ପାଣିର ସଦୁପଯୋଗ କରିବାକୁ ଚାଷୀଙ୍କୁ ଗୁରୁମନ୍ତ୍ର

କେସିଙ୍ଗା,୬।୧(ତୁମେଶ୍ୱର ସାହୁ ): କଳାହାଣ୍ଡି ଜଲା କେସିଙ୍ଗା ବ୍ଲକ ଅଧୀନ କନ୍ତେଶିର ଗ୍ରାମ ସ୍ଥିତ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ପରିସରରେ ବିଭାଜନ ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ୨୦୨୬ ପାଳିତ ହୋଇଯାଇଛି। ସଭାପତି ତଥା ଅଧିକ୍ଷଣ ଯନ୍ତ୍ରୀ କ୍ଷୁଦ୍ର ଜଳସେଚନ ବିଭାଜନ କଳାହାଣ୍ଡି ଇ.ସରୋଜ ସାଙ୍କ ସଭାପତିତ୍ୱରେ ସଭା କାର୍ଯ୍ୟ ଅନୁଷ୍ଠିତ ହୋଇଥିଲା।

ମହାପ୍ରଭୁ ଜଗନ୍ନାଥଙ୍କ ଫଟୋ ଚିତ୍ରରେ ପ୍ରଦୀପ ପ୍ରଜ୍ବଳନ କରି ପୂଜାର୍ଚ୍ଚନା କରି ସଭା କାର୍ଯ୍ୟ ଆରମ୍ଭ କରାଯାଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ଜିଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂ ଦେଓ ଯୋଗଦେଇ। ସମ୍ମାନିତ ଅତିଥି ଭାବେ ଏମ୍‌.ରାମପୁର ସହ ନିର୍ବାହୀ ଯନ୍ତ୍ରୀ ଜୀତେନ୍ଦ୍ର କ୍ଷେସ, ଜୟପାଟଣା ସହ ନିର୍ବାହୀ ଯନ୍ତ୍ରୀ ତପନ କୁମାର ଦାସ, ଭବାନୀପାଟଣା ସହ ନିର୍ବାହୀ ଯନ୍ତ୍ରୀ ପ୍ରିୟଙ୍କା ଚୋଧୂରୀ ପ୍ରମୁଖ ଅତିଥିମାନେ ଯୋଗଦେଇ ଥିଲେ। ବିଭିନ୍ନ ପାଣି ପଞ୍ଚାୟତର ସଭାପତି, ସମ୍ପାଦକ ଏବଂ କୃଷକ ଅଂଶ ଗ୍ରହଣ କରିଥିଲେ।

ଏହି ବିଭାଜନ ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନରେ ଅଧିକ୍ଷଣ ଯନ୍ତ୍ରୀ କ୍ଷୁଦ୍ର ଜଳସେଚନ ବିଭାଜନ କଳାହାଣ୍ଡି ଇ.ସରୋଜ ଶା ପାଣିର ସଦୁପଯୋଗ କରିବା ସହ ପାଣି ପଞ୍ଚାୟତର ମୁଖ୍ୟ ଉଦ୍ଦେଶ୍ୟ ଏବଂ ଲକ୍ଷ ଉପରେ ଆଲୋକପାତ କରିଥିଲେ।

ଅତିଥି ଭାବେ ମଞ୍ଚାସିନ ଥିବା ଯନ୍ତ୍ରୀମାନେ ନିଜସ୍ବ ମତ ପ୍ରକାଶ କରିଥିଲେ। ଏହି ଅବସରରେ ପାଣି ପଞ୍ଚାୟତର ସଦସ୍ୟମାନେ ନିଜ ନିଜର ପାଣି ପଞ୍ଚାୟତର ବିଭିନ୍ନ ସମସ୍ୟା ଏବଂ ଏହାର ସମାଧାନ ନେଇ ଦାବି ଉପସ୍ଥାପନା କରିଥିଲେ।

କେସିଙ୍ଗା କ୍ଷୁଦ୍ର ଜଳ ସେଚନର ସହକାରୀ ଯନ୍ତ୍ରୀ ଜଗମୋହନ ନାଏକଙ୍କ ନେତୃତ୍ୱରେ ସ୍କୁଲର ଛାତ୍ରୀଛାତ୍ରଙ୍କୁ ନେଇ ଏକ ପ୍ରତିଯୋଗିତା କରାଯାଇଥିଲା। କୃତି ଛାତ୍ରୀଛାତ୍ରଙ୍କୁ ଅତିଥିମାନେ ପୁରସ୍କାର ପ୍ରଦାନ କରିଥିଲେ। ମଞ୍ଚ ପରିଚାଳନା କରିଥିଲେ ସୁଧୀର ନାଏକ। ଉପସ୍ଥିତ ସମସ୍ତ ଚାଷୀ ଓ ଅଧିକାରୀମାନେ ସହ ଭାଗୀ ଜଳସେଚନପରିଚାଳନା ଉପରେ ଶପଥ ପାଠ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଝାଡ଼ଖଣ୍ଡରରେ ଚାଞ୍ଚଲ୍ୟ: ଗୋରୁ ଚୋରି ଅଭିଯୋଗରେ ମୁସଲମାନ ଯୁବକଙ୍କୁ ପିଟି ହତ୍ୟା

ରାଞ୍ଚି,୮ା୧: ଝାଡ଼ଖଣ୍ଡର ଗୋଡା ଜିଲାରେ ଗୋରୁ ଚୋରି ସନ୍ଦେହରେ ଜଣେ ୪୫ ବର୍ଷୀୟ ମୁସଲମାନ ଯୁବକଙ୍କୁ ପିଟି ହତ୍ୟା କରାଯାଇଛି। ପୋରାୟାହାଟ ଥାନା ଅନ୍ତର୍ଗତ ମାତିହାନି...

ସ୍ତ୍ରୀ, ୨ ଝିଅଙ୍କୁ ହତ୍ୟାକରି ନିଜ ଜୀବନ ହାରିଲେ ବ୍ୟବସାୟୀ

ଚଣ୍ଡିଗଡ଼,୮ା୧: ପଞ୍ଜାବର ଫିରୋଜପୁରରେ ଗୋଟିଏ ପରିବାରର ୪ ଜଣଙ୍କ ମୃତଦେହ ଘରୁ ଉଦ୍ଧାର ହୋଇଛି। ପରିବାରର ମୁଖ୍ୟ ଅମନଦୀପ୍‌ ସିଂ ଜଣେ ବ୍ୟବସାୟୀ। ସେ ଏକ...

ଶୀତ ମହୋତ୍ସବ:ପ୍ରଥମ ଦିନରେ କଳାହାଣ୍ଡି କଟପ୍ପାଙ୍କ ପାରମ୍ପରିକ ନୃତ୍ୟ-ଶୋଭାଯାତ୍ରାରେ ଦର୍ଶକ ମୁଗ୍ଧ

ଦାରିଙ୍ଗବାଡି, ୮।୧ (ଅରୁଣ ସାହୁ ): ବହୁ ପ୍ରତିକ୍ଷିତ ଶୀତ ମହୋତ୍ସବ -୨୦୨୬ ଗୁରୁବାର ଉଦଘାଟିତ ହୋଇଯାଇଛି । କାର୍ଯ୍ୟକ୍ରମରେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର...

ଆନ୍ଦୋଳନରୁ ଓହରିଲେ ମିଲର୍ସ

ଜୟପୁର,୮ା୧(ପବନ ପାଣିଗ୍ରାହୀ): ମିଲର୍ସମାନେ ଆନ୍ଦୋଳନରୁ ଓହରିବା ପରେ କୋରାପୁଟ ଜିଲା ଜୟପୁର ଉପଖଣ୍ଡରେ ଧାନ କିଣା ଗୁରୁବାର ସ୍ୱାଭାବିକ ହୋଇଛି। ବର୍ତ୍ତମାନ ସୁଦ୍ଧା ଜିଲାର ୧୦...

ଓଡ଼ିଶାର ଏହି ଜିଲାରେ ହେବ ନୂଆ ମେଗା ଷ୍ଟିଲ୍ ପ୍ଲାଣ୍ଟ, ସୃଷ୍ଟି ହେବ ୧୪ ହଜାରରୁ ଉର୍ଦ୍ଧ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର,୮ା୧: ଓଡ଼ିଶାର ଶିଳ୍ପାୟନ କ୍ଷେତ୍ରରେ ବିକାଶ ପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଜିଲା କେନ୍ଦୁଝରରେ ମେଗା ଷ୍ଟିଲ୍ ପ୍ଲାଣ୍ଟ ପ୍ରତିଷ୍ଠା...

ସତେକି ଦିନିକିଆ ନୁହେଁ ଟେଷ୍ଟ: ଗୋଟିଏ ଉଇକେଟ ପାଇଁ  ଲୁଟାଇଲେ ୩୨୬ ରନ୍‌; ୬ ମ୍ୟାଚ୍‌ରେ ଫେଲ ହେଲେ…

ନୂଆଦିଲ୍ଲୀ,୮।୧: କ୍ରିକେଟର ଅର୍ଜୁନ ତେନ୍ଦୁଲକରଙ୍କ ପାଇଁ ଚଳିତ ବିଜୟ ହଜାରେ ଟ୍ରଫିର ଏହି ସିଜନ ଅତ୍ୟନ୍ତ ଖରାପ ହୋଇଛି। ବାମହାତି ଏହି ଅଲରାଉଣ୍ଡର ଉଭୟ ବୋଲିଂ...

ମଧ୍ୟାହ୍ନରେ ଘରକୁ ଖାଇବାକୁ ଆସି ନ ଥିଲେ, ପୋଖରୀରେ ବୁଡ଼ି ଚାଲିଗଲା ଚାଷୀଙ୍କ ଜୀବନ

ଦିଗପହଣ୍ଡି,୮।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଦସେଇପୁର ଗ୍ରାମର ଜଣେ ଚାଷୀ ଗ୍ରାମ ନିକଟ ଏକ ପୋଖରୀ ରେ ବୁଡି ମୃତ୍ୟୁବରଣ କରିଛନ୍ତି।...

ଟାଓ୍ୱାର ଉପରେ ଚଢ଼ିଗଲେ ଯୁବକ, ଆଉ ତା’ପରେ…

ତରଭା,୮ା୧(ମାନଭଞ୍ଜନ ମିଶ୍ର): ସୁବର୍ଣ୍ଣପୁର ଜିଲା ତରଭା ସହରସ୍ଥିତ ମାରୱାଡି ଧର୍ମଶାଳା ପଛପଟେ ଥିବା ଏକ ଘରୋଇ ମୋବାଇଲ କମ୍ପାନୀ ଟାଓ୍ୱାର ଉପରେ ଗୁରୁବାର ଜଣେ ଯୁବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri