ଆଜି ସୁନାରେ ସଜେଇ ହେବେ ଶ୍ରୀଜିଉ: ରତ୍ନସିଂହାସନରେ ଦିବ୍ୟ ଦୁର୍ଲଭ ଦର୍ଶନ

ପୁରୀ,୩।୧: ଆଜି ପୌଷ ପୂର୍ଣ୍ଣିମା। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ପୁଷ୍ୟାଭିଷେକ ନୀତି। ୧୦୮ ଗରା ଘିଅ ମିଶ୍ରିତ ଜଳରେ ଅଭିଷେକ ହେବେ ମହାପ୍ରଭୁ। ରତ୍ନସିଂହାସନରେ ଦିବ୍ୟ ଦୁର୍ଲଭ ସୁନାବେଶ ଦର୍ଶନ ଦେବେ ଶ୍ରୀଜିଉ। ବର୍ଷକୁ ମହାପ୍ରଭୁଙ୍କର ୫ ଥର ହୋଇଥାଏ ସୁନାବେଶ। ରତ୍ନ ସିଂହାସହନରେ ୪ ଥର, ରଥ ଉପରେ ଥରେ ସୁନାବେଶ ହୋଇଥାଏ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଏହି ଅଭୟାରଣ୍ୟକୁ ଆସିବେ ଦୁଇଟି ନୂଆ ବାଘ: ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଦେଲେ ସୂଚନା

ଭୁବନେଶ୍ୱର: ରାଜ୍ୟରେ ବାଘ ବଂଶ ବୃଦ୍ଧି ପାଇଁ ସରକାର ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ବରଗଡ଼ ଜିଲାସ୍ଥିତ ଦେବ୍ରୀଗଡ଼ ବନ୍ୟପ୍ରାଣୀ ଅଭୟାରଣ୍ୟକୁ ଖୁବଶୀଘ୍ର ଦୁଇଟି...

ସବ୍‌-ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତିି ଘଟଣା: ଚିଠିକୁ ନେଇ ବଢ଼ୁଛି ଅଡୁଆ

ପୁରୁଷୋତ୍ତମପୁର,୫।୧(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବ୍‌-ରେଜିଷ୍ଟ୍ରାର ଅଫିସରେ ଘଟିଥିବା ଜମି ଦୁର୍ନୀତି ଘଟଣାର କେବେ ଗୁମର ଫିଟିବ ସେ ନେଇ ଅଞ୍ଚଳବାସୀ ଚାହିଁ ବସିଥିବାବେଳେ...

AQI ବୃଦ୍ଧିକୁ ନେଇ ବାଲେଶ୍ବର ପାଇଁ ଜାରି ହେଲା ପ୍ରଦୂଷଣ କଟକଣା, ଆଗାମୀ ୭ ଦିନ ପାଇଁ ଗାଇଡ୍‌ଲାଇନ…

ବାଲେଶ୍ୱର,୫ା୧( ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାରେ ବର୍ତ୍ତମାନ ପ୍ରଦୂଷଣର ମାତ୍ରା ବୃଦ୍ଧି ପାଉଥିବା ବେଳେ ଜିଲ୍ଲାପାଳ ଗାଇଡ୍‌ଲାଇନ ଜାରି କରିଛନ୍ତି । GRAP ଷ୍ଟେଜ୍–II ମାର୍ଗଦର୍ଶିକା ଅନୁସାରେ,...

ପାଇପଲାଇନରୁ ONGC ଗ୍ୟାସ ଲିକ୍: ଅନେକ ସ୍ଥାନରେ ଲାଗିଲା ନିଆଁ, ଖାଲି ହେଲା ଗାଁ

ନୂଆଦିଲ୍ଲୀ,୫।୧: ଆନ୍ଧ୍ରପ୍ରଦେଶର କୋନାସୀମା ଜିଲାରେ ଏକ ଓଏନଜିସି ପାଇପଲାଇନରୁ ଭୟଙ୍କର ଗ୍ୟାସ ଲିକ୍ ହୋଇଛି । ମାଲିକିପୁରମ ମଣ୍ଡଳର ଇରୁସ୍ମାଣ୍ଡା ନିକଟରେ ଏହି ଗ୍ୟାସ ଲିକ୍...

ଆମେରିକାରେ ହେବାକୁ ଥିବା ସ୍ବତନ୍ତ୍ର ଅଲମ୍ପିକ୍ସ ସାଇକେଲିଂ ରେସରେ ଭାଗନେବେ ରାମ ବରିହା, ଅର୍ଥ ବାଧକ ସାଜିଥିବାରୁ…

ବଲାଙ୍ଗୀର, ୫।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସଇଁନ୍ତଳାସ୍ଥିତ ସ୍ବତନ୍ତ୍ର ଭିନ୍ନକ୍ଷମ ଆବାସିକ ବିଦ୍ୟାଳୟର ବୌଦ୍ଧିକ ଭିନ୍ନକ୍ଷମ ଛାତ୍ର ରାମ ବରିହା ବିଶ୍ୱସ୍ତରୀୟ ସ୍ବତନ୍ତ୍ର...

ସରକାରଙ୍କ ସହ ଆଲୋଚନା ବିଫଳ: ବଡ ନିଷ୍ପତ୍ତି ନେଲେ ମିଲର, ମୁଣ୍ଡରେ ହାତ ଦେଲେ ଚାଷୀ

ଭୁବନେଶ୍ୱର,୫ା୧: ରାଜ୍ୟରେ ସୃଷ୍ଟି ହୋଇପାରେ ଚାଉଳ ସଙ୍କଟ। ବିଭିନ୍ନ ଦାବିକୁ ନେଇ ରାଜ୍ୟ ସରକାରଙ୍କ ସହ ଚାଉଳ ମିଲର ସଂଘର ଆଲୋଚନା ବିଫଳ ହୋଇଛି। ଫଳରେ...

ଜିଲାର ବିଭିନ୍ନ ସମସ୍ୟା ନେଇ ମୁଖ୍ୟ ଶାସନସଚିବଙ୍କୁ ଭେଟିଲେ ବିଧାୟକ

ଗଜପତି,୫।୧(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ବିଧାୟକ ରୂପେଶ ପାଣିଗ୍ରାହୀ ସୋମବାର ଭୁବନେଶ୍ୱରସ୍ଥିତ ଲୋକସେବା ଭବନରେ ଓଡ଼ିଶା ସରକାରଙ୍କ ମୁଖ୍ୟ ଶାସନ ସଚିବ ଅନୁଗର୍ଗଙ୍କୁ ସାକ୍ଷାତ କରି ମୁଖ୍ୟଶାସନ...

ଲୋକ ଭବନ ଉଦ୍ୟାନକୁ କିଭଳି ଯିବେ ଜାଣନ୍ତୁ…

ଭୁବନେଶ୍ୱର,୫ା୧: ଆସନ୍ତା ୧୦ରୁ ୨୦ ତାରିଖ ପର୍ଯ୍ୟନ୍ତ ସାଧାରଣ ଲୋକଙ୍କ ଲାଗି ଲୋକ ଭବନ ଉଦ୍ୟାନ ଖୋଲିବ। ସ୍କୁଲ୍‌ ଛାତ୍ରୀଛାତ୍ରଙ୍କ ପାଇଁ ସକାଳ ୮ଟା ୩୦ରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri