ଜାଣି ରଖନ୍ତୁ କିପରି କିଡ୍‌ନୀକୁ ରଖିବେ ସୁସ୍ଥ

ଆମ ଶରୀରର ଅନ୍ୟତମ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରବାହିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି ଅଦରକାରୀ ତତ୍ତ୍ୱକୁ ନିଷ୍କାସନ କରିଥାଏ। ତେବେ କିଡ୍‌ନୀ କିପରି ସୁସ୍ଥ ରହିବ, ସେ ନେଇ ସତର୍କ ରହିବା ନିହାତି ଦରକାର। କିଡ୍‌ନୀ ସମସ୍ୟାର କେତେକ କାରଣ ରହିଛି। ଏହାର କାର୍ଯ୍ୟ ବାଧାପ୍ରାପ୍ତ ହେଲେ ଗୋଡ଼ ଫୁଲିଯାଏ। ଶରୀରର ଯୋଡ଼ା ଅଂଶଗୁଡ଼ିକରେ ଦରଜ ଅନୁଭୂତ ହୁଏ। ରକ୍ତଚାପ ଅସନ୍ତୁଳିତ ରହେ। ଦୁର୍ବଳ ଲାଗେ। ବାନ୍ତି ଉଠାଏ ଆଉ ବେଳେବେଳେ ହୁଏ ମଧ୍ୟ। ନିଃଶ୍ୱାସପ୍ରଶ୍ୱାସ ନେବାରେ ବାଧା ଉପୁଜେ। ଫଳରେ ଶ୍ୱାସକ୍ରିୟାଜନିତ ରୋଗ ଦେଖାଦିଏ। ତେଣୁ କିଡ୍‌ନୀକୁ ସୁସ୍ଥ ରଖିବା ପାଇଁ ପ୍ରଥମେ ଆବଶ୍ୟକ ମୁତାବକ ପାଣି ପିଅନ୍ତୁ। କିଡ୍‌ନୀଜନିତ ରୋଗ ଦେଖାଗଲେ ଶରୀରରେ ୟୁରିଆ ତତ୍ତ୍ୱ ବଢ଼ିଯାଏ। ସେଥିପାଇଁ ଏହାକୁ ସନ୍ତୁଳିତ ରଖିବା ପାଇଁ ପ୍ରୋଟିନ୍‌ଯୁକ୍ତ ଖାଦ୍ୟ ଅଧିକ ଖାଆନ୍ତୁ। ଘିଅ, କ୍ଷୀର, ମାଛ, ମାଂସ, ପନିର୍‌, ସୋୟାବିନ୍‌ ଆଦିରେ ପ୍ରୋଟିନ୍‌ ଅଧିକ ଥାଏ। ଏହାକୁ ପ୍ରତିଦିନ ଖାଦ୍ୟରେ ସାମିଲ କରନ୍ତୁ। ଦୈନିକ ୫ ଗ୍ରାମ୍‌ ଲୁଣ ମଧ୍ୟ ଖାଆନ୍ତୁ। ଯଦି ଧୂମପାନ କରୁଛନ୍ତି, ତେବେ ଏହାକୁ ତୁରନ୍ତ ଛାଡ଼ନ୍ତୁ, କାରଣ ଏହା ସ୍ବାସ୍ଥ୍ୟ ତଥା କିଡ୍‌ନୀ ପ୍ରତି ବେଶି କ୍ଷତିକାରକ। ଆଉ ମଧ୍ୟ ଆପଣଙ୍କର ଯଦି କୌଣସି କିଡ୍‌ନୀଜନିତ ଲକ୍ଷଣ ଜଣାପଡ଼େ, ତେବେ ବିଳମ୍ବ ନ କରି ଅଭିଜ୍ଞ କିଡ୍‌ନୀ ଡାକ୍ତରଙ୍କ ସହ ପରାମର୍ଶ କରନ୍ତୁ।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri