ଅବକାରୀ ଚଢାଉ, ୫ ଗିରଫ

ବଇଣ୍ଡା,୬।୯(ଡି.ଏନ.ଏ.): ଆଠମଲ୍ଲିକ ଅବକାରୀ ବିଭାଗ ପକ୍ଷରୁ ଠାକୁରଗଡ଼ ଓ ଆଠମଲ୍ଲିକ ଥାନା ଅଞ୍ଚଳର ବିଭିନ୍ନ ଗ୍ରାମରେ ଚଢାଉ କରି ୫୨ ଲିଟର ଦେଶୀ ମହୁଲି ମଦ ଜବତ କରିଛି। ଏହି ଘଟଣାରେ ୫ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଠାକୁରଗଡ଼ ଥାନା ଖଇରା ସାହି ଗ୍ରାମର ନିରାକାର ନାହାକ, ଆଠମଲ୍ଲିକ ଥାନା ଢେଲନାଳୀ ଗ୍ରାମର ବେଲାରସେନ ପ୍ରଧାନ, କୁଟେଶ୍ୱର ଗ୍ରାମର ପବିତ୍ର ବେହେରା, ବାଘୁଆକଟା ଗ୍ରାମର ବିଶ୍ୱାମିତ୍ର ନାୟକ, ଡିପିପଦର ଗ୍ରାମର ମୁରାରୀ ସାହୁ। ସେମାନେ ଚୋରାରେ ମଦ ବିକ୍ରି କରୁଥିବା ଖବରପାଇ ଆଠମଲ୍ଲିକ ଅବକାରୀ ବିଭାଗର ଉପନୀରିକ୍ଷକ ପ୍ରଫୁଲ୍ଲ କୁମାର ପତି, ସହକାରୀ ଉପନୀରିକ୍ଷକ ରମାକାନ୍ତ ଚାନ୍ଦ, ହରିହର ପରିଡା, ମନୋଜ ବେହେରା ଚଢାଉ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାକଡରୁ ଉଦ୍ଧାର ହେଲା ନବଜାତ ଶିଶୁକନ୍ୟା

ଭୁବନେଶ୍ୱର,୩।୫: ବଲାଙ୍ଗିର ଜିଲା ଖର୍ଲିକାନୀ ଗାଁର ରାସ୍ତାକଡରୁ ଉଦ୍ଧାର ହେଲା ନବଜାତ ଶିଶୁକନ୍ୟା। ଶୁକ୍ରବାର ସକାଳେ ଖର୍ଲିକାନ ଗାଁର ରାସ୍ତା କଡରେ ଛୁଆ କାନ୍ଦିବାର ଶୁଣାଯାଇଥିଲା।...

ଶେଷ ଦୁଇ ପର୍ଯ୍ୟାୟ ପାଇଁ ପ୍ରକାଶ ପାଇଲା ବିଜେଡିର ୪୦ ଜଣିଆ ଷ୍ଟାର କ୍ୟାମ୍ପେନର ତାଲିକା

ଭୁବନେଶ୍ୱରଳ,୩।୫: ଆସନ୍ତା ସାଧାରଣ ନିର୍ବାଚନର ଶେଷ ଦୁଇ ପର୍ଯ୍ୟାୟ ପାଇଁ ଶୁକ୍ରବାର ବିଜେଡି ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି । ଏଥିରେ ଦଳର ସଭାପତି...

ସ୍ବାମୀଙ୍କ ପାଇଁ ପ୍ରଚାର କଲେ ସ୍ତ୍ରୀ

ଭୁବନେଶ୍ୱର,୩।୫: ଅଭିନେତା ଆକାଶ ଦାସ ନାୟକଙ୍କ ପ୍ରଚାର ପାଇଁ ମଇଦାନକୁ ଓହ୍ଲାଲେ ସ୍ତ୍ରୀ। ଭାଜପା ବିଧାୟକ ପ୍ରାର୍ଥୀ ଆକାଶଙ୍କ ପାଇଁ ଘରକୁ ଘର ବୁଲି ଭୋଟ...

ଗ୍ରୀଷ୍ମ ପ୍ରବାହକୁ ଖାତିର ନାହିଁ: ମାରାଥନ ପ୍ରଚାରରେ ପ୍ରାର୍ଥୀ

କେସିଙ୍ଗା,୩।୫(ତୁମେଶ୍ୱର ସାହୁ): ମେ’ ୧୩ରେ ଓଡ଼ିଶରେ ପ୍ରଥମ ପର୍ଯ୍ୟାୟ ଭୋଟ। ନିଜ ନିଜ ପସନ୍ଦର ପ୍ରାର୍ଥୀଙ୍କୁ ଭୋଟ ଦେବେ କଳାହାଣ୍ଡି ଲୋକସଭା ଏବଂ ବିଧାନସଭା ନିର୍ବାଚନ...

୨୪ ଘଣ୍ଟାର ବ୍ରେକ୍‌ ପରେ ରାଜଧାନୀରେ ୪୦ ଡେଇଁଲା ତାତି

ଭୁବନେଶ୍ୱର,୩।୫: ୨୪ ଘଣ୍ଟାର ବ୍ରେକ୍‌ ପରେ ରାଜଧାନୀ ଭୁବନେଶ୍ୱରରେ ତାତି ୪୦ ଡିଗ୍ରୀ ଡେଇଁଛି। ଆଜି ଦିନ ସାଢେ ୨ଟା ସୁଦ୍ଧା ଭୁବନେଶ୍ୱରରେ ୪୧.୬ ଡିଗ୍ରୀ...

ଓଡିଶା ଆସୁଛନ୍ତି ମୋଦି, ୫ରେ ୩ବଡ଼ ନେତାଙ୍କ ହାଇଭୋଲଟେଜ ପ୍ରଚାର

ଭୁବନେଶ୍ୱରଳ,୩।୫: ନିର୍ବାଚନ ପାଇଁ ରାଜ୍ୟ ରାଜନୀତି ସରଗରମ ଥିବାବେଳେ ଜୋରଦାର ପ୍ରଚାର ପାଇଁ ଲାଗି ପଡିଛନ୍ତି ୩ ଦଳ। ଅନ୍ୟପଟେ ଦଳର ହେଭିଓ୍ବେଟ ନେତା ବ୍ୟାକ୍‌...

ଶେଷ ଦିନରେ ନାମାଙ୍କନ ଭରିଲେ ସୂର୍ଯ୍ୟମଣି

ଛତ୍ରପୁର,୩।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶୁକ୍ରବାର ଶେଷ ଦିନରେ ଖଲିକୋଟ ବିଧାନସଭା ଆସନ ପାଇଁ ବିଜୁ ଜନତା...

କଂଗ୍ରେସ ଶାସନକୁ ଆସିଲେ ଚାଷୀଙ୍କ ଋଣଛାଡ଼, ମହିଳାଙ୍କୁ ମାସିକ ମିଳିବ ୮,୫୦୦ ଟଙ୍କା: ଓଡ଼ିଶାରେ ରାହୁଲଙ୍କ ୫ ଗ୍ୟାରେଣ୍ଟି

ଭୁବନେଶ୍ୱର,୩।୫: ଶୁକ୍ରବାର ରାୟଗଡ଼ା ସମାବେଶକୁ ଭର୍ଚୁଆଲ ମୋଡରେ ସମ୍ବୋଧନ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଜନସଭାରେ ଓଡ଼ିଶାବାସୀଙ୍କୁ ୫ ଗ୍ୟାରେଣ୍ଟି କଥା କହିଛନ୍ତି। କଂଗ୍ରେସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri