ପୀତବାସ ପଣ୍ଡା ହତ୍ୟା ମାମଲା, ବିକ୍ରମ ପଣ୍ଡାଙ୍କ ସମେତ ୫ ଅଭିଯୁକ୍ତଙ୍କ ଜାମିନ ଖାରଜ୍

ବ୍ରହ୍ମପୁର,୧୬ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ବହୁ ଚର୍ଚ୍ଚିତ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଝଟକା । ଖାରଜ ହେଲା ଜାମିନ ଆବେଦନ । ବିକ୍ରମ ପଣ୍ଡାଙ୍କ ସମେତ ୫ ଅଭିଯୁକ୍ତଙ୍କ ଜାମିନ ଆବେଦନ ଖାରଜ ହୋଇଛି । ଜାମିନ୍ ଆବେଦନ ଖାରଜ କଲେ ବ୍ରହ୍ମପୁର ଏଡିଜେ- ୩ କୋର୍ଟ । ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ୫ ଅଭିଯୁକ୍ତ ଏବେ ଵ୍ରହ୍ମପୁର ଜେଲରେ ରହିଛନ୍ତି ।

ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା, ପୂର୍ବତନ ମେୟର ଶିବ ଶଙ୍କର ଦାଶ, ମଦନ ମୋହନ ଦଳାଇ, ସୁନିଲ ହୋତା ଏବଂ ଶୂନ୍ୟ ଦାସଙ୍କ ଆବେଦନ ଖାରଜ ହୋଇଛି । ସରକାରଙ୍କ ପକ୍ଷରୁ ସ୍ୱତନ୍ତ୍ର ଭାବେ ନିଯୁକ୍ତ ହୋଇଥିବା ପିପି କାଳିଚରଣ ମିଶ୍ର ଓ ଅଭିନାଶ ପଢି ମକଦ୍ଦମା ପରିଚାଳନା କରିଥିଲେ। ପ୍ରକାଶଥାଉକି, ଗତ ଅକ୍ଟୋବର ୬ ତାରିଖ ଅର୍ଥାତ କୁମାରପୂର୍ଣ୍ଣିମା ରାତିରେ ଆଇନଜୀବୀ ପୀତବାସ ପଣ୍ଡାଙ୍କୁ ଗୁଳିକରି ହତ୍ୟା କରାଯାଇଥିଲା ।

ଅଭିଯୁକ୍ତ କୁରୁପତି ଭୂୟାଁ ଓ ଚିଣ୍ଟୁ ପ୍ରଧାନ ବାଇକରେ ଆସି ପୀତବାସ ପଣ୍ଡାଙ୍କ ଉପରକୁ ଫାୟାରିଂ କରିଥିଲେ । ଏନେଇ ବୈଦ୍ୟନାଥପୁର ଥାନାରେ ଏକ ହତ୍ୟା ମାମଲା ରୁଜୁ ହୋଇଥିଲା । ତଦନ୍ତ ସମୟରେ ସତ୍ୟ ସାମ୍ନାକୁ ଆସିଥିଲା । ପୋଲିସ ଏହି ଘଟଣାରେ ୧୬ ଜଣଙ୍କୁ ଗିରଫ କରି ଜେଲ ପଠାଇଥିଲା। ସେମାନଙ୍କ ମଧ୍ୟରୁ ସୁରକ୍ଷା ଦୃଷ୍ଟିରୁ ଶିବ ଶଙ୍କର ଦାଶ୍ ଓରଫ ପିଣ୍ଟୁ ଏବେ ଫୁଲବାଣୀ ଜେଲରେ ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri