ଓଡ଼ିଶାରେ ସରିଯିବ କି ଗ୍ୟାସ? ଜାଣନ୍ତୁ କ’ଣ କହିଲେ ବିଧାୟକ

ଭୁବନେଶ୍ୱର,୧୨।୩: ସାଧାରଣ ଖାଉଟୀଙ୍କ ରୋଷେଇ ଘରେ ମଧ୍ୟପ୍ରାଚ୍ୟ ଯୁଦ୍ଧର ସିଧା ଅଭାବ ପଡିଛି। ଏଲପିଜି ସିଲିଣ୍ଡରର ଅଭାବ ପାଇଁ ଅଚଳାବସ୍ଥା ସୃଷ୍ଟି ହେଲାଣି। ଯୁଦ୍ଧ ପ୍ରଭାବରୁ ଗ୍ୟାସ ଯୋଗାଣ ଗୁରୁତର ବ୍ୟାହତ ହେବାରୁ ରାଜ୍ୟର…

ଆର୍‌ଏନ୍‌. ରବି ପଶ୍ଚିମବଙ୍ଗର ୨୨ତମ ରାଜ୍ୟପାଳ ଭାବେ ନେଲେ ଶପଥ

କୋଲକାତା,୧୨।୩: କୋଲକାତା ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ସୁଜୟ ପାଲ୍‌ କୋଲକାତାସ୍ଥିତ ଲୋକଭବନରେ ଆର୍‌.ଏନ୍‌. ରବିଙ୍କୁ ପଶ୍ଚିମବଙ୍ଗର ରାଜ୍ୟପାଳ ଭାବେ ଶପଥ ପାଠ କରାଇଛନ୍ତି। ଶପଥ ପାଠ ପରେ ପୂର୍ୱତନ ଆଇପିଏସ୍‌ ଅଧିକାରୀ ଆର୍‌.ଏନ୍‌.…

ନବରାତ୍ରୀ ପୂର୍ବରୁ ସୃଷ୍ଟି ହେଉଛି ରାଜଯୋଗ, ମେଷ-ମିଥୁନ ସମେତ ଏହି ରାଶିର ବ୍ୟକ୍ତି ହେବେ ମାଲାମାଲ୍!

ରାଜଯୋଗ ଏବଂ ଧନ ଯୋଗର ଗ୍ରହ ସୂର୍ଯ୍ୟ, ଏହି ମାସର ୧୫ ତାରିଖରେ ନିଜର ରାଶି ପରିବର୍ତ୍ତନ କରିବେ। ପ୍ରାୟ ୧ଟା୦୮ ସମୟରେ, ସୂର୍ଯ୍ୟ କୁମ୍ଭ ରାଶିରୁ ମୀନ ରାଶିକୁ ଗମନ କରିବେ। ଏହି…

ଭାରତ-ପାକିସ୍ତାନ ସମେତ ୨୦ ଦେଶ ଉପରେ ଟଙ୍କା ବର୍ଷା କଲା ICC, ପ୍ରତ୍ୟେକ ଦଳକୁ କେତେ ଟଙ୍କା ମିଳିଲା… ଜାଣନ୍ତୁ

ନୂଆଦିଲ୍ଲୀ,୧୨।୩: ୨୦୨୬ ଟି ୨୦ ବିଶ୍ୱକପ ଭାରତ ଏବଂ ଶ୍ରୀଲଙ୍କା ଦ୍ୱାରା ଆୟୋଜିତ ହୋଇଥିଲା। ଫାଇନାଲରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରି ଭାରତ ଟାଇଟଲ ଜିତିଥିଲା। ୨୦୨୬ ଟି ୨୦ ବିଶ୍ୱକପରେ ମୋଟ ୨୦ଟି ଦଳ…

ଡିକିରୁ ନେଇଗଲେ ୬୦ ଗ୍ରାମ ସୁନା, ୧ ଲକ୍ଷ ୪୪ ହଜାର ଟଙ୍କା

ବାଲୁଗାଁ: ଖୋର୍ଦ୍ଧା ଜିଲା ବାଲୁଗାଁ ଇଞ୍ଜନପୁର ଛକରେ ଗୁରୁବାର ଏକ ବଡ଼ ଧରଣର ଳୁଟ ହୋଇଛି। ୩ଜଣ ଦୁବୃର୍ତ୍ତ ଜଣେ ସ୍କୁଟି ଚାଳକଙ୍କୁ ଅଟକାଇ ସ୍କୁଟି ଡିକିରେ ଥିବା ୬୦ ଗ୍ରାମ ସୁନା ଅଳଙ୍କାର…

ସି-ସୋର ଚିଟ୍‌ଫଣ୍ଡ କେଳେଙ୍କାରୀ ମାମଲା: ପୂର୍ବତନ ଏମ୍‌ପିଙ୍କୁ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି

କଟକ,୧୨ା୩(ପ୍ରଭୁକଲ୍ୟାଣ ପାଲ): ବହୁଚର୍ଚ୍ଚିତ ସି-ସୋର୍‌ ଚିଟ୍‌ଫଣ୍ଡ୍‌ କେଳେଙ୍କାରୀ ମାମଲାରେ ଅଭିଯୁକ୍ତ ବାଲେଶ୍ୱରର ପୂର୍ବତନ ଏମ୍‌ପି ରବୀନ୍ଦ୍ର କୁମାର ଜେନାଙ୍କୁ ହାଇକୋର୍ଟରୁ ସାମୟିକ ଆଶ୍ୱସ୍ତି। ତାଙ୍କୁ ପୂର୍ବରୁ ମିଳିଥିବା ‘ଅନ୍ତରୀଣ ସୁରକ୍ଷା’ ଅବଧିକୁ ଆସନ୍ତା ଏପ୍ରିଲ…

ଇରାନରେ ଫସିଛନ୍ତି ୯୦୦୦ ଭାରତୀୟ

ତେହରାନ/ନୂଆଦିଲ୍ଲୀ,୧୨ା୩: ଇରାନରେ ୯୦୦୦ ଭାରତୀୟ ଫସି ରହିଛନ୍ତି। ଏନେଇ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି। ବୈଦେଶିକ ମନ୍ତ୍ରଣାଳୟ ମୁଖପାତ୍ର ରଣଧୀର ଜୟସ୍ବାଲ ସୂଚନା ଦେଇ କହିଛନ୍ତି, ଏହି ୯ ହଜାରଙ୍କ ମଧ୍ୟରେ ଛାତ୍ର, ବ୍ୟବସାୟୀ, କର୍ମଜୀବୀ ଏବଂ ତୀର୍ଥଯାତ୍ରୀ ଫସି…

ବିଶ୍ଵର ସ୍ମାର୍ଟଫୋନ୍ ହବ୍ ପାଲଟିବ ଭାରତ: ନୂଆ ସବସିଡି ଯୋଜନା ଆଣୁଛନ୍ତି କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୨ା୩: ଭାରତକୁ ବିଶ୍ଵର ସ୍ମାର୍ଟଫୋନ୍ ହବ୍ କରିବା ଦିଗରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ଆପଲ୍ ଏବଂ ସାମସଙ୍ଗ ଭଳି ବୃହତ ସ୍ମାର୍ଟଫୋନ୍ ନିର୍ମାତା କମ୍ପାନୀଗୁଡ଼ିକ ପାଇଁ ଏକ ନୂଆ ସବସିଡି ଯୋଜନା ପ୍ରସ୍ତୁତ ହେଉଛି। ଏହି…

ଡଲାର ତୁଳନାରେ ଟଙ୍କାର ବଡ଼ ବିପର୍ଯ୍ୟୟ: ରେକର୍ଡ ୯୨.୩୬ ସ୍ତରରେ ପହଞ୍ଚିଲା

ମୁମ୍ବାଇ,୧୨ା୩: ଆମେରିକୀୟ ଡଲାର ତୁଳନାରେ ଭାରତୀୟ ଟଙ୍କାର ମୂଲ୍ୟରେ ଏକ ବଡ଼ ଧରଣର ହ୍ରାସ ଘଟିଛି। ଗୁରୁବାର କାରବାର ସମୟରେ ଟଙ୍କା ଏହାର ସର୍ବକାଳୀନ ସର୍ବନିମ୍ନ ସ୍ତର ୯୨.୩୬ କୁ ଖସି ଆସିଛି। ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ଏବଂ ବିଶ୍ୱ…

ଆରାବଳୀ ପର୍ବତମାଳାରେ ବର୍ଷକୁ ୧୩.୮% ମୃତ୍ତିକା କ୍ଷୟ, ବନୀକରଣ ବୃଦ୍ଧି ପାଇଥିଲେ ବି…

ନୂଆଦିଲ୍ଲୀ,୧୨ା୩ (ପି.ଟି.): ଆରାବଳୀ ପର୍ବତମାଳାର ପରିବେଶ କ୍ଷୟକ୍ଷତିକୁ ନେଇ ଏକ ଚିନ୍ତାଜନକ ତଥ୍ୟ ବୁଧବାର ସାମ୍ନାକୁ ଆସିଛି। ୨୦୧୭ରୁ ୨୦୨୪ ମଧ୍ୟରେ ଆରାବଳୀ ଅଞ୍ଚଳରେ ବାର୍ଷିକ ହାରାହାରି ମୃତ୍ତିକା କ୍ଷୟ ୧୩.୮% ବୃଦ୍ଧି ପାଇଛି। ଏହା ବର୍ଷକୁ ୧.୫୯ ଟନ୍‌ ହେକ୍ଟରରୁ…

IAS ସ୍ତରରେ ଅଦଳବଦଳ, ୫ IASଙ୍କୁ….

ଭୁବନେଶ୍ବର,୧୨।୩: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର । ୨୦୨୨ କ୍ୟାଡରର ୫ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ଦିଆଯାଇଛି । ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ଏନେଇ…

ଭାରତ ପଠାଇବ ଯୁଦ୍ଧ ଜାହାଜ? PMO ରେ ବଡ଼ ହଲଚଲ, ମୋଦି ଦେବେ ନିର୍ଦ୍ଦେଶ…

ନୂଆଦିଲ୍ଲୀ,୧୨।୩: ଇରାନ-ଆମେରିକା ଯୁଦ୍ଧର ପ୍ରଭାବ ଏବେ ସାରା ବିଶ୍ୱରେ ସାମୁଦ୍ରିକ ବାଣିଜ୍ୟ ଉପରେ ପଡ଼ିଛି। ହରମୁଜ ପ୍ରଣାଳୀ ଦେଇ ଯାଉଥିବା ଜାହାଜଗୁଡ଼ିକ ଉପରେ ଲଗାତାର ଆକ୍ରମଣ ହେଉଛି, ଯାହା ତେଲ ଏବଂ ଗ୍ୟାସ ବାଣିଜ୍ୟକୁ ବାଧା ସୃଷ୍ଟି କରୁଛି। ଭାରତ ସରକାର…

ପୁଣି ଓଡ଼ିଶାକୁ ମିଳିଲା ବଡ଼ ଉପହାର: ମୋଦି-ଅଶ୍ବିନୀ ବୈଷ୍ଣବଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨।୩: ଓଡିଶାରେ ରେଳ ସଂଯୋଗୀକରଣକୁ ଅଧିକରୁ ଅଧିକ ଗୁରୁତ୍ୱ ଦେଇ କେନ୍ଦ୍ର ସରକାର ଓଡିଶା ସହିତ ଆସାମ ଓ ତେଲଙ୍ଗାନାକୁ ସଂଯୋଗ କରିବା ପାଇଁ ଏକ ନୂଆ ଅମୃତ ଭାରତ ଟ୍ରେନ ସେବା ଆରମ୍ଭ କରିବାକୁ ଅନୁମୋଦନ ଦେଇଛନ୍ତି। ଏହା ସହିତ…

ଦୂର ହେବ ଭାରତର ତେଲ ଚିନ୍ତା: ଆସିଲା ବଡ଼ ଖୁସି ଖବର

ନୂଆଦିଲ୍ଲୀ,୧୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ସାଉଦି ଆରବର ଅଶୋଧିତ ତୈଳ ବହନ କରୁଥିବା ଏକ ବଡ଼ ଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ମୁମ୍ବାଇରେ ପହଞ୍ଚିଛି। ଜାହାଜଟି ହର୍ମୁଜ ଷ୍ଟ୍ରେଟ୍‌ ପାର ହୋଇ ଭାରତରେ ପହଞ୍ଚିଛି। ଏହା ଇନ୍ଧନ ଯୋଗାଣ ସମ୍ପର୍କରେ ଚିନ୍ତାକୁ…

ଗ୍ୟାସ ସଙ୍କଟ ମଧ୍ୟରେ ମନ୍ତ୍ରୀମାନଙ୍କୁ ଚେତାବନୀ ଦେଲେ ପ୍ରଧାନମନ୍ତ୍ରୀ, ଗୁଜବ ପ୍ରଚାରକଙ୍କ ଉପରେ….

ନୂଆଦିଲ୍ଲୀ,୧୨।୩:  ଇରାନରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଦେଶର ଅଧିକାଂଶ ସ୍ଥାନରେ ଗ୍ୟାସର ଅଭାବ ଦେଖାଯାଉଛି । ଏଲପିଜି ସିଲିଣ୍ଡର ପାଇଁ ଲମ୍ବା ଧାଡ଼ି ନିରନ୍ତର ଖବର ଶିରୋନାମା ପାଲଟିଛି । ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ମନ୍ତ୍ରୀମାନଙ୍କୁ ଆତଙ୍କ ସୃଷ୍ଟି…

ଭାରତକୁ ବଡ଼ ଅଫର୍‌ ଦେଲା ରୁଷିଆ, ଛାନିଆ ହେଲା ଆମେରିକା!

ନୂଆଦିଲ୍‌ଲୀ,୧୨।୩: ଭାରତୀୟ ବାୟୁସେନା ତାର ଲଢ଼ୁଆ ବିମାନ ଅଭାବକୁ ପୂରଣ କରିବା ପାଇଁ ଫ୍ରାନ୍ସ ସହିତ ୧୧୪ଟି ରାଫେଲ ଲଢ଼ୁଆ ବିମାନ ପାଇଁ ଏକ ଚୁକ୍ତି ସ୍ୱାକ୍ଷର କରିବାକୁ ଯାଉଛି। ଏହା ସତ୍ତ୍ୱେ, ଭାରତର ସବୁଠାରୁ ବଡ଼ ଚିନ୍ତା ହେଉଛି ପଞ୍ଚମ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୯ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୭ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୬ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୫ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri