Posted inଜାତୀୟ

ସୁକମାରେ ସୁରକ୍ଷା ବାହିନୀକୁ ବଡ଼ ସଫଳତା, ଏନକାଉଣ୍ଟରରେ ୧୨ ମାଓବାଦୀ ନିହତ

ନୂଆଦିଲ୍ଲୀ,୩।୧: ଛତିଶଗଡ଼ର ସୁକମାରେ ନକ୍ସଲବାଦ ବିରୋଧରେ ସୁରକ୍ଷା ବାହିନୀକୁ ଏକ ବଡ଼ ସଫଳତା ମିଳିଛି। ଡିଆରଜି କର୍ମଚାରୀମାନେ ଏକ ସର୍ଚ୍ଚ ଅପରେସନ୍ ସମୟରେ ୧୨ ମାଓବାଦୀଙ୍କୁ ହତ୍ୟା କରିଛନ୍ତି।

ସୁକମାର କିସ୍ତାରାମ ଅଞ୍ଚଳରେ ସୁରକ୍ଷା ବାହିନୀ ଏକ ସର୍ଚ୍ଚ ଅପରେସନ୍ କରୁଥିଲେ। ଏହି ସମୟରେ ସେମାନେ ମାଓବାଦୀଙ୍କ ସହ ମୁହାଁମୁହିଁ ହୋଇଥିଲେ। କିଛି ଘଣ୍ଟା ଗୁଳି ବିନିମୟ ପରେ ୧୨ ମାଓବାଦୀ ନିହତ ହୋଇଥିଲେ। ସୈନିକମାନେ ଘଟଣାସ୍ଥଳରୁ AK-୪୭ ଏବଂ INSAS ରାଇଫଲ୍ ମଧ୍ୟ ମିଳିଛି । ତେବେ ବାରଜଣ ମାଓବାଦୀ ନିହତ ହେବା ଏକ ବଡ଼ ସଫଳତା କହିଲେ ଅତ୍ୟୁକ୍ତି ହେବ ନାହିଁ ।

ଏକ ସର୍ଚ୍ଚ ଅପରେସନ୍ ସମୟରେ ସକାଳ ପ୍ରାୟ ୫ଟାରୁ DRG ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ବର୍ତ୍ତମାନ ସୁଦ୍ଧା ସର୍ଚ୍ଚ ଅପରେସନ ଜାରି ରହିଛି । ବାରଜଣ ମାଓବାଦୀ ନିହତ ହୋଇଥିଲେ ହେଁ ବର୍ତ୍ତମାନ ସୁଦ୍ଧା ଦୁଇଜଣଙ୍କର ହିଁ ମୃତଦେହ ଉଦ୍ଧାର ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦ୍ରଶେଖର ରାଓଙ୍କ ଝିଅ କବିତାଙ୍କ ବଡ଼ ଘୋଷଣା, କହିଲେ ମୁଁ ମୋର ନିଜସ୍ୱ ଦଳ…

ନୂଆଦିଲ୍ଲୀ,୫।୧: ଭାରତ ରାଷ୍ଟ୍ର ସମିତିର ସଭାପତି କେ. ଚନ୍ଦ୍ରଶେଖର ରାଓଙ୍କ ଝିଅ ଏବଂ ତେଲେଙ୍ଗାନାର ଏମ୍ଏଲସି କବିତା ଆଜି ତେଲେଙ୍ଗାନା ବିଧାନ ପରିଷଦରେ ଏକ ଅତ୍ୟନ୍ତ...

କର୍ମଚାରୀ-ମିଲର ଅସାଧୁ ମେଣ୍ଟ, ଚାଷୀଙ୍କୁ ଶୋଷଣ ଅଭିଯୋଗରେ…

ଭଞ୍ଜନଗର,୫ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ବିଭିନ୍ନ ଧାନମଣ୍ଡିରେ ଚାଷୀମାନେ ଅନେକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ତେଣୁ ବିଭିନ୍ନ ସଂଗଠନ ପକ୍ଷରୁ ସୋମବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର...

ଜନଜାତି ସମ୍ମେଳନ: ପାରମ୍ପରିକ ବାଦ୍ୟଯନ୍ତ୍ରରେ ଦୁଲୁକିଲା ମଞ୍ଚ

ଦାରିଙ୍ଗବାଡ଼ି,୫ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଜାଗୃତି କାର୍ଯ୍ୟାଳୟ ପରିସର ମଧ୍ୟରେ ସୋମବାର ୨ ଦିନିଆ ଜନଜାତି ସମ୍ମେଳନ ଆରମ୍ଭ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥିଭାବେ...

ପ୍ରେମ ସମ୍ପର୍କକୁ ନେଇ ଗାଁରେ ଗୁଳିମାଡ଼ କଲେ ପ୍ରେମିକ, ଫେରାର ହୋଇଯିବା ବେଳେ ଗୋଡ଼ାଇ ଗୋଡ଼ାଇ…

ମୋହନା୫ା୧( ମନ୍ମଥ ମିଶ୍ର ): ପ୍ରେମ ସମ୍ପର୍କକୁ ନେଇ ଯୁବକକୁ ଗୁଳିମାଡ଼ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ଥାନା...

ମହାକୁମ୍ଭ ମୋନାଲିସାଙ୍କ ପରେ ମାଘ ମେଳାରେ ଭାଇରାଲ ହେଲେ ଆଉ ଜଣେ ଯୁବତୀ, ଜାଣନ୍ତୁ ସେ କିଏ…

ପ୍ରୟାଗରାଜ,୫।୧: ପ୍ରୟାଗରାଜରେ ସଙ୍ଗମ ନଦୀ କୂଳରେ ୨୦୨୬ ମାଘ ମେଳା ସମୟରେ ସୋସିଆଲ ମିଡିଆରେ ଜଣେ ଯୁବତୀ ଭାଇରାଲ ହୋଇଛନ୍ତି। ମହାରାଷ୍ଟ୍ରର ଜଳଗାଓଁ ଜିଲାର ଭୁସାୱଲର...

ଉନ୍ନୟନମୂଳକ ଯୋଜନାର ଶୁଭ ଉଦ୍‌ଘାଟନ କଲେ ବିଧାୟକ

କୁନ୍ଦୁରା,୫ା୧(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଅଧୀନରେ ରହିଥିବା ବିଭିନ୍ନ ପଞ୍ଚାୟତରେ ନୂତନ ଭାବେ ନିର୍ମିତ ଉନ୍ନୟନମୂଳକ ଯୋଜନାର ଶୁଭ ଉଦ୍‌ଘାଟନ କରିଛନ୍ତି କୋଟପାଡ଼...

ଭଡ଼ାରେ ପିକନିକ୍ ଗଲା ଆମ ବସ୍, ଭାଇରାଲ ହେଉଛି ଭିଡିଓ

ଭୁବନେଶ୍ବର,୪।୧: ରାଜଧାନୀ ଛାତି ଉପରେ ଆମ ବସ୍ ଦୁଇ ଦୁଇ ଥର ଦୁର୍ଘଟଣା ଘଟାଇବା ପରେ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ଖେଳିଯାଇଛି । ଏହାକୁ...

Post Officeର ଏହି ଜବରଦସ୍ତ ସ୍କିମ୍‌ରେ କରନ୍ତୁ ନିବେଶ: କେବଳ ସୁଧ ମିଳିବ ୬ ଲକ୍ଷରୁ ଅଧିକ

ନୂଆଦିଲ୍ଲୀ,୫।୧: ଦେଶରେ ଅନେକ ସରକାରୀ ଯୋଜନା ଚାଲିଛି। ଏଥିମଧ୍ୟରୁ ଗୋଟିଏ ହେଉଛି ପୋଷ୍ଟ ଅଫିସରେ ନିବେଶ। ପୋଷ୍ଟ ଅଫିସ ବିଭିନ୍ନ ପ୍ରକାରର ଯୋଜନା ପ୍ରଦାନ କରେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri