ସୁବର୍ଣ୍ଣପୁର,୧୬।୧୨: ସୁବର୍ଣ୍ଣପୁରରେ ଚାଞ୍ଚଲ୍ୟ। ଛାତ୍ରଙ୍କୁ ପିଟିପିଟି ହତ୍ୟା। ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି। ସୁବର୍ଣ୍ଣପୁର ଜିଲା ତରଭା ଆଶ୍ରମ ବିଦ୍ୟାଳୟରେ ଏହି ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ତେବେ କେଉଁ କାରଣ ପାଇଁ ହତ୍ୟା କରାଯାଇଛି କାରଣ ଅସ୍ପଷ୍ଟ ରହିଛି।


