ଆମ ବସରେ ନିଜେ ଯାଇ ସ୍ଥିତି ପରଖିଲେ ପରିବହନ କମିଶନର, କହିଲେ ବିଳମ୍ବ ହେଲେବି ବେଗ….

ଭୁବନେଶ୍ୱର,୫ା୧: ଆମ ବସ୍ ଦୁର୍ଘଟଣା ପରେ ଆକ୍ସନ ମୋଡକୁ ଆସିଛି ପରିବହନ ବିଭାଗ । ସାରା ରାଜ୍ୟରେ ମୋ ବସ୍ ଡ୍ରାଇଭରଙ୍କୁ ଯାଞ୍ଚ କରାଯାଉଥିବା ବେଳେ ଆଜି ଆମ ବସ୍‌ରେ ନିଜେ ଯାଇ ସ୍ଥିତି ପରଖିଲେ ପରିବହନ କମିଶନର ।

ଆଜି ସେ ମୋ ବସରେ ଚଢି ଯାତ୍ରୀମାନଙ୍କ ସହ ଯାତ୍ରା କରି ପ୍ରତ୍ୟକ୍ଷ ଭାବେ ଆଲୋଚନା କଲେ । ଧାର୍ଯ୍ୟ ସମୟରେ ପହଞ୍ଚିବାରେ ବିଳମ୍ବ ହେଲେ ବି ଗାଡ଼ିର ବେଗ ବୃଦ୍ଧି ନକରି କମ୍ ରଖିବା ପାଇଁ ପରାମର୍ଶ ଦେଇଛନ୍ତି । ତେବେ ବସରେ ଯାତ୍ରା କରୁଥିବା ସମୟରେ ବରିଷ୍ଠ ନାଗରିକ କେଉଁ ପ୍ରକାର ସମସ୍ୟାର ସାମ୍ନା କରୁଛନ୍ତି ସେନେଇ ମଧ୍ୟ ପଚାରି ବୁଝିଛନ୍ତି । ଆଗକୁ ଆହୁରି ସୁଧାର ପାଇଁ ପଦକ୍ଷେପ ନିଆଯିବ ବୋଲି କମିଶନର କହିଛନ୍ତି ।

ବାରମ୍ବାର ଆମ୍ ବସ୍ ଦୁର୍ଘଟଣା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଚିନ୍ତା ପ୍ରକଟ କରିଥିଲେ । ଆମ ବସେ ଚାଳକଙ୍କ ଦକ୍ଷତା ବୃଦ୍ଧି ଉପରେ ଗୁରୁତ୍ବାରୋପ କରିଥିବା ପରେ ପରିବହନ ବିଭାଗ ଏଦିଗରେ ଆବଶ୍ୟକ ପଦକ୍ଷେପ ନେଇଛି । ନିୟମିତ ଚାଳକଙ୍କ ପ୍ରଶିକ୍ଷଣ ଏବଂ ଗାଡ଼ି ଫିଟନେସ ଯାଞ୍ଚ କରାଯାଉଛି । ଚାଳକଙ୍କୁ ଫୁଙ୍କାଇ ଫିଟନେସ କରିଯାଉଛି । ଏହାରି ଭିତରେ ଆଜି ଆମ ବସ୍ ଯାଇ ସ୍ଥିତି ପରିଖିଛନ୍ତି କମିଶନର ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ଅପାରଗତାରେ ଭାଜପା ଦେଶରେ ୧ ନମ୍ବର’

ଭୁବନେଶ୍ୱର, ୭।୧(ସୁନିତ୍‌ ମିଶ୍ର): ବାଣପୁରରେ ଆଦର୍ଶ ବିଦ୍ୟାଳୟ ଭିତ୍ତିପ୍ରସ୍ତର ସ୍ଥାପନ ସଭାରେ ଉଦ୍‌ବୋଧନ ଦେବା ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବ ସରକାରରେ ୫-ଟି...

ଏକତରଫା ପ୍ରେମ: ବିବାହ ପରେ ବି ଯୁବତୀଙ୍କୁ ଜୋର କରି ଉଠାଇ ବନ୍ଦି କରି ରଖିଥିଲେ, ଯୁବକଙ୍କୁ…

ମୋହନା, ୭ା୧(ମନ୍ମଥ ମିଶ୍ର)- ପ୍ରେମ ସମ୍ପର୍କକୁ ନେଇ ଗଜପତି ଜିଲା ମୋହନାରେ ହୋଇଥିବା ଗୁଳିକାଣ୍ଡ ଘଟଣାରେ ମୋହନା ପୋଲିସ ଜଣେ ଯୁବକଙ୍କୁ ଚନ୍ଦ୍ରଗିରିରୁ ଗିରଫ କରିଛି।...

Makar Sankranti ୨୦୨୬: ମକର ସଂକ୍ରାନ୍ତିରୁ ମହାଲକ୍ଷ୍ମୀ ରାଜଯୋଗ, ଏହି ୪ ରାଶିର ବ୍ୟକ୍ତି…

ମକର ସଂକ୍ରାନ୍ତି ହେଉଛି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ହିନ୍ଦୁ ପର୍ବ ମଧ୍ୟରୁ ଗୋଟିଏ, ଯାହା ପ୍ରକୃତି ଏବଂ ବ୍ରହ୍ମାଣ୍ଡର ପରିବର୍ତ୍ତନର ପ୍ରତୀକ। ଏହି ପର୍ବ ବିଶ୍ୱରେ ପ୍ରାକୃତିକ...

kathua Encounter: ଜମ୍ମୁ-କାଶ୍ମୀରର କଠୁଆରେ ଏନକାଉଣ୍ଟର, ଫସି ରହିଛନ୍ତି…

ନୂଆଦିଲ୍ଲୀ,୭।୧: ଜମ୍ମୁ କାଶ୍ମୀରର ଜମ୍ମୁ ଡିଭିଜନର କଠୁଆ ଜିଲ୍ଲାରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏକ ଏନକାଉଣ୍ଟର ହୋଇଛି । ବିଲ୍ଲାୱାର ଅଞ୍ଚଳର କାମଦ...

ଆୟୁଷ୍ମାନ କାର୍ଡରେ ୧୫ ଲକ୍ଷର ଚିକିତ୍ସା କରାଯାଇପାରିବ କି? ମନରେ ଦ୍ୱନ୍ଦ୍ୱକୁ କରନ୍ତୁ ଦୂର…

ନୂଆଦିଲ୍ଲୀ,୭।୧: ସରକାର ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (PM-JAY)ର ପରିସରକୁ ବଢ଼ାଇ ୭୦ ବର୍ଷ ଏବଂ ତା’ଠାରୁ ଅଧିକ ବୟସ୍କ ସମସ୍ତ ବରିଷ୍ଠ...

ଯୁବକଙ୍କ ଉନ୍ମତ୍ତ କାଣ୍ଡ, ବାପା ଓ ପଡୋଶୀକୁ ହାଣି ହତ୍ୟା

ବାରିପଦା, ୭।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା କରଞ୍ଜିଆ ବ୍ଲକ କୁଶପଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ପୁଅର ଆକ୍ରମଣରେ ବାପା ସହ...

ଆଟଲାଣ୍ଟିକ ମହାସାଗରରେ ଯୁଦ୍ଧ ପରିସ୍ଥିତି: ରୁଷିଆ ପତକା ଲାଗିଥିବା ତେଲ ଟ୍ୟାଙ୍କର୍‌କୁ ଜବତ କଲା ଆମେରିକା, ଏସ୍କଟ୍‌ କରୁଥିଲା ମସ୍କୋ! 

ଓ୍ବାଶିଂଟନ,୭।୧: ଭେନେଜୁଏଲା ବିରୁଦ୍ଧରେ ସାମରିକ କାର୍ଯ୍ୟାନୁଷ୍ଠାନ ପରେ ଆମେରିକା ଏବେ ଆଟଲାଣ୍ଟିକ ମହାସାଗରରେ ରୁଷୀୟ ପତାକାଯୁକ୍ତ ଏକ ତୈଳ ଟ୍ୟାଙ୍କର ‘ମାରିନେରା’କୁ ଜବତ କରିଛି। ଆମେରିକୀୟ...

ପିୟୁଷଙ୍କୁ କୋର୍ଟ ଝଟକା, ମଞ୍ଚ ଚଢ଼ିବା ବାରଣ

କଟକ,୭ା୧: ଚର୍ଚ୍ଚିତ ଖଳନାୟକ ତଥା ଅଭିନେତା ପୀୟୂଷ ତ୍ରିପାଠୀଙ୍କୁ କୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଏକ ଯାତ୍ରା ପାର୍ଟି ସହିତ ଚୁକ୍ତି ଖିଲାପ ଅଭିଯୋଗ ମାମଲାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri