ପିକ୍‌ନିକ୍‌ ପାଇଁ ଆସି ୨ ଗୋଷ୍ଠୀ ପିଟାପିଟି: ଆଜି ଖାଁ ଖାଁ ଡୁଲୁରୀ ପାଇନ୍‌ ବଣ

ଦାରିଙ୍ଗବାଡ଼ି,୨୯ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଡ଼ୁଲୁରୀ ପାଇନ ବଣରେ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟଣାରେ ସୋମବାର ସକାଳେ ଉକ୍ତ ଡୁଲୁରୀ ପାଇନ୍‌ ବଣ ଖାଁ ଖାଁ ହୋଇପଡ଼ିଛି। ପର୍ଯ୍ୟଟକମାନେ ଭୟଭୀତ ହୋଇ କାଁ ଭାଁ ଆସିଛନ୍ତି।

ପ୍ରକାଶ ଯେ, ଉକ୍ତ ପର୍ଯ୍ୟଟନକ୍ଷେତ୍ରକୁ ବଣଭୋଜି ସହ ବୁଲାବୁଲି ପାଇଁ ପର୍ଯ୍ୟଟକ ଅଧିକ ପସନ୍ଦ କରନ୍ତି। ଭୋର ସମୟରେ ହିଁ ପର୍ଯ୍ୟଟକ ରାଜ୍ୟ ଓ ରାଜ୍ୟ ବାହାରୁ ବସ୍‌ ସମେତ ବିଭିନ୍ନ କାର, ଜିପ୍‌ରେ ସେଠାରେ ପହଞ୍ଚି ଯାଉଥିବା ବେଳେ କିନ୍ତୁ ସୋମବାର ଏହା କମିଛି। ଏବେ ଶୀତ ଛୁଟି ଆସନ୍ତା ୨ ପର୍ଯ୍ୟନ୍ତ ରହିଥିବାରୁ ସ୍କୁଲ, କଲେଜ ସବୁ ଛୁଟି ରହିଛି ଛୁଟିର ମଜା ନେବାକୁ ପର୍ଯ୍ୟଟକ ଆସନ୍ତା ୫ ପର୍ଯ୍ୟନ୍ତ ସବୁ ହୋଟେଲ ଲଡଜ ବୁକିଂ କରୁଥିବା ବେଳେ ଦିନରେ ଆସି ଫେରିଯାଉଥିବା ପର୍ଯ୍ୟଟକମାନେ ମଧ୍ୟ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ୍‌ ବଣରେ ଭୋଜିଭାତ କରୁଥିବା ନଜିର ରହିଥିଲେ ସୁଦ୍ଧା ରବିବାର ଘଟଣା ପରେ ସୋମବାର ଏହି ସଂଖ୍ୟା କମିବା ଚିନ୍ତା ଜନକ ବୋଲି ଚର୍ଚ୍ଚା ଜୋର ଧରିଛି। ତେବେ ମଧ୍ୟାହ୍ନ ହୋଇ ଆସୁଥିଲେ ମଧ୍ୟ ସଂଖ୍ୟା କମ୍‌ ଆସିଥିବା ଡୁଲୁରୀ ପର୍ଯ୍ୟଟନକ୍ଷେତ୍ରର ପରିଚାଳକ ସଞ୍ଜୀବ ପ୍ରଧାନ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

PEOଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ହାଟଡିହୀ/ବଞ୍ଚୋ,୩୦।୧୨(ଶୁଭକାନ୍ତ ନାୟକ/ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବଞ୍ଚୋ ପିଇଓ ଜିତେନ୍ଦ୍ର ଜେନାଙ୍କ ବସନ୍ତିଆସ୍ଥିତ ଘର ଓ ପତ୍ନୀଙ୍କ ନାମରେ ଥିବା...

ବଡ଼ ଭବିଷ୍ୟବାଣୀ କଲେ ଶାହା: ‘୨୦୨୬ରେ ପଶ୍ଚିମବଙ୍ଗରେ ବିପୁଳ ବହୁମତ ସହିତ ସରକାର ଗଢିବ ଭାଜପା’

ନୂଆଦିଲ୍ଲୀ,୩୦।୧୨: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କୋଲକାତାରେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଏହି ସମୟରେସେ କହିଛନ୍ତି ଯେ ଏହି ଦିନଟି ସମସ୍ତ ଭାରତୀୟଙ୍କ...

8th Pay Commission: କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ବଡ଼ ଖବର: ଜାନୁଆରୀ ୧ରୁ ବୃଦ୍ଧି ପାଇବ ଦରମା, ପେନସନ! ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୩୦।୧୨: ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ଏହି ସପ୍ତାହ ୨୦୨୬ର ଆରମ୍ଭ। ଏହି ବର୍ଷ ଅନେକ ଦିଗରେ ଅନେକ ପରିବର୍ତ୍ତନ ଆଣିଛି। କେନ୍ଦ୍ର ସରକାରୀ...

ଜିରୋ ନାଇଟ୍‌ ସେଲିବ୍ରେଶନ୍‌: ରାତି ୧୨ଟା ପରେ ମ୍ୟୁଜିକ ମନା

ଭୁବନେଶ୍ୱର,୩୦।୧୨: ନୂଆବର୍ଷ ପାଳନ ପାଇଁ ପୋଲିସ ପକ୍ଷରୁ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ସୁରକ୍ଷା ଦାୟିତ୍ୱରେ ୧୮ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ ହେବେ...

ପେଟ୍ରୋଲ ପମ୍ପ ସ୍ଥାନରେ ଧାନ ଚାଷ: ସାଟେଲାଇଟ ସର୍ଭେରେ ଧରାପଡିଲା ଗୁମର

ଛତ୍ରପୁର,୩୦।୧୨(ଦିଲ୍ଲୀପ ସାମଲ): ପେଟ୍ରୋଲ ପମ୍ପ ଅଛି, କିନ୍ତୁ ଧାନ ଚାଷ ହୋଇଥିବା ନେଇ ଚାଷୀ କରିଛି ପଞ୍ଜିକରଣ। ଶେଷରେ ରାଜ୍ୟ ସରକାରଙ୍କ ଓଡିଶା ରାଜ୍ୟ କମ୍ପ୍ୟୁଟର...

ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ ଯୋଗୁ ହଠାତ୍‌ ସ୍ଥଗିତ ରହିଲା ୨ଟି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌

ଢାକା,୩୦।୧୨: ଆଜି ସକାଳେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ ଯୋଗୁ ବାଂଲାଦେଶ କ୍ରିକେଟ ବୋର୍ଡ ମଙ୍ଗଳବାର, ଡିସେମ୍ବର ୩୦, ୨୦୨୫ରେ ହେବାକୁ ଥିବା ଉଭୟ...

ମୃତ୍ୟୁର ଗୋଟିଏ ଦିନ ପୂର୍ବରୁ ଖାଲେଦା ଜିଆ କରିଥିଲେ ନାମାଙ୍କନ, ଏବେ ଆଲୋଚନା ପୁଅଙ୍କୁ ମିଳିବକି ସହାନୁଭୁତି? ଜାଣନ୍ତୁ ବାଂଲାଦେଶ ରାଜନୀତିର…

ଢାକା,୩୦।୧୨: ଆସନ୍ତା ବର୍ଷ ଫେବୃଆରୀରେ ବାଂଲାଦେଶରେ ସାଧାରଣ ନିର୍ବାଚନ ହେବାକୁ ଯାଉଛି। ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ମୃତ୍ୟୁକୁ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)...

ଯୁବବର୍ଗଙ୍କୁ ନୂଆବର୍ଷର ଉପହାର ଦେଲେ ସରକାର: ମିଳିବ ୧୫ ହଜାର ଟଙ୍କା, ଜାଣନ୍ତୁ କିପରି…

ନୂଆଦିଲ୍ଲୀ,୩୦।୧୨: ନୂଆବର୍ଷ ପୂର୍ବରୁ ସରକାର ଯୁବପିଢ଼ିଙ୍କୁ ଏକ ନୂତନ ବର୍ଷର ଉପହାର ଦେଇଛନ୍ତି। ଶ୍ରମ ଏବଂ ନିଯୁକ୍ତି ମନ୍ତ୍ରଣାଳୟ X ରେ ଟୁଇଟ୍‌ କରିଛି, ଯେଉଁଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri