ଗଡ଼ମଧୁପୁରରେ ବଲିଉଡର ପ୍ରସିଦ୍ଧ କଣ୍ଠଶିଳ୍ପୀ ଅରିଜିତ ସିଂ, ରାଜବାଟି ବୁଲି ଫ୍ୟାନ୍ସଙ୍କ ସହ ଫଟୋ ଉଠାଇଲେ

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଗଡ଼ମଧୁପୁର ରାଜବାଟିରେ ବଲିଉଡର ପ୍ରସିଦ୍ଧ କଣ୍ଠଶିଳ୍ପୀ ଅରିଜିତ ସିଂ ପହଞ୍ଚିବା ପରେ ତାଙ୍କୁ ଦେଖିବାକୁ ଲୋକଙ୍କ ଭିଡ ଦେଖିବାକୁ ମିଳିଛି । ହଠାତ ଅରିଜିତ ସିଂ ଗଡ଼ମଧୁପୁର ରାଜବାଟିରେ ପହଞ୍ଚିଥିଲେ। ସେଠାରେ ଗଡ଼ମଧୁପୁର ରାଣୀ ଅପର୍ଣ୍ଣା ଧୀର ସିଂ ତାଙ୍କୁ ସ୍ୱାଗତ କରିବା ସହ ରାଜବାଟିକୁ ପାଛୋଟି ନେଇଥିଲେ।

ଅରିଜିତ ରାଜବାଟି ଭିତରେ ପ୍ରାୟ ଅଧ ଘଣ୍ଟା ସମୟ ବିତାଇଥିଲେ। ତେବେ ରାଜବାଟିରୁ ଅରିଜିତ ବାହାରିବା ପରେ ଲୋକେ ତାଙ୍କୁ ଦେଖିବାକୁ ଅପେକ୍ଷା କରିଥିବା ଜାଣି ସେ ନିକଟରେ ଥିବା ପଡିଆକୁ ଆସି ସମସ୍ତଙ୍କ ସହ ଫଟୋ ଉଠାଇଥିଲେ। ଛୋଟ ପିଲା ଠାରୁ ଆରମ୍ଭ କରି ଯୁବକ ପର୍ଯ୍ୟନ୍ତ ସମସ୍ତେ ଅରିଜିତଙ୍କୁ ଏତେ ପାଖରେ ପାଇ ସେଲ୍ଫି ନେବା ପାଇଁ ଭିଡ଼ ଲଗାଇଥିବା ଦେଖିବାକୁ ମିଳିଥିଲା। ତେବେ ଗଡ଼ମଧୁପୁର ଅଞ୍ଚଳକୁ ଅରିଜିତଙ୍କ ଏହି ଅଚାନକ ଗସ୍ତର କାରଣ ସ୍ପଷ୍ଟ ଜଣାପଡିନଥିବା ବେଳେ କୌଣସି ସୁଟିଂ କରିବା ପାଇଁ ଆସିଥିବା ସନ୍ଦେହ କରାଯାଉଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri