ଭାରତ ପାଖରେ ମାତ୍ର ୯ ଦିନର ତେଲ ରିଜର୍ଭ ଅଛି, ମୋଦି ଖୋଲାଖୋଲି କୁହନ୍ତୁ ଯୁଦ୍ଧ ଭୁଲ୍‌; ବର୍ଷିଲେ ଓଓ୍ବାଇସି…

ହାଇଦ୍ରାବାଦ,୨୦।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ଏବଂ ଏହାର ପ୍ରଭାବକୁ ନେଇ AIMIM ମୁଖ୍ୟ ଅସଦୁଦ୍ଦିନ ଓୱାଇସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତୀବ୍ର ସମାଲୋଚନା କରିଛନ୍ତି। ଶୁକ୍ରବାର ହାଇଦ୍ରାବାଦରେ ଏକ ଜନସଭାକୁ ସମ୍ବୋଧିତ…

ଖୋଲିଲା ତାରାତାରିଣୀ ମନ୍ଦିରର ଦାନହୁଣ୍ଡି: ମିଳିଲା ସୁନା,ରୁପା ଅଳଙ୍କାର ସହ ୭ ଲକ୍ଷ ୮୦ ହଜାର ଟଙ୍କା

ପୁରୁଷୋତ୍ତମପୁର,୨୦ା୩ (ସବିତା ମିଶ୍ର):ଗଞ୍ଜାମ ଜିଲାର ଇଷ୍ଟ ଦେବୀ ମା’ ତାରାତାରିଣୀ ମନ୍ଦିର ଦାନ ହୁଣ୍ଡି ଶୁକ୍ରବାର ଖୋଲାଯାଇ ଗଣତି ହୋଇଛି। ହୁଣ୍ଡିରୁ ସୁନା,ରୁପା ଅଳଙ୍କାର ସହ ୭ ଲକ୍ଷ ୮୦ ହଜାର ଟଙ୍କା ମିଳିଛି।…

ଥୁଆମୂଳରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳରାମପୁର, ୨୦ା୩ (ଦୁର୍ଗା ଦୁର୍ଗା): କଳାହାଣ୍ଡି ଜିଲା  ଥୁଆମୂଳରାମପୁର ବ୍ଲକ ଅଞ୍ଚଳରେ ଗତ ମଙ୍ଗଳବାରଠାରୁ ଜାରି ରହିଥିବା ପ୍ରଳୟଙ୍କରୀ କାଳବୈଶାଖୀ ଜନଜୀବନକୁ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ କରିଦେଇଛି। ତୁହାକୁ ତୁହା ପବନ ସାଙ୍ଗକୁ କୁଆପଥର ମାଡ…

ଜମିପଟ୍ଟା ପ୍ରଦାନ ଦାବିରେ ତହସିଲ କାର୍ଯ୍ୟାଳୟ ଘେରାଉ: ବିକ୍ଷୋଭ

ମୋହନା,୨୦ା୩(ମନ୍ମଥ ମିଶ୍ର): ବିଭିନ୍ନ ଦାବି ନେଇ ଶୁକ୍ରବାର ଅଲ ଇଣ୍ଡିଆ ମୂଳ ନିବାସୀ ସଂଘ ପକ୍ଷରୁ ମୋହନାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ହାଇସ୍କୁଲ ଛକରୁ ମୁଖ୍ୟ ବଜାର ଦେଇ ଏକ ଶୋଭାଯାତ୍ରା ସହର ପରିକ୍ରମା…

ଆଇପିଏଲ୍‌ ୨୦୨୬: ଚାମିରା, ନିସାଙ୍କା, କାମିନ୍ଦୁ ମେଣ୍ଡିସଙ୍କୁ ମିଳିଲା ଏନ୍‌ଓସି

କଲମ୍ବୋ, ୨୦ା୩: ଆଇପିଏଲ୍‌-୨୦୨୬ରେ ଅଂଶଗ୍ରହଣ କରିବା ପାଇଁ ଶ୍ରୀଲଙ୍କା କ୍ରିକେଟ(ଏସ୍‌ଏଲ୍‌ସି) ଶୁକ୍ରବାର ଦୁଷ୍ମନ୍ତ ଚାମିରା, ପାଥୁମ ନିସାଙ୍କା ଓ କାମିନ୍ଦୁ ମେଣ୍ଡିସଙ୍କୁ ନୋ ଅବ୍‌ଜେକ୍ସନ ସାର୍ଟିଫିକେଟ (ଏନ୍‌ଓସି) ପ୍ରଦାନ କରିଛି। ଏହି ୩ଜଣ ସଫଳତାର…

ଠାକୁର ମଦନ ମୋହନଙ୍କ ଜାଗା ଜବର ଦଖଲ: ଦୁଇବର୍ଷ ପରେ ଆସିଲା ରାୟ

ଗଞ୍ଜାମ,୨୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ବ୍ରାହ୍ମଣ ଢମଣା ସାହିରେ ପୂୂଜା ପାଉଥିବା ଶ୍ରୀମଦନ ମୋହନଙ୍କ ବଡ଼ବଜାରଠାରେ ଥିବା ଜାଗାକୁ ଦୀର୍ଘବର୍ଷ ହେଲା ଏକ ପରିବାର ଜବରଦଖଲ କରି ରଖିଥିଲେ। ଏ ନେଇ ଅଭିଯୋଗ ପରେ…

ଇତିହାସ ଦୋହରାଇବେ ଟ୍ରମ୍ପ? ଇରାନକୁ ସମୁଦ୍ର ପଥରେ ଘେରିବେ ୮୦୦୦ ସୈନ୍ୟ, ଏଥର ମୁହାଁମୁହିଁ ଯୁଦ୍ଧ…

ୱାଶିଂଟନ,୨୦।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ରଣନୀତି ଏବେ ସମଗ୍ର ବିଶ୍ୱକୁ ଚକିତ କରିଦେଇଛି। ଗୋଟିଏ ପଟେ ପ୍ରେସ କନଫରେନ୍ସରେ ସେ ସୈନ୍ୟ ପଠାଇବାକୁ ମନା କରୁଥିବା ବେଳେ, ଅନ୍ୟପଟେ ଇରାନ ଅଭିମୁଖେ ଆମେରିକାର ସବୁଠାରୁ ବଡ଼ ସାମରିକ ଅଭିଯାନ ଆରମ୍ଭ…

ଏକା ପଡ଼ିଲେ ଟ୍ରମ୍ପ: ହର୍ମୁଜ ଉପରେ କବ୍‌ଜା ପାଇଁ ହୁଙ୍କାର, NATOକୁ କହିଲେ- ସାହାର୍ଯ୍ୟ କର ନଚେତ…

ୱାଶିଂଟନ,୨୦।୩: ଇରାନ ସହ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ନାଟୋ (NATO) ଦେଶଗୁଡ଼ିକ ଉପରେ ପ୍ରବଳ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ନିଜ ସୋସିଆଲ ମିଡିଆ ପ୍ଲାଟଫର୍ମ ’ଟ୍ରୁଥ ସୋସିଆଲ’ରେ ଏକ ପୋଷ୍ଟ କରି…

ମୋଦି ସରକାରଙ୍କ ‘ମାଷ୍ଟରପ୍ଲାନ୍‌’! ବିନା ଡିଲ୍‌, ବିନା ଟୋଲ୍‌ରେ ହର୍ମୁଜରୁ ବାହାରିଲା ଭାରତୀୟ ଜାହାଜ; ସାରା ବିଶ୍ୱ ଚକିତ

ନୂଆଦିଲ୍ଲୀ,୨୦।୩: ଇରାନ ଏବଂ ଆମେରିକା ମଧ୍ୟରେ ଜାରି ରହିଥିବା ଉତ୍ତେଜନା ମଧ୍ୟରେ ବିଶ୍ୱର ସବୁଠାରୁ ବ୍ୟସ୍ତବହୁଳ ସାମୁଦ୍ରିକ ମାର୍ଗ ‘ହର୍ମୁଜ ପ୍ରଣାଳୀ’ (Strait of Hormuz) ଏବେ ଚର୍ଚ୍ଚାରେ ଅଛି। ଏହା ମଧ୍ୟ ଦେଇ ଚାଇନା, ମାଲେସିଆ ଏବଂ ପାକିସ୍ତାନ ଭଳି…

ଯୁଦ୍ଧ ଭିତରେ ଭାରତରେ ପ୍ରଥମ ଥର ବଢିଲା ପେଟ୍ରୋଲ ରେଟ୍‌, ଲିଟର ପ୍ରତି ଦେବାକୁ ପଡିବ…

ନୂଆଦିଲ୍ଲୀ,୨୦।୩: ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ ଲିମିଟେଡ (HPCL) ଏହାର ପ୍ରିମିୟମ ପେଟ୍ରୋଲର ମୂଲ୍ୟ ପ୍ରତି ଲିଟର 2ଟଙ୍କା ବୃଦ୍ଧି କରିଛି। ନୂତନ ଦର ଶୁକ୍ରବାର ଠାରୁ କାର୍ଯ୍ୟକାରୀ ହୋଇଛି। ଏହି ପଦକ୍ଷେପ ଏପରି ସମୟରେ ଆସିଛି ଯେତେବେଳେ ମଧ୍ୟପ୍ରାଚ୍ୟରେ ଚାଲିଥିବା ଭୂରାଜନୈତିକ…

ଯୁଦ୍ଧ ମଧ୍ୟରେ ଆଡଭାଇଜରି ଜାରି କଲା DGCA: ଏହି ୯ଟି ଦେଶର ଆକାଶମାର୍ଗରେ ଯାତ୍ରା ନ କରିବାକୁ ପରାମର୍ଶ

ନୂଆଦିଲ୍ଲୀ,୨୦ା୩: ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (DGCA) ଯୁଦ୍ଧଗ୍ରସ୍ତ ଉପସାଗରୀୟ ଅଞ୍ଚଳରେ ୯ଟି ଦେଶର ଆକାଶମାର୍ଗକୁ ଏଡ଼ାଇବା ପାଇଁ ପରାମର୍ଶ ଦେଇଛି। ଏହି ଅଞ୍ଚଳରେ ଚାଲିଥିବା ସଂଘର୍ଷ ପରେ ବୃଦ୍ଧି ପାଇଥିବା ବିପଦକୁ ଦୃଷ୍ଟିରେ ରଖି ହଠାତ୍‌ ଏପରି ଯୋଜନା ପ୍ରସ୍ତୁତ…

୬ବର୍ଷ ପରେ ଭାରତ-ଚାଇନା ସୀମାରେ ବଡ଼ ହଲଚଲ, ହେବ କି ଯୁଦ୍ଧ?

ନୂଆଦିଲ୍‌ଲୀ,୨୦।୩: ଭାରତ ଏବଂ ଚାଇନା ମଧ୍ୟରେ ବାଣିଜ୍ୟ ସମ୍ପର୍କିତ ଏକ ନୂତନ ସୂଚନା ସାମ୍ନାକୁ ଆସିଛି। ଉଭୟ ଦେଶ ଉତ୍ତରାଖଣ୍ଡର ଲିପୁଲେଖ ସୀମାକୁ ପୁନର୍ୱାର ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି, ଯାହା ଗତ ଛଅ ବର୍ଷ ଧରି ବନ୍ଦ ରହିଛି। କୋଭିଡ-୧୯ ମହାମାରୀ…

ଯୁଦ୍ଧରେ ଫସିଗଲା ଆମେରିକା: ନିର୍ଣ୍ଣାୟକ ମୋଡ଼ରେ ପହଞ୍ଚିଲା ସଂଘର୍ଷ

ଓ୍ବାଶିଂଟନ୍‌,୨୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ସଂଘର୍ଷ ଏକ ନୂତନ ମୋଡ଼ରେ ପହଞ୍ଚିବା ପରି ମନେ ହେଉଛି। ପ୍ରାୟ ୨୦ ଦିନ ଧରି ଚାଲିଥିବା ଏହି ଯୁଦ୍ଧରେ ଆମେରିକାର ବହୁ ସାମରିକ କ୍ଷତି ହୋଇଛି। ରିପୋର୍ଟ ଅନୁଯାୟୀ, ଏପର୍ଯ୍ୟନ୍ତ…

ଏମିତି ନିଷ୍ପତ୍ତି ନେବାକୁ ଯାଉଛନ୍ତି ଟ୍ରମ୍ପ: ଭାରତକୁ ହେବ ବଡ଼ ଫାଇଦା

ଓ୍ବାଶିଂଟନ୍‌,୨୦।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକା ଏବେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇପାରେ। ରିପୋର୍ଟ ଅନୁଯାୟୀ ଆମେରିକା ବର୍ତ୍ତମାନ ସମୁଦ୍ରରେ ଜାହାଜରେ ଫସି ରହିଥିବା ଇରାନ ତେଲ ଉପରୁ କଟକଣା ଉଠାଇପାରେ। ଏହି ପଦକ୍ଷେପ ପଛରେ ଉଦ୍ଦେଶ୍ୟ ହେଉଛି…

ଟ୍ରମ୍ପଙ୍କୁ ନେଇ ବଡ଼ ଖୁଲାସା କଲେ ନେତାନ୍ୟାହୁ: ଚାହିଁ ରହିଗଲା ବିଶ୍ୱ, ଆଗକୁ ହେବ…

ଜେରୁଜେଲମ,୨୦।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଶୁକ୍ରବାର ଆମେରିକାକୁ ଇରାନ ସହିତ ଯୁଦ୍ଧକୁ ଟାଣି ନେଇଥିବା ଦାବିକୁ ଖାରଜ କରିଦେଇଛନ୍ତି। ସେ ଏହି ରିପୋର୍ଟଗୁଡ଼ିକୁ ‘ମିଥ୍ୟା ଖବର’ ବୋଲି କହିଛନ୍ତି। ଏକ ସାମ୍ବାଦିକ ସମ୍ମିଳନୀରେ ଭାଷଣ ଦେଇ ସେ କହିଛନ୍ତି, ୨୦…

ADR ରିପୋର୍ଟ, ୭୩ ରାଜ୍ୟ ସଭା ସଦସ୍ୟଙ୍କ ନାମରେ ଆପରାଧିକ ମାମଲା

ନୂଆଦିଲ୍ଲୀ,୨୦।୩(ପି.ଟି.): ରାଜ୍ୟ ସଭାର ମୋଟ ସଦସ୍ୟ ସଂଖ୍ୟାର ପ୍ରାୟ ୩୨ ପ୍ରତିଶତଙ୍କ ନାମରେ ଆପରାଧିକ ମାମଲା ରହିଥିଲାବେଳେ ୧୪ ପ୍ରତିଶତ ଅରବପତି ବୋଲି ଆସୋସିଏଶନ୍‌ ଫର୍‌ ଡେମୋକ୍ରାଟିକ୍‌ ରିଫର୍ମସ (ଏଡିଆର୍‌) ରିପୋର୍ଟରୁ ଜଣାପଡ଼ିଛି । ରାଜ୍ୟ ସଭାର ୨୩୩ ସଦସ୍ୟଙ୍କ ମଧ୍ୟରୁ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୦ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୭ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୭ ମାର୍ଚ୍ଚ, ୨୦୨୬ )

View
Odisha: Today’s pics March 16, 2026

View
ଓଡ଼ିଶା: ଆଜିର ଫଟୋ (୧୫ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୩ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୨ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri