ଆଜିଠୁ ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସା ୭ଟାରେ ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା ପୂର୍ବରୁ ଧନୁଯାତ୍ରାକୁ ସ୍ବାଗତ କରିବା ପାଇଁ ଅପରାହ୍ନ ୨ଟାରେ ସାଂସ୍କୃତିକ ଶୋଭାଯାତ୍ରା ସହର ପରିକ୍ରମା କରିବ। ମହୋତ୍ସବକୁ ନେଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋସିଆଲ ମିଡ଼ିଆ ଆକାଉଣ୍ଟ ’X’ ରେ ଶୁଭେଚ୍ଛା ଜଣାଇଛନ୍ତି।

ଶୁଭେଚ୍ଛା ଜଣାଇ ରାଷ୍ଟ୍ରପତି କହିଛନ୍ତି, ’ବରଗଡ଼ର ସୁପ୍ରସିଦ୍ଧ ଧନୁଯାତ୍ରାର ଶୁଭ ଅବସରରେ ମୁଁ ଦେଶବାସୀଙ୍କୁ, ବିଶେଷକରି ଓଡ଼ିଶାବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି। ବିଶାଳ ମୁକ୍ତାକାଶ ରଙ୍ଗମଞ୍ଚର ଅନନ୍ୟ ପରମ୍ପରା ଏହି ମହୋତ୍ସବକୁ ଦେଶବିଦେଶରେ ଏକ ସ୍ବତନ୍ତ୍ର ପରିଚୟ ପ୍ରଦାନ କରିଛି । ମୁଁ ଆଶା କରୁଛି, ପୌରାଣିକ କଥାବସ୍ତୁର ଜୀବନ୍ତ ଉପସ୍ଥାପନା ମାଧ୍ୟମରେ ସମାଜରେ ଆଧ୍ୟାତ୍ମିକ ଚେତନା ଓ ସାଂସ୍କୃତିକ ଗୌରବ ଆହୁରି ପରିପୁଷ୍ଟ ହେବ। ମୁଁ ଏହି ବର୍ଣ୍ଣାଢ୍ୟ ଯାତ୍ରାର ସଫଳ ଆୟୋଜନ ନିମନ୍ତେ ଶୁଭେଛା ଜଣାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ କେ ଏମ ଭାଲିଆସାହି ଛାତ୍ରୀ, ଶୁଭେଚ୍ଛା ଜ୍ଞାପନ କରି…

ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା...

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ପରିତ୍ୟକ୍ତ ଅବସ୍ଥାରେ ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ, ଅର୍ଥ ମଞ୍ଜୁର ହୋଇଥିଲେ ବି…

କର୍ଲାମୁଣ୍ଡା,୨୫।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡ଼ବରାଠାରେ ପରିତ୍ୟକ୍ତ ଅବସ୍ଥାରେ ରହିଛି ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ। ସରକାର ୧୯୮୮ ମସିହାରେ ଏହି ଚିକିତ୍ସାଳୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri