ବିସ୍ଫୋରକ ବୟାନ ଦେଲେ ବିଜେଡି ନେତା ପ୍ରଭାତ ବିଶ୍ୱାଳ: ପାଣ୍ଡିଆନ ଦମ୍ପତିଙ୍କ ପ୍ରତି ଅବିଚାର ହେଲେ ମୁଁ…

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନେତା ପ୍ରଭାତ ବିଶ୍ୱାଳଙ୍କ ଖୋଲା ମଞ୍ଚରେ ବଡ଼ ବୟାନ ଦେଇଛନ୍ତି ପ୍ରଭାତ ବିଶ୍ୱାଳ। ସେ ବିଜେଡି ନେତାଙ୍କୁ ଧୋଇଛନ୍ତି କିନ୍ତୁ ପାଣ୍ଡିଆନ ଦମ୍ପତିଙ୍କୁ ପ୍ରଶଂସା କରିଛନ୍ତି। ବବି ଦାସ, ଦେବୀ ପ୍ରସାଦ ମିଶ୍ର, ଅତନୁ ସବ୍ୟସାଚୀ, ପ୍ରତାପ ଜେନା ଓ ସଞ୍ଜୟ ଦାଶବର୍ମାଙ୍କ ନାଁ ନେଇ ବର୍ଷିଛନ୍ତି ପ୍ରଭାତ। ସେ କହିଛନ୍ତି, ଏମାନେ ଅଯଥା ଦଳୀୟ କାର୍ଯ୍ୟକ୍ରମରେ ହସ୍ତକ୍ଷେପ ନ କରନ୍ତୁ। ହାରି ଯାଇଥିବା ବିଜେଡି ନେତାଙ୍କୁ ଅନୁରୋଧ କରୁଛି, ସେମାନେ ନିଜ ନିର୍ବାଚନମଣ୍ଡଳୀ ଜଗନ୍ତୁ। ଦଳ ବିଷୟରେ ମୁଣ୍ଡ ପୂରାନ୍ତୁ ନାହିଁ, ମେ ୨୯ର ଚକ୍ରାନ୍ତ ହୁ ହୁ ହୋଇ ଜଳୁଛି। ପ୍ୟାରୀମୋହନଙ୍କ ପରେ ପାଣ୍ଡିଆନଙ୍କ ଦଳ ପ୍ରତି ଯଥେଷ୍ଟ ଅବଦାନ ଅଛି। ପାଣ୍ଡିଆନଙ୍କ ପାଇଁ ୨୦୧୯ରେ ବିଜୁ ଜନତା ଦଳ ସରକାର ଗଢ଼ିଥିଲା। ଲୋକଙ୍କ ସେବା ପାଇଁ ସେ IAS ଭଳି ଚାକିରି ଛାଡ଼ିଛନ୍ତି। ତାଙ୍କ ପ୍ରତି ଅବିଚାର ହେଲେ ମୁଁ ବିରୋଧ କରିବି। ସୁଜାତା କାର୍ତ୍ତିକେୟନଙ୍କ ମଧ୍ୟ ଯଥେଷ୍ଟ ଅବଦାନ ଅଛି, ତାଙ୍କୁ ରାଜ୍ୟସଭା ପଠାଯାଉ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

ଗୁଲୁଆ-ବର୍ଷାଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ କାଳିଆ ଷଣ୍ଢ: ଦିନକୁ ୧୭ ହଜାରଥର…

ଭୁବନେଶ୍ୱର,୨୬।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri