ବିଜେଡି ପ୍ରତିଷ୍ଠା ଦିବସରେ ଏକତାର ମନ୍ତ୍ର ଦେଲେ ପ୍ରଫୁଲ୍ଲ ଘଡ଼େଇ, କହିଲେ ନବୀନ ପଟ୍ଟନାୟକଙ୍କୁ…

ଭୁବନେଶ୍ୱର,୨୬।୧୨:  ଆଜି ବିଜୁ ଜନତା ଦଳ ୨୯ତମ ପ୍ରତିଷ୍ଠା ଦିବସ ପାଳୁଛି ।  ପ୍ରତିଷ୍ଠା ଦିବସ ପାଇଁ ଶଙ୍ଖ ଭବନ ସଜେଇ ହୋଇଥିବା ବେଳେ ନବୀନ ପଟ୍ଟନାୟକ ସାମିଲ ଦେଇ ବଡ଼ ବୟାନ ଦେଇଛନ୍ତି । ବିଜୁ ଜନତା ଦଳ ଶହେ ବର୍ଷ ପର୍ଯ୍ୟନ୍ତ ରହିବ ବୋଲି ସେ କହିଛନ୍ତି । ତେବେ ଏହାରି ଭିତରେ ପ୍ରଫୁଲ୍ଲ ଘଡ଼େଇ ବିଜେଡିକୁ ଟାର୍ଗେଟ କରି ମତ ରଖିଛନ୍ତି । ପ୍ରତିଷ୍ଠା ଦିବସରେ ଏକତାର ମନ୍ତ୍ର ଦେଲେ ପ୍ରଫୁଲ୍ଲ ଘଡ଼େଇ ।

ହାରିବା ପରେ ବିଜେଡିରେ ଏକତା ନାହିଁ ବୋଲି ପ୍ରଫୁଲ୍ଲ ଘଡ଼େଇ କହିଛନ୍ତି । ସମସ୍ତଙ୍କୁ ସାଙ୍ଗରେ ନେଇ ନବୀନ ପଟ୍ଟନାୟକଙ୍କୁ ଚାଲିବାକୁ ପଡ଼ିବ । ବିଜେଡିର ଅନେକ ପ୍ରତିଷ୍ଠାତା ସଦସ୍ୟ ଆଉ ଦଳରେ ନାହାନ୍ତି । ଦଳର ସମସ୍ତ ନେତା ଏକଜୁଟ ହୋଇ ଦଳକୁ ସଶକ୍ତ କରନ୍ତୁ । ରାଜ୍ୟର ଗଠନମୂଳକ ବିକାଶ ପାଇଁ ଏକ ଶକ୍ତିଶାଳୀ ଆଞ୍ଚଳିକ ଦଳ ଆବଶ୍ୟକ । ନବୀନ ନିଜର ଭୂମିକା ନିର୍ବାହ କଲେ ସବୁ ଜିନିଷ ଠିକ ହୋଇପାରିବ ବୋଲି ମନ୍ତ୍ର ଦେଇଛନ୍ତି ପ୍ରଫୁଲ୍ଲ ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri