ନୂତନ ବର୍ଷ ଠାରୁ ଉଦ୍ୟାନ ବିଭାଗରେ ଝୁଲୁଛି ତାଲା: କାହା କଥାରେ ରହୁନି ତାଳ ମେଳ

ପରଜଙ୍ଗ,୩।୧(ନିଗନନ୍ଦ ଦଳବେହେରା):ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ମୁଖ୍ୟାଳୟ ଠାରୁ ୨ କିମି ଦୂର ୫୩ ନଂ ଜାତୀୟ ରାଜପଥ ପାର୍ଶ୍ୱ ହାତିଲୁଚାଣି ଛକ ନିକଟରେ ଦୀର୍ଘବର୍ଷ ହେବ ଏକ ନୂତନ କୋଠା ନିର୍ମାଣ କରାଯାଇ ସେଠାରେ ସରକାରଙ୍କ ତରଫରୁ ଏକ ଉଦ୍ୟାନ ବିଭାଗ ଖୋଲାଯାଇଛି। ତେବେ ଏହି କାର୍ଯ୍ୟାଳୟରେ କୌଣସି ମୌଳିକ ସୁବିଧା ଚାଷୀମାନଙ୍କୁ ମିଳୁନାହିଁ। ଚାଷୀମାନେ ଯେତେବେଳେ ଉକ୍ତ କାର୍ଯ୍ୟାଳୟକୁ ଆସିଲେ ନାଁ ଅଛନ୍ତି କର୍ମଚାରୀ ନାଁ ରହୁଛନ୍ତି ଅଧିକାରୀ। ଫଳରେ ଚାଷୀ ମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ବେଳେ କୌଣସି ଉପକୃତ ହୋଇପାରୁନାହାଁନ୍ତି। ଯାହାକି ସାଧାରଣରେ ଅସନ୍ତୋଷ ବୃଦ୍ଧି ପାଇଛି। ଉକ୍ତ କାର୍ଯ୍ୟାଳୟରେ ନିଓଜିତ ସହକାରୀ ଉଦ୍ୟାନ ବିଭାଗ ଅଧିକାରୀ ଅମିୟ ସ୍ବାଇଁଙ୍କୁ ପଚାରିବାରୁ ସେ ଛୁଟିରେ ଅଛନ୍ତି। କହୁଥିବା ବେଳେ ଉଦ୍ୟାନ ବିଭାଗ ସମ୍ପ୍ରସାରଣ ଅଧିକାରୀ ସୁକଦେବ ମହନ୍ତ କୁହନ୍ତି ବାବୁ କାର୍ଯ୍ୟାଳୟରେ ଅଛନ୍ତି ମୁଁ ଘରେ ଅଛି। ଯାହାକି ଉଭୟଙ୍କ କଥାର ତାଳ ମେଳ ରହୁନାହିଁ । ମାତ୍ର ପ୍ରକୃତରେ ଉଭୟ କର୍ମଚାରୀ କାର୍ଯ୍ୟାଳୟକୁ ତାଲା ପକାଇ ନୂତନ ବର୍ଷଠାରୁ ଘରେ ରହୁଥିବା ଜଣାପଡିଛି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ବିପଦମୁକ୍ତ ଭବିଷ୍ୟତ ଗଠନରେ ନାଗରିକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ’

ଦିଗପହଣ୍ଡି,୬।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମହିଳା କଲେଜ ପରିସରରେ ମଙ୍ଗଳବାର ପରିବେଶ ଆଇନ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି।...

ଏବିଡିଓଙ୍କ ନାମରେ ସଙ୍ଗୀନ ଅଭିଯୋଗ: ବିବାହ ପ୍ରମାଣପତ୍ର ପାଇଁ…

ଛତ୍ରପୁର/ପୁରୁଷୋତ୍ତମପୁର,୬।୧( ଦିଲ୍ଲୀପ ସାମଲ /ସବିତା ମିଶ୍ର): ପଇସା ଦିଅ ସାର୍ଟିଫିକେଟ ନିଅ। ଏପରି ସଙ୍ଗୀନ ଅଭିଯୋଗ ଆସିଛି ଗଞ୍ଜାମ ଜିଲା ପୁରୁଷୋତ୍ତପୁର ଏବିଡିଓଙ୍କ ନାମରେ। ଏନେଇ...

ବ୍ଲକ କାର୍ଯ୍ୟାଳୟରେ ତାଲା ପକାଇ ଧାରଣାରେ ବସିଲା ସରପଞ୍ଚ ସଂଘ, ଭାଜପା ନେତାଙ୍କ ସମେତ ୧୭ ଜଣଙ୍କୁ ଗିରଫ କରା ନଗଲେ…

ରାଜନଗର,୬ା୧(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକରେ ନୂଆ କରି ବିଡିଓ ଭାବରେ ଯୋଗ ଦେଇଥିବା ତିଳୋତ୍ତମା ପୃଷ୍ଟିଙ୍କୁ ରାଜନଗର ଭାଜପା ନେତା ଲଳିତ ବେହେରା...

୨୦୨୬କୁ ନେଇ ବାବା ଭେଙ୍ଗାଙ୍କ ଭୟଙ୍କର ଚେତାବନୀ, ୩ୟ ବିଶ୍ୱଯୁଦ୍ଧରେ ଛାରଖାର ହୋଇଯିବ ବିଶ୍ୱ!

ବାବା ଭାଙ୍ଗାଙ୍କ ନାମ ଉଲ୍ଲେଖ ବିଶ୍ୱବ୍ୟାପୀ ଚିନ୍ତାକୁ ଆକର୍ଷିତ କରୁଛି। ୨୦୨୬ ବର୍ଷ ପାଇଁ ତାଙ୍କର କଥିତ ଭବିଷ୍ୟବାଣୀ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଏହି...

ଜନଜାତିଙ୍କ ସମ୍ମେଳନ -୨୦୨୬ ଉଦ୍‌ଯାପିତ: ମୁଖ୍ୟ ଅତିଥିଭାବେ ଯୋଗଦେଇ ପ୍ରକଳ୍ପ ପ୍ରଶାସକ କହିଲେ ପୁଣି ଜଙ୍ଗଲକୁ ବୃଦ୍ଧି କରି…

ଦାରିଙ୍ଗବାଡି, ୬।୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି କାର୍ଯ୍ୟାଳୟ ପରିସର ମଧ୍ୟରେ ସୋମବାର ୨ ଦିନିଆ ଜନଜାତି ସମ୍ମେଳନ ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି।...

ରାହୁଲ ଦ୍ରାବିଡ଼ଙ୍କୁ ପଛରେ ପକାଇଲେ ଷ୍ଟିଭ୍ ସ୍ମିଥ, ଏବେ ନଜର ଡନ୍ ବ୍ରାଡମ୍ୟାନ୍‌ଙ୍କ ରେକର୍ଡ ଉପରେ

ନୂଆଦିଲ୍ଲୀ,୬।୧: ଅଷ୍ଟ୍ରେଲିଆର ଷ୍ଟାର ବ୍ୟାଟର ଅଧିନାୟକ ଷ୍ଟିଭ୍ ସ୍ମିଥ୍ ଟେଷ୍ଟ କ୍ରିକେଟରେ ଏକ ନୂତନ ଇତିହାସ ରଚିଛନ୍ତି। ମେଲବର୍ଣ୍ଣଠାରେ ଚାଲିଥିବା ଆସେସ୍ ସିରିଜର ଚତୁର୍ଥ ଟେଷ୍ଟରେ...

ଭାରତର ଏହି ଟ୍ରେନରେ ଯାତ୍ରା କରିବା ସମ୍ପୂର୍ଣ୍ଣ ମାଗଣା! ଜାଣନ୍ତୁ କେଉଁ ରୁଟ୍‌…

ବର୍ଷେ ନୁହେଁ କି ଦୁଇ ବର୍ଷ ନୁହେଁ, ଦୀର୍ଘ ୭୫ ବର୍ଷ ହେବ ଭାରତର ଏକ ଟ୍ରେନ ଯାତ୍ରୀମାନଙ୍କୁ ମାଗଣା ସେବା ଯୋଗାଇ ଆସୁଛି ।...

ମୀନ ରାଶିରେ ଶନି-ଶୁକ୍ରଙ୍କ ମିଳନ, ୩ ରାଶିଙ୍କ ଭାଗ୍ୟରେ ଗୁପ୍ତଧନ!

ଶନି ଏବଂ ଶୁକ୍ର, ଉଭୟ ଶକ୍ତିଶାଳୀ ଗ୍ରହ, ବହୁ ବର୍ଷ ପରେ 2026 ରେ ଏକ ସଂଯୋଗ ସୃଷ୍ଟି କରିବେ, ଅର୍ଥାତ ସେମାନେ ଗୋଟିଏ ରାଶିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri