Posted inଜାତୀୟ

୮୦ ବର୍ଷର ଆଇନ ଲଢ଼େଇ ପରେ ତିରୁପତି ଦେବସ୍ଥାନମ୍‌ ଟ୍ରଷ୍ଟକୁ ମିଳିଲା ୧୮୮ ଏକର ଜମି

ତିରୁପତି,୭।୯: ଆନ୍ଧ୍ରପ୍ରଦେଶରେ ଥିବା ତିରୁପତି ତିରୁମାଲା ଦେବସ୍ଥାନମ୍‌ ଟ୍ରଷ୍ଟ୍‌କୁ ୮୦ ବର୍ଷ ଆଇନ ଲଢ଼େଇ ପରେ ସଫଳତା ମିଳିଛି। ଟ୍ରଷ୍ଟକୁ ୧୮୮ ଏକର ଏବଂ ୩୨ ସେଣ୍ଟ୍‌ ଜମିର ମାଲିକାନା ମିଳିଛି। ଏହି ଜମିର ଦାମ୍‌ ହଜାରେ କୋଟି ଟଙ୍କା ହେବ ବୋଲି ଆକଳନ କରାଯାଇଛି। ୧୯୪୦ରେ ଏନେଇ ତଲ୍ଲପକା ଅନାମଚାର୍ଯ୍ୟଙ୍କ ବଂଶଧରଙ୍କ ପକ୍ଷରୁ ଚିନ୍ତାନାଚେନୁ ଅଞ୍ଚଳରେ ଥିବା ଏହି ଜମି ଲାଗି ଅଭିଯୋଗ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ବାସ୍ତୁ ଅନୁଯାୟୀ ସଠିକ ଭାବରେ ନିର୍ମାଣ ହୋଇନାହିଁ’, ରାମ ମନ୍ଦିରକୁ ନେଇ ବିବାଦୀୟ ବୟାନ ଦେଲେ ରାମଗୋପାଳ ଯାଦବ

ଲକ୍ଷ୍ନୌ,୭।୫: ବରିଷ୍ଠ ସମାଜବାଦୀ ପାର୍ଟି ନେତା ରାମ ଗୋପାଳ ଯାଦବ ରାମ ମନ୍ଦିର ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ରାମ ମନ୍ଦିର ଉପରେ ମନ୍ତବ୍ୟ...

ଗୋଟିଏ କି ଦୁଇଟି ନୁହେଁ ୧୪ ଆସନରେ କାହିଁକି ପ୍ରାର୍ଥୀ ବଦଳାଇଲେ ମାୟାବତି

ଲକ୍ଷ୍ନୌ,୭।୫: ୨୦୨୪ ଲୋକ ସଭା ନିର୍ବାଚନ ମଧ୍ୟରେ ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମାୟାବତୀ ଏକ ବଡ ପଦକ୍ଷେପ ନେଇଛନ୍ତି। ସେ ବହୁଜନ ସମାଜ ପାର୍ଟି (ବିଏସପି)...

‘ସମ୍ବିଧାନର ସୁରକ୍ଷା ପାଇଁ ନିର୍ବାଚନ’, ତୃତୀୟ ପର୍ଯ୍ୟାୟ ମତଦାନ ମଧ୍ୟରେ ଏମିତି କହିଲେ ପ୍ରିୟଙ୍କା-ରାହୁଲ

ନୂଆଦିଲ୍ଲୀ,୭।୫: ତୃତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନରେ ଉତ୍ସାହର ସହ ଅଂଶଗ୍ରହଣ କରିବାକୁ ଲୋକଙ୍କୁ ନିବେଦନ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ପ୍ରିୟଙ୍କା...

ହଠାତ୍‌ ମହିଳାଙ୍କଠାରୁ କୁନି ଶିଶୁକୁ ଆଣି ଗେହ୍ଲା କଲେ ମୋଦି: ଭାଇରାଲ ହେଉଛି ଭିଡିଓ

ଅହମ୍ମଦାବାଦ୍‌,୭।୫: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ୧୧ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୯୩ଟି ଆସନରେ ମତଦାନ ଚାଲିଛି। ଏଥିରେ ଗୁଜରାଟରେ ୩୫ଟି, ଉତ୍ତରପ୍ରଦେଶରେ...

ମତଦାନ ସାମାନ୍ୟ ଦାନ ନୁହେଁ, ଭୋଟ ଦେବା ପରେ କାହିଁକି ଏମିତି କହିଲେ ମୋଦି

ନୂଆଦିଲ୍ଲୀ,୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର (ମେ ୭, ୨୦୨୪) ଲୋକ ସଭା ନିର୍ବାଚନ ପାଇଁ ଭୋଟ ଦେଇଛନ୍ତି। ଗୁଜୁରାଟର ଅହମ୍ମଦାବାଦରେ ପ୍ରଧାନମନ୍ତ୍ରୀ ମୋଦି ଭୋଟ...

ପ୍ରଜ୍ୱଳ ରେଭନ୍ନା ମାମଲାରେ ମୁହଁ ଖୋଲିଲେ ମୋଦି: କହିଲେ, ଏମିତି ଦୋଷୀଙ୍କୁ କ୍ଷମା ନାହିଁ

ନୂଆଦିଲ୍ଲୀ,୭।୫: ଅଶ୍ଲୀଳ ଭିଡିଓ ଭାଇରାଲ ମାମଲାରେ ଅଭିଯୁକ୍ତ କର୍ନାଟକର ଜେଡିଏସ ଏମ୍‌ପି ପ୍ରଜ୍ୱଳ ରେଭନ୍ନାଙ୍କ ଅଡୁଆ ବଢିଛି। ଏହି ମାମଲାରେ ତାଙ୍କ ବିରୋଧରେ ବ୍ଲୁ କର୍ନର୍‌...

ସମୁଦ୍ରରେ ବୁଡ଼ି ୫ ଡାକ୍ତରୀ ଛାତ୍ରୀଛାତ୍ର ମୃତ

ଚେନ୍ନାଇ , ୭।୫: ତାମିଲନାଡ଼ୁର କନ୍ୟାକୁମାରୀ ଉପକୂଳ ଲେମୁର ବେଳାଭୂମିରେ ସୋମବାର ୨ ଜଣ ଡାକ୍ତରୀ ଛାତ୍ରୀ ଓ ୩ ଜଣ ଡାକ୍ତରୀ ଛାତ୍ର ସମୁଦ୍ରରେ ବୁଡ଼ି...

ପରୀକ୍ଷାରେ ଛାତ୍ରୀଙ୍କୁ ୨୦୦ରୁ ୨୧୨ ନମ୍ବର: ତଦନ୍ତ ନିର୍ଦ୍ଦେଶ

ଅହମ୍ମଦାବାଦ,୭ା୫: ଗୁଜରାଟର ଡାହୋଡ ଜିଲାରେ ଚତୁର୍ଥ ଶ୍ରେଣୀରେ ପଢ଼ୁଥିବା ଜଣେ ଛାତ୍ରୀଙ୍କୁ ପରୀକ୍ଷାରେ ୨୦୦ରୁ ୨୧୨ ନମ୍ବର ଦିଆଯାଇଥିବା ଜଣାପଡ଼ିବା ପରେ ଏହାକୁ ନେଇ ବିବାଦ ଦେଖାଦେଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri