ଦୁଷ୍କର୍ମ ମାମଲାରେ ଫେରାର୍ ଅଭିଯୁକ୍ତଙ୍କ ଆତ୍ମସମର୍ପଣ, ଅଙ୍ଗନବାଡି କର୍ମୀଙ୍କୁ….

ପାରଳାଖେମୁଣ୍ଡି,୨୮ା୧(ଗିରିଧାରୀ ପରିଛା) :ଗଜପତି ଜିଲା ଗୋଷାଣି ବ୍ଲକର ମଧୁସୁଦନପୁର ପଞ୍ଚାୟତର ସମିତି ସଭ୍ଯ ଆର. ବାସୁଦେବ ରାଓ ଜିଲା ନ୍ଯାୟାଳୟରେ ମଙ୍ଗଳବାର ଆତ୍ମସମର୍ପଣ କରିଛନ୍ତି । ଏନେଇ ତାଙ୍କ ଓକିଲ ଡି. ଭେଙ୍କଟରାଓ ପ୍ରକାଶ…

ରାୟଗଡ଼ାରେ ବନ୍ଦ ପ୍ରଭାବ ଶୂନ: ନେତାଙ୍କ ଦେଖା ମିଳିଲାନି, ଖୋଲା ରହିଲା…

ରାୟଗଡା,୨୮।୧(ଆଶିଷ ରଞ୍ଜନ ପଣ୍ଡା)- ନବ ନିର୍ମାଣ କୃଷକ ସଂଗଠନ ଦ୍ବାରା ଡକାଯାଇଥିବା ଓଡିଶା ବନ୍ଦ ଡାକରା ରାୟଗଡା ଜିଲାରେ  ପ୍ରଭାବହୀନ ହୋଇଥିବା ଦେଖିବାକୁ ମିଳିଛି । ରାୟଗଡା ଜିଲାରେ ନବ ନିର୍ମାଣ କୃଷକ ସଂଗଠନର…

ଅରିଜିତଙ୍କ ଅବସର ପରେ ଏମିତି କହିଲେ ଶ୍ରେୟା ଘୋଷାଲ, ସବୁଠି ଚର୍ଚ୍ଚା

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର ଲୋକପ୍ରିୟ କଣ୍ଠଶିଳ୍ପୀ ଅରିଜିତ ସିଂହ ପ୍ଲେବ୍ୟାକ୍ ସିଙ୍ଗିଙ୍ଗରୁ ଅବସର ଘୋଷଣା କରିଛନ୍ତି। ଏହି ଶୁଣିବା ପରେ ତାଙ୍କ ପ୍ରଶଂସକ ଓ ସହକର୍ମୀମାନେ ସ୍ତବ୍ଧ ହୋଇଯାଇଛନ୍ତି। ତେବେ ଏହି ନିଷ୍ପତ୍ତିକୁ…

ରାୟଗଡା ସହରରେ ଜଣ୍ଡିସ ଆଶଙ୍କା, ସ୍ୱାସ୍ଥ୍ୟ ବିଭାଗର ତନାଘନା

ରାୟଗଡା,୨୮ା୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ସହର ଇନ୍ଦିରା ନଗର ଷଷ୍ଠ ଲେନ, କସ୍ତୁରୀ ନଗର ପ୍ରମଥ ଲେନ ଏବଂ କତୁରୁ ବସ୍ତିରେ ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଚଳିତ ମାସରେ ୧୦ ରୁ…

ଅରିଜିତଙ୍କୁ ନେଇ ବଡ଼ ଖବର! ରାଜନୈତିକ ଦଳ କରିବାକୁ ଅବସର…ପଶ୍ଚିମବଙ୍ଗ ନିର୍ବାଚନ ପୂର୍ବରୁ… 

ମୁମ୍ବାଇ: ଆଜିକାଲି ଅଭିନୟ ଜୀବନ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ଖ୍ୟାତନାମା ଗାୟକ ଅରିଜିତ ସିଂ। ଦିନକ ପୂର୍ବେ ସେ ହଠାତ ପ୍ଲେବ୍ୟାକ୍‌ ସିଂଙ୍ଗିରୁ ଅବସର ନେଇ ଘୋଷଣା…

ସରକାରୀ ଜମି ଜବରଦଖଲକୁ ନେଇ ଉତ୍ତେଜନା, ଦିଗପହଣ୍ଡି ଥାନାରେ ହୋହଲ୍ଲା  

ଦିଗପହଣ୍ଡି,୨୮ା୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗ୍ରାମର ଏକାଧିକ ଏକର ସରକାରୀ ଜମି ଜବରଦଖଲକୁ କେନ୍ଦ୍ରକରି ଗତ ଦୁଇଦିନ ହେଲା ଗାଁରେ ଚାପା ଉତ୍ତେଜନା ଲାଗି ରହିଛି । ବ୍ରହ୍ମପୁର…

ବିଏମ୍‌ସିର ଚେତାବନୀ, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ…

ଭୁବନେଶ୍ୱର,୨୮ା୧: ଗୁଟ୍‌ଖାକୁ ନେଇ ପ୍ରଶାସନର ବଡ଼ ନିଷ୍ପତ୍ତି । ଜୋରଦାର ହେବ ଗୁଟ୍‌ଖା ଏନଫୋର୍ସମେଣ୍ଟ ଡ୍ରାଇଭ୍‌ । ଭେଣ୍ଡିଂ ଜୋନ୍, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ ଆକ୍ସନ । ଯେଉଁମାନେ ବିକ୍ରି କରିବେ ସେମାନଙ୍କର ଲାଇସେନ୍ସ ବାତିଲ କରିବା ନେଇ ବିଏମସି…

ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗ ରହୁ, ସରକାରଙ୍କୁ OHRCଙ୍କ ସୁପାରିସ୍‌

ଭୁବନେଶ୍ୱର,୨୮ା୧: ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗୀଙ୍କ ବିକଳ୍ପ ରଖିବା ପାଇଁ ରାଜ୍ୟ ସରକାରଙ୍କୁ ସୁପାରିସ କଲେ OHRC(ଓଡ଼ିଶା ମାନବ ଅଧିକାର ଆୟୋଗ) । ତୃତୀୟ ଲିଙ୍ଗ ବା ଟ୍ରାନ୍ସଜେଣ୍ଡରଙ୍କୁ ସମାନ ସୁଯୋଗ ପାଇଁ OHRCଙ୍କ ସୁପାରିସ୍‌ । ଜଣେ ତୃତୀୟ ଲିଙ୍ଗୀଙ୍କ…

ଅନ୍‌ଲାଇନରେ ବୁକ୍ କରିହେବ ପୂର୍ତ୍ତ ବିଭାଗର ଡାକବଙ୍ଗଳା; ଲଞ୍ଚ୍ ହେଲା ପୋର୍ଟାଲ

ଭୁବନେଶ୍ୱର,୨୮ା୧: ପର୍ଯ୍ୟଟକ ଏବଂ ସରକାରୀ ଅଧିକାରୀଙ୍କ ସୁବିଧା ପାଇଁ ରାଜ୍ୟ ସରକାର ବିଭିନ୍ନ ପର୍ଯ୍ୟଟନ ସ୍ଥାନରେ ଡାକବଙ୍ଗଳା ନିର୍ମାଣ କରିଛନ୍ତି। ଏଣିକି ପୂର୍ତ୍ତ ବିଭାଗର ଡାକବଙ୍ଗଳା ବା ଇନ୍ସପେକସନ ବଙ୍ଗଳା (IB) ଗୁଡ଼ିକର ବୁକିଂ ପ୍ରକ୍ରିୟାକୁ ସମ୍ପୂର୍ଣ୍ଣ ଡିଜିଟାଲ୍ କରାଯାଇଛି। ବୁଧବାର…

ଶେଷ କଲ୍‌, ଶେଷ ଉଡ଼ାଣ… ଅଜିତ ପାଓ୍ବାରଙ୍କ ପରିଚାରିକା ପିଙ୍କି ମାଲିଙ୍କ କାହାଣୀ ସମସ୍ତଙ୍କ ଆଖିରେ ଆଣିବ ଲୁହ

ମୁମ୍ବାଇ,୨୮ା୧: ବାରାମତି ବିମାନ ଦୁର୍ଘଟଣାରେ ବୁଧବାର ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ଦେହାନ୍ତ ହୋଇଛି। ଏହି ଦୁର୍ଘଟଣାରେ ଅଜିତ ପାଓ୍ବାରଙ୍କ ସମେତ ଆଉ ୫ ଜଣଙ୍କର ମଧ୍ୟ ମୃତ୍ୟୁ ହୋଇଛି। ଯେଉଁଥିରେ ଅଜିତଙ୍କ ବିମାନ  ପରିଚାରିକା ପିଙ୍କି ମାଲି ମଧ୍ୟ ସାମିଲ…

ରାଉରକେଲାକୁ ୮୮୮୪ କୋଟିର ଭେଟି, ବମ୍ପର ନିଯୁକ୍ତି ସୃଷ୍ଟି ହେବ କହିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୨୮।୧: ରାଉରକେଲାରେ ଏଣ୍ଟରପ୍ରାଇଜ ଓଡ଼ିଶାର ରଜତ ଜୟନ୍ତୀ ସଂସ୍କରଣ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଉରକେଲା ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଆଜି ବଡ଼ ଘୋଷଣା କରିଛନ୍ତି । ସେ ୮୮୮୪ କୋଟିର ୨୦ଟି ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ…

କିଏ ସେହି ମହିଳା ପାଇଲଟ ? ଯିଏ ଚଲାଉଥିଲେ ଅଜିତଙ୍କ ବିମାନ

ପୁଣେ,୨୮।୧: ଏକ ଦୁଖଦଃ ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ମୃତ୍ୟୁ ଘଟିଛି। ମୃତକ ୫ ଜଣଙ୍କ ମଧ୍ୟରେ ବିମାନର କୋ-ପାଇଲଟ୍ ଶମ୍ଭାବୀ ପାଠକ ମଧ୍ୟ ରହିଛନ୍ତି। ସକାଳ ପ୍ରାୟ ୮:୧୦ ସମୟରେ ମୁମ୍ବାଇରୁ ବାରାମତୀ ଅଭିମୁଖେ ଯାଉଥିବା ବେଳେ…

ଏମିତି ଭୟଙ୍କର ଥିଲା ବିମାନ ଦୁର୍ଘଟଣାସ୍ଥଳ: ଅଜିତ ପାଓ୍ବାରଙ୍କୁ ଚିହ୍ନିବାରେ ସାହାଯ୍ୟ କଲା ତାଙ୍କ…

ମୁମ୍ବାଇ,୨୮ା୧: ବୁଧବାର ଏକ ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ମୃତ୍ୟୁ ଘଟିଛି। ବିମାନରେ ଥିବା ସମସ୍ତ ୬ ଜଣ ଯାତ୍ରୀଙ୍କର ମଧ୍ୟ ମୃତ୍ୟୁ ଘଟିଛି। ସୂଚନାରୁ ଜଣାପଡ଼ିଛି ଯେ, ଅଜିତ ପାଓ୍ବାରଙ୍କ ମୃତଦେହ ତାଙ୍କ ଘଣ୍ଟା ଦ୍ୱାରା ଚିହ୍ନଟ…

ଏଥର ବଜେଟରେ କ’ଣ ଶସ୍ତା, କ’ଣ ମହଙ୍ଗା ହୋଇପାରେ, ଦେଖନ୍ତୁ ପୂରା ଲିଷ୍ଟ…

ନୂଆଦିଲ୍ଲୀ,୨୮।୧: କେନ୍ଦ୍ରୀୟ ବଜେଟ ପାଖେଇ ଆସୁଥିବାରୁ, କରଦାତାଙ୍କଠାରୁ ଆରମ୍ଭ କରି ଭାରତର ଅର୍ଥନୀତିର ବିଭିନ୍ନ କ୍ଷେତ୍ର ପର୍ଯ୍ୟନ୍ତ ସମସ୍ତଙ୍କ ପାଇଁ ଆଶା ଅଧିକ ରହିଛି। କରଦାତା, ବିଶେଷକରି ମଧ୍ୟବିତ୍ତ ବର୍ଗ, ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ଆଶା କରୁଛନ୍ତି। ମୁଦ୍ରାସ୍ଫୀତି ଯୋଗୁ ବଢ଼ୁଥିବା ଦୈନିକ…

ଆଉ ଚାରା ନାହିଁ

ଓଡ଼ିଆରେ କଥା ଅଛି ‘ଆଉ ଚାରା ନାହିଁ’। ଅର୍ଥାତ୍‌ ଆଉ କିଛି ଉପାୟ ନ ଥିଲେ ବାଧ୍ୟ ହେବା ସ୍ଥିତିକୁ ଲକ୍ଷ୍ୟ କରାଯାଇ ଏଭଳି କୁହାଯାଇଥାଏ। ଗୋଟିଏ ସପ୍ତାହରେ ଦୁଇଟି ଘଟଣା ସାମ୍ନାକୁ ଆସିଛି। ପ୍ରଥମଟି ହେଲା କୋରାପୁଟ ଜିଲାପାଳ ୭୭ତମ…

ଆଜି ୮ ଘଣ୍ଟିଆ ଓଡ଼ିଶା ବନ୍ଦ, ୩୦ ଜିଲାରେ ବନ୍ଦ ରହିବ…

ଭୁବନେଶ୍ୱର,୨୮ା୧(ସୁନିତ୍‌ ମିଶ୍ର): ରାଜ୍ୟରେ ଧାନମଣ୍ଡି ଖୋଲିବା ଏବଂ ଧାନ ବିକ୍ରିରେ ଅବ୍ୟବସ୍ଥା କାରଣରୁ ଚାଷୀମାନେ ବହୁ ହଇରାଣ ହେଉଛନ୍ତି। ପ୍ରଦୂଷଣ ସାର୍ଟିଫିକେଟ ନାଁରେ ସାଧାରଣ ଲୋକମାନଙ୍କଠାରୁ ସରକାର ଅନେକ ହଜାର ଟଙ୍କାର ଫାଇନ ଆଦାୟ କରୁଛନ୍ତି। ଟାଟା ପାଓ୍ବାର ସ୍ମାର୍ଟ ମିଟର…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୭ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୯ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୬ ଜାନୁଆରୀ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୫ ଜନୁଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri