ଟ୍ରେନ୍‌ରେ କଟିଗଲେ ଯୁବକ, ରେଳଧାରଣାରେ ୨ ଗଡ଼ ହୋଇ ପଡ଼ିଛି ମୃତଦେହ

କେସିଙ୍ଗା,୫ା୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ଓ୍ବାର୍ଡ ନଂ ୬ ଏମ୍‌ଇ ସ୍କୁଲପଡ଼ାର ନେପାଳ ମାଝୀ(୨୦) ନାମକ ଜଣେ ଯୁବକ ଟ୍ରେନ୍‌ରେ କଟି ସୋମବାର ସକାଳେ ମୃତ୍ୟୁବରଣ କରିଛନ୍ତି । ସମ୍ବଲପୁର ଡିଭିଜନ ଅନ୍ତର୍ଗତ କାଣ୍ଡେଲ ରୋଡ୍‌ ରେଳ ଷ୍ଟେଶନରୁ ୧ କିମି ଦୂରରେ ଟ୍ରେନ୍‌ରେ କଟି ୨ ଗଡ଼ ହୋଇଯାଇଛି ନୋପାଳଙ୍କ ମୃତଦେହ। ବର୍ତ୍ତମାନ ସୁଦ୍ଧା ଟିଟିଲାଗଡ଼ ରେଲଓ୍ବେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି। କାହିଁକି ଯୁବକ ଜଣକଙ୍କର ମୃତ୍ୟୁ ଘଟିଛି ତାହାର ତଦନ୍ତ ଆରମ୍ଭ କରିଛି। ଟିଟିଲାଗଡ଼ ରେଲଓ୍ବେ ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଥିବାବେଳେ ପରିବାର ଲୋକେ ମଧ୍ୟ  ପହଞ୍ଚିଛନ୍ତି।
ଏ ସଂକ୍ରାନ୍ତରେ ଏଏସ୍‌ଆଇ କେ.ବି.ଶ୍ରୀନିବାସ ରାଓଙ୍କୁ ପଚାରିବାରୁ ତଦନ୍ତ ଚାଲିଛି। ମୃତଦେହ ବ୍ୟବଚ୍ଛେଦ ପରେ ପ୍ରକୃତ କଥା ଜଣାପଡ଼ିବ ବୋଲି ପ୍ରକାଶ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ଅପାରଗତାରେ ଭାଜପା ଦେଶରେ ୧ ନମ୍ବର’

ଭୁବନେଶ୍ୱର, ୭।୧(ସୁନିତ୍‌ ମିଶ୍ର): ବାଣପୁରରେ ଆଦର୍ଶ ବିଦ୍ୟାଳୟ ଭିତ୍ତିପ୍ରସ୍ତର ସ୍ଥାପନ ସଭାରେ ଉଦ୍‌ବୋଧନ ଦେବା ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବ ସରକାରରେ ୫-ଟି...

ଓଡ଼ିଶାର ‘କାଶ୍ମୀର’ରେ ସାଇକେଲ୍ ଧରି ବୁଲୁଛନ୍ତି ଜର୍ମାନ ଦମ୍ପତି, ବିଭୋର କରୁଛି ପ୍ରାକୃତିକ ସୌନ୍ଦର୍ଯ୍ୟ

ଦାରିଙ୍ଗବାଡି,୭।୧: କନ୍ଧମାଳ ଜିଲାର ପାହାଡ଼ିଆ ଅଞ୍ଚଳ ଦାରିଙ୍ଗବାଡ଼ି, ଯାହାକୁ ‘ଓଡ଼ିଶାର କାଶ୍ମୀର’ କୁହାଯାଏ, ସେଠାରେ ଏବେ ଜର୍ମାନୀର ଏକ ପର୍ଯ୍ୟଟକ ଦମ୍ପତି ସାଇକେଲ ଯାତ୍ରାର ମଜା...

ଏକତରଫା ପ୍ରେମ: ବିବାହ ପରେ ବି ଯୁବତୀଙ୍କୁ ଜୋର କରି ଉଠାଇ ବନ୍ଦି କରି ରଖିଥିଲେ, ଯୁବକଙ୍କୁ…

ମୋହନା, ୭ା୧(ମନ୍ମଥ ମିଶ୍ର)- ପ୍ରେମ ସମ୍ପର୍କକୁ ନେଇ ଗଜପତି ଜିଲା ମୋହନାରେ ହୋଇଥିବା ଗୁଳିକାଣ୍ଡ ଘଟଣାରେ ମୋହନା ପୋଲିସ ଜଣେ ଯୁବକଙ୍କୁ ଚନ୍ଦ୍ରଗିରିରୁ ଗିରଫ କରିଛି।...

୧୮୨ କେଜି ଭାଙ୍ଗ ଜବତ କଲା ଅବକାରୀ ବିଭାଗ; ଜେଲ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୭।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଅବକାରୀ ଷ୍ଟ୍ରାଇକିଂ ଫୋର୍ସ ଏବଂ ଦିଗପହଣ୍ଡି ଅବକାରୀ ବିଭାଗ ପକ୍ଷରୁ ବୁଧବାର ଦିଗପହଣ୍ଡି ବ୍ଳକର ପୃଥକ ସ୍ଥାନରେ...

Makar Sankranti ୨୦୨୬: ମକର ସଂକ୍ରାନ୍ତିରୁ ମହାଲକ୍ଷ୍ମୀ ରାଜଯୋଗ, ଏହି ୪ ରାଶିର ବ୍ୟକ୍ତି…

ମକର ସଂକ୍ରାନ୍ତି ହେଉଛି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ହିନ୍ଦୁ ପର୍ବ ମଧ୍ୟରୁ ଗୋଟିଏ, ଯାହା ପ୍ରକୃତି ଏବଂ ବ୍ରହ୍ମାଣ୍ଡର ପରିବର୍ତ୍ତନର ପ୍ରତୀକ। ଏହି ପର୍ବ ବିଶ୍ୱରେ ପ୍ରାକୃତିକ...

kathua Encounter: ଜମ୍ମୁ-କାଶ୍ମୀରର କଠୁଆରେ ଏନକାଉଣ୍ଟର, ଫସି ରହିଛନ୍ତି…

ନୂଆଦିଲ୍ଲୀ,୭।୧: ଜମ୍ମୁ କାଶ୍ମୀରର ଜମ୍ମୁ ଡିଭିଜନର କଠୁଆ ଜିଲ୍ଲାରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏକ ଏନକାଉଣ୍ଟର ହୋଇଛି । ବିଲ୍ଲାୱାର ଅଞ୍ଚଳର କାମଦ...

ବସ୍‌ରେ ଚଢ଼ିବା ବେଳେ ଭ୍ୟାନିଟିରୁ ଲୁଟିନେଲେ ୩୦ ଲକ୍ଷର ସୁନାଗହଣା, ଥାନାରେ ପହଞ୍ଚିଲେ…

ଦିଗପହଣ୍ଡି,୭।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ପୋଡ଼ାମାରି ରୋଡ଼ ଦାମୋଦର ନଗର ୨ୟ ଲେନରେ ରହୁଥିବା ଭୀଷ୍ମଗିରି ଗ୍ରାମର ଇ.ସସ୍ମିତା ପାତ୍ରଙ୍କ ଭ୍ୟାନିଟି...

ଆୟୁଷ୍ମାନ କାର୍ଡରେ ୧୫ ଲକ୍ଷର ଚିକିତ୍ସା କରାଯାଇପାରିବ କି? ମନରେ ଦ୍ୱନ୍ଦ୍ୱକୁ କରନ୍ତୁ ଦୂର…

ନୂଆଦିଲ୍ଲୀ,୭।୧: ସରକାର ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (PM-JAY)ର ପରିସରକୁ ବଢ଼ାଇ ୭୦ ବର୍ଷ ଏବଂ ତା’ଠାରୁ ଅଧିକ ବୟସ୍କ ସମସ୍ତ ବରିଷ୍ଠ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri