଖବର ଜଣାପଡ଼ିବା ପରେ ସେମାନଙ୍କୁ ବିଭିନ୍ନ ଆଡୁ ଶୁଭେଚ୍ଛାର ସୁଅ ଛୁଟିଛି। ହେମନ୍ତ ଓ ଗଜେନ୍ଦ୍ର ନିଜ କର୍ତ୍ତବ୍ୟକୁ ସର୍ବଦା ଠିକ୍‌ ଭାବେ କରି ଆସୁଛନ୍ତି। ତେଣୁ ଏହି ସଫଳତା ପାଇବାକୁ ସେମାନେ ହକଦାର ଥିଲେ। ଆଜି ଗୃହରକ୍ଷୀ ଦିବସ ଅବସରରେ ସେମାନଙ୍କୁ ଜିଲା ଆରକ୍ଷୀ ଅଧୀକ୍ଷକ ସମ୍ବର୍ଦ୍ଧିତ କରିଛନ୍ତି।

ଶନିବାର ଏନେଇ ଗଞ୍ଜାମ ପୋଲିସ ପକ୍ଷରୁ ଗୃହରକ୍ଷୀ ଦିବସ ପାଳିତ ହୋଇଥିଲା। ଗଞ୍ଜାମ ଆରକ୍ଷୀ ଅଧୀକ୍ଷକ ଶୁଭେନ୍ଦୁ କୁମାର ପାତ୍ର ଉକ୍ତ କାର୍ଯ୍ୟକ୍ରମରେ ଅତିଥି ଭାବେ ଯୋଗଦେଇ ଜିଲାର ୨୫ ଗୃହରକ୍ଷୀଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଏଥିରେ ଭଞ୍ଜନଗରର ଉକ୍ତ ଦୁଇଜଣ ଅଛନ୍ତି। ଏହି ସଫଳତାର ଶ୍ରେୟ ସେମାନେ ଥାନା ଅଧିକାରୀ ଜୀବନାନନ୍ଦ ଜେନାଙ୍କୁ ଦେଇଛନ୍ତି।

Dharitri – Odisha’s No.1 Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri