ମୋକିମ୍‌ଙ୍କ ପାଇଁ ବାହାରି ପଡ଼ିଲେ ନିରଞ୍ଜନ: କହିଲେ କଟକରେ କେବଳ ତାଙ୍କ ପାଇଁ…

ଭୁବନେଶ୍ୱର, ୧୫।୧୨: ମହମଦ୍‌ ମୋକିମ୍‌ଙ୍କୁ ନେଇ ମୁହଁ ଖୋଲିଲେ ନିରଞ୍ଜନ ପଟ୍ଟନାୟକ। ନିରଞ୍ଜନ କହିଛନ୍ତି, ମୋକିମଙ୍କର କଂଗ୍ରେସ ପ୍ରତି ଅବଦାନ ବହୁତ। ୧୯୮୦ ପରଠୁ କଟକରେ କଂଗ୍ରେସ ଜିତି ପାରୁ ନ ଥିଲା, ମୋକିମ୍‌ ଜିତାଇଛନ୍ତି। ଲଗାତାର ୨ ଥର କଟକରେ କଂଗ୍ରେସ ଜିତିଲାଣି, ଏବେ ତାଙ୍କ ଝିଅ ବିଧାୟିକା। ନୂଆପଡ଼ା ନିର୍ବାଚନ ବେଳେ ନିର୍ଦ୍ଦିଷ୍ଟ ସମ୍ପ୍ରଦାୟର ଆବଶ୍ୟକତା ନାହିଁ ମନ୍ତବ୍ୟ ତାଙ୍କୁ ବାଧିଲା। ସେଥିପାଇଁ ଆମେ ସମସ୍ତେ ଦାୟୀ, ତାକୁ ଉପଶମ କରିବାର ଥିଲା। ନୂଆପଡ଼ାକୁ ନେଇ ଯେପରି କୁହାଗଲା ସେପରି କୁହାଯିବାର ନ ଥିଲା। ସେ ଯେଉଁ ଚିଠି ଲେଖିଲେ ସେଥିରେ କିଛି ସତ୍ୟ ଥାଇପାରେ।ମାତ୍ର ସେ ଯେପରି ଭାବେ ଗଣମାଧ୍ୟମକୁ ଯାଇ କହିଲେ ତାହା ଠିକ ନୁହେଁ।‘ମୋକିମ ବାବୁଙ୍କ ପରି ବ୍ୟକ୍ତିଙ୍କର ଦଳରେ ଆବଶ୍ୟକତା ରହିଛି। କଂଗ୍ରେସ ପ୍ରତି ତାଙ୍କର ଦୁର୍ବଳତା ଅଛି, ବୁଝାଇ ଅଣାଯିବା ଦରକାର ବୋଊି ନିରଞ୍ଜନ ପଟ୍ଟନାୟକ କହିଛନ୍ତି।

ସୂଚନାଯୋଗ୍ୟ, ଦଳ ବିରୋଧୀ କାର୍ଯ୍ୟ ପାଇଁ ମୋକିମ କଂଗ୍ରେସରୁ ବହିଷ୍କୃତ ହୋଇଛନ୍ତି। କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ମୋକିମ ବହିଷ୍କୃତ ହୋଇଛନ୍ତି। ପିସିସି ସଭାପତି ଭକ୍ତ ଦାସଙ୍କ ପ୍ରସ୍ତାବକୁ AICC ଅନୁମୋଦନ କରିଛି। ଦଳୀୟ ନେତୃତ୍ୱକୁ ଚ୍ୟାଲେଞ୍ଜ କରି ସୋନିଆଙ୍କୁ ଚିଠି ଲେଖିଥିଲେ ମୋକିମ। ଭକ୍ତଙ୍କ ନେତୃତ୍ୱକୁ ନେଇ ପ୍ରଶ୍ନ ଉଠାଇଥିଲେ ମୋକିମ। ଯେଉଁଥିପାଇଁ ତାଙ୍କୁ ଦଳରୁ ବହିଷ୍କୃତ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ପୀତବାସ ପଣ୍ଡା ହତ୍ୟା ମାମଲା: ୫ ଅଭିଯୁକ୍ତଙ୍କ ଜାମିନ ଖାରଜ

ବ୍ରହ୍ମପୁର,୧୬ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ଜେଲରେ ଥିବା ଅଭିଯୁକ୍ତମାନଙ୍କ ମଧ୍ୟରୁ ୫ଜଣ ଜାମିନ ଆବେଦନ କରିଥିବା ବେଳେ...

ରାଜନୀତିରେ ପ୍ରବେଶ କରିବେ ଅଲିମ୍ପିଆନ୍ ଦୂତୀ ଚାନ୍ଦ, ବିଧାୟକ ହେବାକୁ ଇଚ୍ଛା

ଭୁବନେଶ୍ୱର,୧୬।୧୨: ଅଲିମ୍ପିଆନ୍ ସ୍ପ୍ରିଣ୍ଟର୍ ଦୂତୀ ଚାନ୍ଦ ପ୍ରତିଦ୍ୱନ୍ଦ୍ୱିତାମୂଳକ ଆଥଲେଟିକ୍ସରୁ ଅବସର ନେବା ପରେ ରାଜନୀତିରେ ପ୍ରବେଶ କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ...

ଯୁବା ବିଧାୟିକାଙ୍କୁ ରଗାଇଦେଲେ ସଞ୍ଜୟ: କହୁକହୁ ଗୁମର ଖୋଲି ପକାଇଲେ ଉପାସନା

ଭୁବନେଶ୍ୱର,୧୬।୧୨: ପୁରୀ ଜିଲା ବ୍ରହ୍ମଗିରି କୁସୁବେଣ୍ଟି-ହରିଦାସ ମୌଜା ବିବାଦକୁ ନେଇ ତେଜିଲା ରାଜନୀତି। ମୁହାଁମୁହିଁ ହେଲେ ବିଧାୟିକା ଉପାସନା ମହାପାତ୍ର ଓ ପୂର୍ବତନ ବିଧାୟକ ସଞ୍ଜୟ...

ଓଡିଶାବାସୀଙ୍କ ପାଇଁ ଖୁସିଖବର: ନିଯୁକ୍ତିକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୧୨: ଓଡ଼ିଶା ହେବ ଫାର୍ମା ହବ୍‌। ମୁଖ୍ୟମନ୍ତ୍ରୀ ମୋହନ ମାଝି ଫାର୍ମା ସମ୍ମିଳନୀରେ ଓଡ଼ିଶାରେ ଫାର୍ମା ସେକ୍ଟରରେ ନିବେଶ ପାଇଁ ନିବେଶକଙ୍କୁ ଅନୁରୋଧ କରିଛନ୍ତି। ଏ...

ଆସନ୍ତା ୨୩ରୁ ଖୋଲିବ ଧାନମଣ୍ଡି, ଶୁଭାରମ୍ଭ ହେଲା ୨ଟି ସଚେତନତା ରଥ

ଛତ୍ରପୁର, ୧୬/୧୨ (ଦିଲ୍ଲୀପ ସାମଲ): ହିଞ୍ଜିଳିକାଟୁ ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ଛତ୍ରପୁର ସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟରୁ ୨ ଟି ସଚେତନତା ରଥର ଶୁଭାରମ୍ଭ...

ଓଡ଼ିଶା ରାଜନୀତିକୁ ନେଇ ଅମର ଶତପଥୀଙ୍କ ବିସ୍ଫୋରକ ବୟାନ: କହିଲେ ବଦଳିପାରେ…

ଭୁବନେଶ୍ୱର,୧୬।୧୨: ସାଂପ୍ରତିକ ଓଡ଼ିଶା ରାଜନୀତିକୁ ନେଇ ଅମର ଶତପଥୀ ବଡ଼ ବୟାନ ଦେଇଛନ୍ତି। ଅମର କହିଛନ୍ତି, ଓଡ଼ିଶାରେ ରାଜନୈତିକ ସମୀକରଣ ବଦଳିପାରେ। ଓଡ଼ିଶା ରାଜନୈତିକ ଦୃଶ୍ୟପଟ...

ଶ୍ମଶାନରେ ଜିଇଁ ଉଠିଲେ ପୂରୋହିତ, ହସ୍ପିଟାଲ ଗଲାପରେ ଘଟିଲା…

ଗଞ୍ଜାମ ୧୬/୧୨(ବିଦ୍ୟାଧର ସାହୁ/ଦିଲ୍ଲୀପ ସାମଲ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ନୃସିଂହ ପୂଜକ ପୁରୋହିତ ରାଜେନ୍ଦ୍ର ରଥଙ୍କ ପରଲୋକ ହୋଇଛି । ହସ୍ପିଟାଲରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri