ନବୋଦୟ ବିଦ୍ୟାଳୟରେ ଜଣ୍ଡିସ୍ ବ୍ୟାପିବା ଘଟଣା, ଆସନ୍ତା ୧୪ ପର୍ଯ୍ୟନ୍ତ ପିଲାଙ୍କୁ ଘରକୁ ନେଇଯିବାକୁ ନିର୍ଦ୍ଦେଶ

ଖୋର୍ଦ୍ଧା,୭ା।୧(ପ୍ରଭାତ ପାଣିଗ୍ରାହୀ):  ଖୋର୍ଦ୍ଧା ନବୋଦୟ ବିଦ୍ୟାଳୟରେ ଜଣ୍ଡିସ ଆକ୍ରାନ୍ତ ଘଟଣାକୁ ଗୁରୁତ୍ବର ସହ ଗ୍ରହଣ କରିଛନ୍ତି କେନ୍ଦ୍ର ସରକାର । ବତ୍ତମାନ ସୁଦ୍ଧା ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ଯା ୮୧ରେ ପହଞ୍ଚିଛି । ଏହାକୁ ଆଖି ଆଗରେ ରଖି ନବୋଦୟ ବିଦ୍ୟାଳୟ କେନ୍ଦ୍ର କମିଶନର ରାଜେଶ ଲେଖାନୀ ସାତଦିନ ପାଇ ସ୍କୁଲ ଛୁଟି ଘୋଷଣା କରିଛନ୍ତି ।

ଆସନ୍ତା ଚଉଦ ତାରିଖ ପରେ ଖୋଲିବା ନେଇ ନିଷ୍ପତ୍ତି ନିଆଯିବ ବୋଲି କହିଛନ୍ତି । ବିଦ୍ୟାଳୟକୁ ସମ୍ପୁର୍ଣ୍ଣ ସାନିଟାଇଜ କରାଯିବ ସହ ପୁଣି ଥରେ ୱାଟର ଲେବଲ ଟେଷ୍ଟିଙ୍ଗ ପାଇଁ ଖୋର୍ଦ୍ଧା ଜିଲା ସ୍ବାସ୍ଥ୍ଯ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ଡେପୁଟି କମିଶନର ଆର କେ ବର୍ମା ସୂଚନା ଦେଇଛନ୍ତି । ସ୍ଥିତି ସ୍ବାଭାବିକ ହେବା ପରେ ନିଷ୍ପତ୍ତି ନିଆଯିବ ବୋଲି ଅଧ୍ଯକ୍ଷା କବିତା କର କହିଛନ୍ତି । ବିଦ୍ଯାଳୟରେ ନିର୍ମାଣ ଚାଲିଥିବାରୁ ଭୂତଳ ଜଳ ପାଇପ ଲାଇନ ଫାଟି ଜଳ ଦୂଷିତ ହୋଇ ଏଭଳି ସ୍ଥିତି ଉପୁଜିଥିବା ସ୍ବୀକାର କରିଛନ୍ତି ଅଧ୍ଯକ୍ଷା।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଟ୍ୟୁଶନ ସାରି ଘରକୁ ଫେରୁଥିଲେ ଛାତ୍ରୀଛାତ୍ର: ଅଟୋକୁ ପିଟିଲା ବାଇକ୍‌; ୩ ଦୁର୍ଘଟଣାରେ…

ଭଞ୍ଜନଗର,୯।୧(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଆସିକା ମୁଖ୍ୟ ରାସ୍ତାର ଷଡ଼ଙ୍ଗୀ ପଲ୍ଲୀ ଛକ ନିକଟରେ ଶୁକ୍ରବାର ରାତି ପ୍ରାୟ ୮ ଟାରେ ଏକ ସ୍କୁଲ...

ରଙ୍ଗ୍‌ ରୁଟ୍‌ ହେଲା କାଳ: ଭାରସାମ୍ୟ ହରାଇ ମୁହାଁମୁହିଁ ହୋଇଗଲେ ଦୁଇ ଅଟୋ, ୫ ଯାତ୍ରୀ… 

ବୈଶିଙ୍ଗା,୯।୧(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ୧୮ ନଂ ଜାତୀୟ ରାଜପଥର ଖଇରବଣି ଗ୍ରାମ ନିକଟସ୍ଥ ରୟାଲ ଢ଼ାବା ନିକଟରେ ଶୁକ୍ରବାର ଅପରାହ୍ନ...

ଅବକାରୀ ବିଭାଗର ୨ ଦିନିଆ ଧରପଗଡ଼: ୨୨୭ ଲିଟର ଦେଶୀ ମଦ, ୨୯୦୦ ଲିଟର ମହୁଲ ପୋଚ ସହ…

ରାୟଗଡ଼ା, ୯।୧(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଜିଲା ଅବକାରୀ ବିଭାଗ ପକ୍ଷରୁ ରାୟଗଡ଼ା ଉପଖଣ୍ଡର ବିଭିନ୍ନ ସ୍ଥାନରେ ରେଡ କରାଯାଇ ୯ଜଣ ପୁରୁଷ ଓ ଜଣେ...

ପ୍ଲାଷ୍ଟିକ ମୁକ୍ତ ହେବ ‘ବୁଢ଼ାକେନ୍ଦୁ ମନ୍ଦିର’: ପରିବେଶ ସହଯୋଗୀ ବିକଳ୍ପ…

ଭଞ୍ଜନଗର,୯।୧(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଅନ୍ତର୍ଗତ କେନ୍ଦ୍ରୀୟ ବନାଞ୍ଚଳ ଅନ୍ତର୍ଗତ ବୁଢ଼ାକେନ୍ଦୁ ମନ୍ଦିରରେ ଶୁକ୍ରବାର  ‘ପ୍ଲାଷ୍ଟିକ ମୁକ୍ତ ପିକନିକ୍‌ ସ୍ପଟ୍‌’ ଅଭିଯାନ...

ଘୋଡ଼ାହାଡ଼ ଡ୍ୟାମ୍‌ରେ ଶେଷ ହେଲା କୁମ୍ଭୀର ଗଣନା: କୁମ୍ଭୀର ସଂଖ୍ୟା..

ଦିଗପହଣ୍ଡି,୯ା୧(ଅଶେଷ ନାଥ ମିଶ୍ର): ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ବ୍ରହ୍ମପୁର ବନଖଣ୍ଡ ଅଧିକାରୀ ସନ୍ନିି ଖୋଖରଙ୍କ ତତ୍ୱାବଧାନରେ ଦିଗପହଣ୍ଡି ବ୍ଳକ ଖମାରି ଗାଁ...

ସମାନ ହୋଟେଲ ହେଲେ ଅଲଗା ରୁମ୍‌: ହେଲା ବଡ଼ ଖୁଲାସା! 

ମୁମ୍ବାଇ: ବଲିଉଡ୍‌ର ‘ପିଆର୍‌ ଷ୍ଟାର’ କାର୍ତ୍ତିକ ଆର୍ୟନଙ୍କ ଲଭଲାଇଫ୍‌ ଏବେ ଚର୍ଚ୍ଚାରେ। କିଛିଦିନ ତଳେଇଣ୍ଡଷ୍ଟ୍ରି ବାହାରୁ ଆସିଥିବା ଏହି ଅଭିନେତାଙ୍କ ଫିଲ୍ମ ‘ତୁ ମେରି ମୈ...

ବନପାଳଙ୍କ ତତ୍ତ୍ୱାବଧାନରେ ୫ ଶହରୁ ଊର୍ଦ୍ଧ୍ବ ପ୍ରାଣୀଙ୍କ ଚିକିତ୍ସା

ଦିଗପହଣ୍ଡି,୯।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଲଖାରୀ ଅଭୟାରଣ୍ୟ ସଂଲଗ୍ନ ଜନଜାତି ବହୁଳ ପୋଡ଼ାଖାଲ ଓ କନିଆସାହି ଗ୍ରାମରେ...

ଜାମୁ ଗଛ ପାଇଁ ଭାଇକୁ ମାରିଲେ ଭାଇ: ଏପଟେ ସ୍ବାମୀଙ୍କ ବାଟକୁ ଚାହିଁ ରହିଥିଲେ ସ୍ତ୍ରୀ- ଝିଅ

ରାୟଗଡ଼ା/ଅମ୍ବାଦଳା,୯।୧(ଆଶିଷ ରଞ୍ଜନ ପଣ୍ଡା/ରବୀନ୍ଦ୍ର ପଣ୍ଡା): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ବାପାଙ୍କ ପୁଅ ଟାଙ୍ଗିଆ ଚୋଟରେ ସାନବାପାଙ୍କ ପୁଅର ମୃତ୍ୟୁ ଘଟିଛି। ରାୟଗଡ଼ା ଜିଲା ମୁନିଗୁଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri