ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ ଟାଙ୍କି ଫାଟି କାର୍‌ରେ ନିଆଁ ଲାଗି ଯାଇଥିବା ଅନୁମାନ କରାଯାଉଛି। ହେଲେ ଦୁର୍ଘଟଣାରେ କାର୍‌ରେ ଥିବା ୫ଜଣ ପର୍ଯ୍ୟଟକ ଅଳ୍ପକେ ବର୍ତ୍ତିଯାଇଛନ୍ତି।

ଅନ୍ୟପକ୍ଷେ ପୁରୀ-ଭୁବନେଶ୍ବର ରାସ୍ତାର ଦାଣ୍ଡମୁକୁନ୍ଦପୁର ଭଗୁଆବାଙ୍କଠାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଅଟୋ-ବାଇକ୍‌ ମଧ୍ୟରେ ଧକ୍କା ହୋଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟପକ୍ଷେ ୫ଜଣ ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ନକଲି ବିଦେଶୀ ମଦ କାରାଖାନା ଠାବ, ନାମୀଦାମୀ କମ୍ପାନୀର ନକଲି ମଦ ଜବତ

କୋଟପାଡ଼ (ରାଜଶେଖର ),୨୯ା୧୨: କୋରାପୁଟ ଜିଲା କୋଟପାଡ଼ ଅଞ୍ଚଳରୁ ବିପୁଳ ପରିମାଣରେ ନକଲି ମଦ ଜବତ ହୋଇଛି । ରବିବାର ରାତିରେ ଅବକାରୀ ବିଭାଗ କର୍ମଚାରୀ...

ସରକାରୀ ଜମିକୁ ଜବରଦଖଲ କଲା ଘରୋଇ ଶିକ୍ଷାନୁଷ୍ଠାନ: ତାଲିଲେ ଗାଁ ଲୋକେ, ଦେଲେ ଏଭଳି ଚେତାବନୀ

ପାଟଣା,୨୯।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ମୂଷା ଖୋରି ଆରଆଇ ସର୍କଲ ଅନ୍ତର୍ଗତ ଭାଲୁଘର ମୌଜାର ହୁଡ଼ି ଓ ସରକାରୀ ଜମିକୁ ବିବେକାନନ୍ଦ...

ପୁଣି ବଦ୍ରି ପାତ୍ରଙ୍କ ବିସ୍ଫୋରଣ, ନବୀନ ପ୍ରଚାରକୁ ଗଲେ ନାହିଁ ବୋଲି ବିଜେଡି….

ଭୁବନେଶ୍ୱର,୨୯ା୧୨: ପୁଣି ଅସନ୍ତୋଷ ଝାଡିଲେ ବରିଷ୍ଠ ବିଜେଡି ବିଧାୟକ ବଦ୍ରିନାରାୟଣ ପାତ୍ର । ନାଁ ନ ନେଇ ‘ପାଣ୍ଡିଆନ ଆଣ୍ଡ୍‌ କୋ’କୁ ଟାର୍ଗେଟ୍‌ କରିଛନ୍ତି । କାହିଁକି...

ଆହୁରି ୩ ଦିନ ଶୀତରେ ଥରିବେ ରାଜ୍ୟବାସୀ, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୨୯ା୧୨: ରାଜ୍ୟରେ ଶୀତ ଲହରି ଜାରି ରହିଥିବାବେଳେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ପରବର୍ତ୍ତୀ ସମୟରେ ତାପମାତ୍ରା ୨ରୁ...

ମା’ ସୁରେଶ୍ଵରୀଙ୍କ ଐତିହାସିକ ଘାଟ ଯାତ୍ରାରେ ଜନସମାଗମ, ବଳି ଦେଲେ ମାନସିକ ପୂରଣ ହୋଇଥିବା ବ୍ୟକ୍ତି

ରିଷିଡା ୨୯/୧୨(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ତେରେସିଂହା କେଉଁଟ କୈବର୍ତ୍ତ ଆଞ୍ଚଳିକ ସମାଜ ତରଫରୁ ତେରେସିଂହା ଆମପାଲି ନଦୀ ଘାଟ ଠାରେ ଐତିହାସିକ...

ଅତୀତର ସ୍ମୃତିକୁ ମନେ ପକାଇଲେ ପୁରାତନ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ରାଧାଶ୍ୟାମ ଉଚ୍ଚ ବିଦ୍ୟାଳୟ ଏବଂ ରାଧାଦାମୋଦର ବାଳିକା ଉଚ୍ଚ ବିଦ୍ୟାଳୟ ୧୯୯୧ ମାଟ୍ରିକ...

ଆରାବଳି ମାମଲା: ରାୟ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ

ନୂଆଦିଲ୍ଲୀ,୨୯ା୧୨: ଆରାବଳି ମାମଲା ରାୟ ଉପରେ ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଛନ୍ତି। ନଭେମ୍ବର ୨୦ ରାୟ ଉପରେ ଏହି ରହିତାଦେଶ ଦେଇଛନ୍ତି ମାନ୍ୟବର କୋର୍ଟ। ପରିବେଶବିତ୍‌ଙ୍କୁ...

ନର୍ସିଂହୋମରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୧୬ ଜଣ ବୃଦ୍ଧାବୃଦ୍ଧ

ନୂଆଦିଲ୍ଲୀ,୨୯।୧୨: ଇଣ୍ଡୋନେସିଆର ଏକ ନର୍ସିଂହୋମରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି, ଯେଉଁଥିରେ ୧୬ ଜଣଙ୍କର ମୃତ୍ୟୁ ହୋଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଖବରପାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri