ବଲାଙ୍ଗୀରରେ ଗଠନ ହେଲା ଭାଜପାର ୯୦ ଜଣିଆ ଟିମ୍‌, ସୁଦୃଢ଼ ହେବ…

ବଲାଙ୍ଗୀର,୧୮ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭାରତୀୟ ଜନତା ପାର୍ଟି ତରଫରୁ ଗୁରୁବାର ଜିଲା ସ୍ତରରେ ଏକ ବୈଠକ ପଥରଚେପା ଭାଜପା କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଛି। ଭାଜପା ଜିଲା ସଭାପତି ଶ୍ରୀବତ୍ସ ବେହେରାଙ୍କ ଅଧକ୍ଷତରେ ଜିଲା ଭାଜପା ପାର୍ଟିର ପୂର୍ଣ୍ଣାଙ୍ଗ ଟିମ୍‌ ଗଠନ ହୋଇଥିଲା। ଏଥିରେ ନବେ ଜଣିଆ ପଦାଧିକାରୀ ସାମିଲ ହୋଇଛନ୍ତି। ନିର୍ବାଚନ ସମ୍ବନ୍ଧୀୟ ଆଲୋଚନା ଓ ପ୍ରଶ୍ନୋତ୍ତର, SIR କାର୍ଯ୍ୟକ୍ରମ ଓ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା ଏହି ସାମ୍ବାଦିକ ସମ୍ମିଳନୀରେ ଜିଲା ଭାଜପା କମିଟି ର ଗଠନକୁ ନେଇ ସୂଚନା ଦେଇଥିଲେ ଜିଲା ସଭାପତି ଶ୍ରୀବତ୍ସ ବେହେରା। ଏହି କାର୍ଯ୍ୟକ୍ରମରେ ବକ୍ତାମାନେ SIRକୁ ନେଇ ବିସ୍ତୃତ ଭାବେ ସୂଚନା ଦେଇଥିଲେ।

ମଞ୍ଚରେ ଜିଲା ସଭାପତି ଶ୍ରୀବତ୍ସ ବେହେରା, ବିଧାନସଭା ପ୍ରାର୍ଥୀ ଗୋପାଳଜୀ ପାଣିଗ୍ରାହୀ, ମହେନ୍ଦ୍ର ଠାକୁର, ରାଜ୍ୟ ମହିଳା ମୋର୍ଚ୍ଚା ସଦସ୍ୟା ପଙ୍କଜିନି ପଣ୍ଡା, ଜ୍ୟୋତି ପାଣିଗ୍ରାହୀ, କୃଷକ ମୋର୍ଚ୍ଚା ସଭାପତି ମାଧବ ସାଏ, ଓବିସି ମୋର୍ଚ୍ଚା ସଭାପତି , ଓଏସ୍‌ସି ମୋର୍ଚ୍ଚା ସଭାପତି ଉପସ୍ଥିତ ଥିଲେ। ଭାଜପାର ମହିଳା ମୋର୍ଚ୍ଚା କାର୍ଯ୍ୟକର୍ତ୍ତା ଓ ବଲାଙ୍ଗୀର ଜିଲାର ସମସ୍ତ ବରିଷ୍ଠ କାର୍ଯ୍ୟକର୍ତ୍ତା ଯୋଗ ଦେଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଫସିଗଲେ କପିଲ ଶର୍ମା: ମାମଲା ରୁଜୁ

ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା...

ଶୀତଦିନେ ବ୍ରଏଲର କୁକୁଡ଼ାର ନିଅନ୍ତୁ ବିଶେଷ ଯତ୍ନ: ଅବହେଳା କଲେ ହୋଇପାରେ ବଡ଼ ଆର୍ଥିକ କ୍ଷତି

ଭୁବନେଶ୍ୱର,୨୩।୧୨: ଓଡ଼ିଶାରେ ଶୀତର ପ୍ରକୋପ ବଢ଼ୁଥିବା ବେଳେ ବ୍ରଏଲର କୁକୁଡ଼ା ଚାଷୀଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଅତ୍ୟଧିକ ଥଣ୍ଡା ଯୋଗୁଁ କୁକୁଡ଼ାଙ୍କ ଶାରୀରିକ ଅଭିବୃଦ୍ଧି...

ଶ୍ରୀମୟୀଙ୍କ ପୋଷ୍ଟକୁ ନେଇ କଡ଼ା କାଉଣ୍ଟର କଲେ ସ୍ନେହାଙ୍ଗିନୀ: ରାଜ୍ୟ ରାଜନୀତିରେ ହଇଚଇ 

ଭୁବନେଶ୍ୱର,୨୩।୧୨: ଶଙ୍ଖ ଭବନରେ ମହିଳା ନେତ୍ରୀଙ୍କ ବୈଠକ ପରେ ବିଜେଡିରେ ସୁଜାତା ଏଣ୍ଟ୍ରି କଲେ କି ପ୍ରଶ୍ନରେ ଉତ୍ତର ରଖିଲେ ସ୍ନେହାଙ୍ଗିନୀଙ୍କ ଛୁରିଆ। ସେ କହିଛନ୍ତି,ନବୀନ...

ବିଜୁଙ୍କୁ ମିଳିଲା ଆଜୀବନ କାରାଦଣ୍ଡ: ଅଢେଇ ବର୍ଷ ତଳେ…

ବ୍ରହ୍ମପୁର, ୨୩/୧୨(ସୁବାସ ଚନ୍ଦ୍ର ପାଢ଼ୀ): ଜିଲା ଜଜ ଅଶାନ୍ତ କୁମାର ଦାସ ମଙ୍ଗଳବାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତଙ୍କୁ ଦୋଷୀ...

ଓଡ଼ିଶାରେ ବଢୁଛି ଶୀତର ପ୍ରକୋପ: ୩ ଦିନରେ ଏସବୁ ଜିଲାରେ ହ୍ରାସ ପାଇବ ପାରଦ

ଭୁବନେଶ୍ୱର,୨୩।୧୨: ରାଜ୍ୟରେ ଶୀତର ଲହରି ଜାରି ରହିଥିବା ବେଳେ ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ସହରର ତାପମାତ୍ରା ଗତ ୩ ଦିନ ମଧ୍ୟରେ ଗୁରୁତର ଭାବେ...

ବୁଧଙ୍କ ବିରଳ ଗୋଚର; ବର୍ଷ ଶେଷରେ ମାଲାମାଲ ହୋଇଯିବେ ଏହି ରାଶି…

ଆସନ୍ତା ୨୯ ତାରିଖରେ ବୁଦ୍ଧିର ଦାତା ବୁଧ ଗୁରୁ ରାଶି ଧନୁରେ ପ୍ରବେଶ କରିବାକୁ ଯାଉଛନ୍ତି । ବୁଧଙ୍କ ଏହି ଗୋଚର ୨୦୨୫ ବର୍ଷ ଶେଷରେ...

ଯାଜପୁରରେ ରୁଦ୍ଧଦ୍ୱାର ବୈଠକ ପରେ ମୁହଁ ଖୋଲିଲେ ମୋକିମ୍‌: କହିଲେ…

ଯାଜପୁର,୨୩।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ରସୁଲପୁର ବ୍ଲକ କୁଆଖିଆରେ ବନ୍ଧୁମିଳନ ପରେ ପ୍ରତିକ୍ରିୟା ରଖିଲେ ମୋକିମ। କହିଲେ, କଂଗ୍ରେସରେ ଅନେକ ନେତା ଓ କର୍ମୀ...

‘ଗରିବ ଯଦି ମହାପ୍ରଭୁଙ୍କ ସାମଗ୍ରୀ ବିକ୍ରି କର’, ପୁରୀରେ ସାନ୍ତା ଟୋପି ବିକ୍ରିକୁ ନେଇ ବିବାଦ

ଭୁବନେଶ୍ୱର: ବଡ଼ଦିନ ବା ଖ୍ରୀଷ୍ଟମାସ ଅବସରରେ ରାଜଧାନୀ ଭୁବନେଶ୍ୱରର ଏବଂ ଶ୍ରୀକ୍ଷେତ୍ର ପୁରୀର ରାସ୍ତା କଡ଼ରେ ସାନ୍ତା କ୍ଲଜ୍ ଟୋପି ଓ ଅନ୍ୟାନ୍ୟ ସାମଗ୍ରୀ ବିକ୍ରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri