ଲାଞ୍ଚ ନେଉଥିଲେ ଫରେଷ୍ଟର, ମାଡ଼ି ବସିଲା ଭିଜିଲାନ୍ସ: ସ୍କାଏ ଲାଇଟ୍‌ , ଝରକାରୁ ମିଳିଲା ପୁଳାପୁଳା ଟଙ୍କା

ବଲାଙ୍ଗୀର,୬।୧( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମୁରିବାହାଲ ରେଞ୍ଜ ଗୁଲୁମି ଫରେଷ୍ଟର ଅଶୋକ କୁମାର ନାଏକ ୧୨ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ହାବୁଡ଼ରେ ପଡ଼ିଛନ୍ତି। କୁଟୁରାକେନ ଗାଁର ବାବୁଲାଲ ଭୋଇଙ୍କ ଠାରୁ ଦୁଇଟି ରେଙ୍ଗାଲ ଗଛ କଟା ବାବଦକୁ ୧୨ ହଜାର ଟଙ୍କା ଲାଞ୍ଚ ନେଉଥିଲେ। ମଙ୍ଗଳବାର ସମ୍ବଲପୁର, ବରଗଡ଼, ସୋନପୁର ଓ ବଲାଙ୍ଗୀର ଭିଜିଲାନ୍ସ ଟିମ୍‌ ଚଢାଉ କରି ତାଙ୍କୁ ଧରିଛନ୍ତି । ଫରେଷ୍ଟରଙ୍କ ଅଫିସ ଓ ଆଦର୍ଶ ପଡା ନେହେରୁ ନଗରରେ ଥିବା ବାସଭବନରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ ଜାରି ରହିଥିବା ଭିଜିଲାନ୍ସ ଡିଏସପି ପୂଲସ୍ତି ଛତ୍ରିଆ ସୂଚନା ଦେଇଛନ୍ତି। ଅଫିସକୁ ଲାଗିରହିଥିବା ଫରେଷ୍ଟରଙ୍କ ଘରେ ଚଢାଉ ବେଳେ ଖଟ ତଳେ , ସ୍କାଏ ଲାଇଟ୍‌ ଓ ଝରକାରୁ ପୁଳାପୁଳା ଟଙ୍କା ବାହାରିଥିବା ଭିଜିଲାନ୍ସ ବିଭାଗ ପକ୍ଷରୁ କୁହାଯାଇଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବ:ପ୍ରଥମ ଦିନରେ କଳାହାଣ୍ଡି କଟପ୍ପାଙ୍କ ପାରମ୍ପରିକ ନୃତ୍ୟ-ଶୋଭାଯାତ୍ରାରେ ଦର୍ଶକ ମୁଗ୍ଧ

ଦାରିଙ୍ଗବାଡି, ୮।୧ (ଅରୁଣ ସାହୁ ): ବହୁ ପ୍ରତିକ୍ଷିତ ଶୀତ ମହୋତ୍ସବ -୨୦୨୬ ଗୁରୁବାର ଉଦଘାଟିତ ହୋଇଯାଇଛି । କାର୍ଯ୍ୟକ୍ରମରେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର...

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ, ଏହି ଦୁଇ ଜିଲା ପାଇଁ କଲେ ବଡ ଦାବି

ଭୁବନେଶ୍ୱର,୮ା୧: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖି ଦୁଇ ଜିଲା ପାଇଁ ବଡ ଦାବି ଜଣାଇଛନ୍ତି। ଅନୁଗୋଳ ଏବଂ...

ଆନ୍ଦୋଳନରୁ ଓହରିଲେ ମିଲର୍ସ

ଜୟପୁର,୮ା୧(ପବନ ପାଣିଗ୍ରାହୀ): ମିଲର୍ସମାନେ ଆନ୍ଦୋଳନରୁ ଓହରିବା ପରେ କୋରାପୁଟ ଜିଲା ଜୟପୁର ଉପଖଣ୍ଡରେ ଧାନ କିଣା ଗୁରୁବାର ସ୍ୱାଭାବିକ ହୋଇଛି। ବର୍ତ୍ତମାନ ସୁଦ୍ଧା ଜିଲାର ୧୦...

ଓଡ଼ିଶାର ଏହି ଜିଲାରେ ହେବ ନୂଆ ମେଗା ଷ୍ଟିଲ୍ ପ୍ଲାଣ୍ଟ, ସୃଷ୍ଟି ହେବ ୧୪ ହଜାରରୁ ଉର୍ଦ୍ଧ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର,୮ା୧: ଓଡ଼ିଶାର ଶିଳ୍ପାୟନ କ୍ଷେତ୍ରରେ ବିକାଶ ପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଜିଲା କେନ୍ଦୁଝରରେ ମେଗା ଷ୍ଟିଲ୍ ପ୍ଲାଣ୍ଟ ପ୍ରତିଷ୍ଠା...

ମଧ୍ୟାହ୍ନରେ ଘରକୁ ଖାଇବାକୁ ଆସି ନ ଥିଲେ, ପୋଖରୀରେ ବୁଡ଼ି ଚାଲିଗଲା ଚାଷୀଙ୍କ ଜୀବନ

ଦିଗପହଣ୍ଡି,୮।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଦସେଇପୁର ଗ୍ରାମର ଜଣେ ଚାଷୀ ଗ୍ରାମ ନିକଟ ଏକ ପୋଖରୀ ରେ ବୁଡି ମୃତ୍ୟୁବରଣ କରିଛନ୍ତି।...

ଟାଓ୍ୱାର ଉପରେ ଚଢ଼ିଗଲେ ଯୁବକ, ଆଉ ତା’ପରେ…

ତରଭା,୮ା୧(ମାନଭଞ୍ଜନ ମିଶ୍ର): ସୁବର୍ଣ୍ଣପୁର ଜିଲା ତରଭା ସହରସ୍ଥିତ ମାରୱାଡି ଧର୍ମଶାଳା ପଛପଟେ ଥିବା ଏକ ଘରୋଇ ମୋବାଇଲ କମ୍ପାନୀ ଟାଓ୍ୱାର ଉପରେ ଗୁରୁବାର ଜଣେ ଯୁବକ...

ଦିଗପହଣ୍ଡିରେ ଖୋଲିଲା ଧାନମଣ୍ଡି, ପ୍ରଥମ ଦିନରେ…

ଦିଗପହଣ୍ଡି,୮ା୧(ଅଶେଷ ନାଥ ମିଶ୍ର)-ଗଞ୍ଜାମ ଜିଲା ଦିଗପହଣ୍ଡି ପ୍ରାଥମିକ ସେବା ସମବାୟ ସମିତି ପରିସରରେ ଗୁରୁବାର ଧାନମଣ୍ଡି ଉଦଘାଟିତ ହୋଇଯାଇଛି। ସମବାୟ ସମ୍ପାଦକ ସୁରେଶ କୁମାର ନନ୍ଦଙ୍କ...

‘ସବୁକିଛି ତେଲ ପାଇଁ’: ଆମେରିକାର ଉପରେ ବର୍ଷିଲେ ଭେନେଜୁଏଲା ନୂତନ ରାଷ୍ଟ୍ରପତି

ନୂଆଦିଲ୍ଲୀ,୮ା୧: ଆମେରିକା ପକ୍ଷରୁ କରାଯାଉଥିବା ମାଦକ ଦ୍ରବ୍ୟ ଚୋରା ଚାଲାଣ ଏବଂ ମାନବାଧିକାର ଉଲ୍ଲଂଘନ ଅଭିଯୋଗକୁ ଖଣ୍ଡନ କରିଛନ୍ତି ଭେନେଜୁଏଲାର ଅନ୍ତରୀଣ ରାଷ୍ଟ୍ରପତି ଡେଲସି ରୋଡ୍ରିଗ୍ୱେଜ୍।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri