ଏକା ସାଙ୍ଗେ ଆଖିବୁଜିଦେଲେ ଦୁଇ ଭାଇ: ବାହୁନି ବାହୁନି କାନ୍ଦୁଛି …

ଭବାନୀପାଟଣା,୩ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ କଲମ ଗାଁରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗାଁ ମଣ୍ଡି ପାଖରେ ଅଟକି ରହିଥିବା ଏକ ଟ୍ରକ୍‌ ପଛରେ ପିଟିହୋଇ ବାଇକ୍‌ରେ ଆସୁଥିବା ୨ ଭାଇଙ୍କ ମୃତ୍ୟୁ ହୋଇଛି। ମୃତ ୨ ଭାଇ ହେଲେ ଟଙ୍କଧର ଶବର (୪୨) ଓ ବୈକୁଣ୍ଠ ଶବର (୩୮)। ମିଳିଥିବା ସୂଚନା ଅନୁଯାୟୀ, ଅପରାହ୍ନରେ ୨ ଭାଇ ଏକ ବାଇକ୍‌ରେ ନିଜ ଘରକୁ ଆସୁଥିବାବେଳେ ବାଟରେ ଅଟକିଥିବା ଏକ ଟ୍ରକ୍‌ ପଛରେ ପିଟି ହୋଇଯାଇଥିଲେ। ଗୁରୁତର ଅବସ୍ଥାରେ ଉଭୟଙ୍କୁ ଆମ୍ବୁଲାନ୍ସ ଯୋଗେ ଭବାନୀପାଟଣାସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ସେମାନଙ୍କ ମୃତ୍ୟୁ ଘଟିଛି। ଖବର ପାଇ ସ୍ଥାନୀୟ ପୋଲିସ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି। ଶନିବାର ମୃତଦେହ ବ୍ୟବଚ୍ଛେଦ କରାଯାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ପୋଲିସଠାରୁ ସୂଚନା ମିଳିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଏହି ଅଭୟାରଣ୍ୟକୁ ଆସିବେ ଦୁଇଟି ନୂଆ ବାଘ: ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଦେଲେ ସୂଚନା

ଭୁବନେଶ୍ୱର: ରାଜ୍ୟରେ ବାଘ ବଂଶ ବୃଦ୍ଧି ପାଇଁ ସରକାର ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ବରଗଡ଼ ଜିଲାସ୍ଥିତ ଦେବ୍ରୀଗଡ଼ ବନ୍ୟପ୍ରାଣୀ ଅଭୟାରଣ୍ୟକୁ ଖୁବଶୀଘ୍ର ଦୁଇଟି...

ସବ୍‌-ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତିି ଘଟଣା: ଚିଠିକୁ ନେଇ ବଢ଼ୁଛି ଅଡୁଆ

ପୁରୁଷୋତ୍ତମପୁର,୫।୧(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବ୍‌-ରେଜିଷ୍ଟ୍ରାର ଅଫିସରେ ଘଟିଥିବା ଜମି ଦୁର୍ନୀତି ଘଟଣାର କେବେ ଗୁମର ଫିଟିବ ସେ ନେଇ ଅଞ୍ଚଳବାସୀ ଚାହିଁ ବସିଥିବାବେଳେ...

AQI ବୃଦ୍ଧିକୁ ନେଇ ବାଲେଶ୍ବର ପାଇଁ ଜାରି ହେଲା ପ୍ରଦୂଷଣ କଟକଣା, ଆଗାମୀ ୭ ଦିନ ପାଇଁ ଗାଇଡ୍‌ଲାଇନ…

ବାଲେଶ୍ୱର,୫ା୧( ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାରେ ବର୍ତ୍ତମାନ ପ୍ରଦୂଷଣର ମାତ୍ରା ବୃଦ୍ଧି ପାଉଥିବା ବେଳେ ଜିଲ୍ଲାପାଳ ଗାଇଡ୍‌ଲାଇନ ଜାରି କରିଛନ୍ତି । GRAP ଷ୍ଟେଜ୍–II ମାର୍ଗଦର୍ଶିକା ଅନୁସାରେ,...

ଓଡ଼ିଶାରେ ଗର୍ଜିଲା S-400: ଅପରେଶନ ସିନ୍ଦୂରରେ ହଜାଇଥିଲା ପାକିସ୍ତାନ ନିଦ

ଭୁବନେଶ୍ୱର,୫ା୧: ଭାରତୀୟ ପ୍ରତିରକ୍ଷା କ୍ଷେତ୍ରରେ ସୋମବାର ଏକ ବଡ଼ ସଫଳତା ମିଳିଛି। ଓଡ଼ିଶା ଉପକୂଳସ୍ଥିତ ଅବଦୁଲ କଲାମ ଦ୍ବୀପରୁ ଅତ୍ୟାଧୁନିକ ଏୟାର ଡିଫେନ୍ସ ସିଷ୍ଟମ୍ S-400...

ମହିଳା ସହକର୍ମୀଙ୍କ ନାବାଳିକା ଝିଅଙ୍କୁ ବଳାତ୍କାର କଲେ ସରକାରୀ କର୍ମଚାରୀ, ଅଶ୍ଳୀଳ ଭିଡିଓ କରି କରୁଥିଲେ…

ଲକ୍ଷ୍ନୌ,୫।୧: ଉତ୍ତର ପ୍ରଦେଶରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଜଣେ ସରକାରୀ କର୍ମଚାରୀ ତାଙ୍କ ମହିଳା ସହକର୍ମୀଙ୍କ ୧୬ ବର୍ଷୀୟା ଝିଅକୁ ବଳାତ୍କାର କରିଥିବା...

ଆମେରିକାରେ ହେବାକୁ ଥିବା ସ୍ବତନ୍ତ୍ର ଅଲମ୍ପିକ୍ସ ସାଇକେଲିଂ ରେସରେ ଭାଗନେବେ ରାମ ବରିହା, ଅର୍ଥ ବାଧକ ସାଜିଥିବାରୁ…

ବଲାଙ୍ଗୀର, ୫।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସଇଁନ୍ତଳାସ୍ଥିତ ସ୍ବତନ୍ତ୍ର ଭିନ୍ନକ୍ଷମ ଆବାସିକ ବିଦ୍ୟାଳୟର ବୌଦ୍ଧିକ ଭିନ୍ନକ୍ଷମ ଛାତ୍ର ରାମ ବରିହା ବିଶ୍ୱସ୍ତରୀୟ ସ୍ବତନ୍ତ୍ର...

ସରକାରଙ୍କ ସହ ଆଲୋଚନା ବିଫଳ: ବଡ ନିଷ୍ପତ୍ତି ନେଲେ ମିଲର, ମୁଣ୍ଡରେ ହାତ ଦେଲେ ଚାଷୀ

ଭୁବନେଶ୍ୱର,୫ା୧: ରାଜ୍ୟରେ ସୃଷ୍ଟି ହୋଇପାରେ ଚାଉଳ ସଙ୍କଟ। ବିଭିନ୍ନ ଦାବିକୁ ନେଇ ରାଜ୍ୟ ସରକାରଙ୍କ ସହ ଚାଉଳ ମିଲର ସଂଘର ଆଲୋଚନା ବିଫଳ ହୋଇଛି। ଫଳରେ...

ଜିଲାର ବିଭିନ୍ନ ସମସ୍ୟା ନେଇ ମୁଖ୍ୟ ଶାସନସଚିବଙ୍କୁ ଭେଟିଲେ ବିଧାୟକ

ଗଜପତି,୫।୧(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ବିଧାୟକ ରୂପେଶ ପାଣିଗ୍ରାହୀ ସୋମବାର ଭୁବନେଶ୍ୱରସ୍ଥିତ ଲୋକସେବା ଭବନରେ ଓଡ଼ିଶା ସରକାରଙ୍କ ମୁଖ୍ୟ ଶାସନ ସଚିବ ଅନୁଗର୍ଗଙ୍କୁ ସାକ୍ଷାତ କରି ମୁଖ୍ୟଶାସନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri