ଆନ୍ଦୋଳନରୁ ଓହରିଲା ଡାକ୍ତର ସଂଘ, ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହ…

ଭୁବନେଶ୍ୱର,୮ା୧: ଆନ୍ଦୋଳନରୁ ଓହରିଛି ଡାକ୍ତର ସଂଘ। ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସହ ଆଲୋଚନା ପରେ ଆନ୍ଦୋଳନରୁ ଓହରିଛନ୍ତି ଡାକ୍ତର। ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାରଠାରୁ ସ୍ବାସ୍ଥ୍ୟସେବା ସ୍ବାଭାବିକ ହେବ। ଏନେଇ ସୂଚନା ଦେଇଛନ୍ତି OMSA ସଭାପତି। ସରକାରଙ୍କଠାରୁ ପ୍ରତିଶ୍ରୁତି ମିଳିଲା ପରେ ଆନ୍ଦୋଳନରୁ ଡାକ୍ତରମାନେ ଓହରିଛନ୍ତି।

ସୂଚନା ଥାଉକି, ସାରା ରାଜ୍ୟରେ ଡାକ୍ତରମାନେ  ଆନ୍ଦୋଳନ ଜାରି ରଖିଥିଲେ। ପ୍ରତୀକାତ୍ମକ ଧାରଣା କ୍ରମେ ପ୍ରତ୍ୟେକ ଦିନ ସକାଳୁ ଦୁଇଘଣ୍ଟା ବହିର୍ବିଭାଗ ବା ଓପିଡିରେ ନ ବସି ବାହାରେ ଧାରଣା ଜାରି ରଖିଥିଲେ। ପରିଣାମ ସ୍ବରୂପ ଦୂରଦୂରାନ୍ତରୁ ଚିକିତ୍ସା ପାଇଁ ଆସୁଥିବା ରୋଗୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଥିଲେ। ଡାକ୍ତରମାନେ ରାଜ୍ୟ ଡାକ୍ତରୀ ମହାସଂଘ (ଓମ୍‌ସା )ର ଡାକରା କ୍ରମେ ପ୍ରଥମେ କଳାବ୍ୟାଜ୍‌ ପରିଧାନ କରିଥିଲେ। ପରେ ଓପିଡି ୧ ଘଣ୍ଟା ବନ୍ଦ ଓ ଏବେ ଦୁଇଘଣ୍ଟା ବନ୍ଦ ନିଷ୍ପତ୍ତି ନେଇ ଆନ୍ଦୋଳନ ଜାରି ରଖିଥିଲେ।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ: ଦ୍ୱିତୀୟ ସଂନ୍ଧ୍ୟାରେ ଯୋଗଦେଲେ ଗଣଶିକ୍ଷା ମନ୍ତ୍ରୀ, ଗୋଟିଏ ମଞ୍ଚରେ…

ଦାରିଙ୍ଗବାଡି, ୯।୧ (ଅରୁଣ ସାହୁ ): ଦାରିଙ୍ଗବାଡି ଶୀତ ମହୋତ୍ସବର ଦ୍ୱିତୀୟ ସଂନ୍ଧ୍ୟା ଉଦଘାଟନୀ ଉତ୍ସବରେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ମୁଖ୍ୟ...

ଝିଅ ଜନ୍ମ ପରେ ଦେଉଥିଲେ ଯୌତୁକ ନିର୍ଯାତନା, ବାପଘରକୁ ଯିବା ପରେ ଦ୍ୱିତୀୟ ବିବାହ: ଥାନାରେ ସ୍ତ୍ରୀ ଦେଲେ…

ଦିଗପହଣ୍ଡି,୯।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏନ୍‌.ପୁଷ୍ପା ରେଡ୍ଡୀଙ୍କୁ ତାଙ୍କ ସ୍ବାମୀ ଏନ୍‌. ସୂର୍ଯ୍ୟ ରେଡ୍ଡୀ ଏବଂ...

ଜାମୁ ଗଛ ପାଇଁ ଭାଇକୁ ମାରିଲେ ଭାଇ: ଏପଟେ ସ୍ବାମୀଙ୍କ ବାଟକୁ ଚାହିଁ ରହିଥିଲେ ସ୍ତ୍ରୀ- ଝିଅ

ରାୟଗଡ଼ା/ଅମ୍ବାଦଳା,୯।୧(ଆଶିଷ ରଞ୍ଜନ ପଣ୍ଡା/ରବୀନ୍ଦ୍ର ପଣ୍ଡା): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ବାପାଙ୍କ ପୁଅ ଟାଙ୍ଗିଆ ଚୋଟରେ ସାନବାପାଙ୍କ ପୁଅର ମୃତ୍ୟୁ ଘଟିଛି। ରାୟଗଡ଼ା ଜିଲା ମୁନିଗୁଡ଼ା...

ଅକ୍ଷୟ ସୁନିଲ ଅଗ୍ରୱାଲ ଗଜପତିର ନୂତନ ଜିଲାପାଳ

ଗଜପତି,୯।୧(ଗିରିଧାରୀ ପରିଛା): ଗଜପତି ଜିଲାର ନୂତନ ଜିଲାପାଳ ଭାବରେ ଅକ୍ଷୟ ସୁନିଲ ଅଗ୍ରୱାଲ, ଭାପ୍ରସେ ଶୁକ୍ରବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି। ନୂତନ ଜିଲାପାଳ  ପୂର୍ବାହ୍ନରେ ଜିଲା...

ମହାନଦୀ ସହ ବାହୁଦାକୁ ସଂଯୋଗୀକରଣ ପାଇଁ ରାଜ୍ୟପାଳଙ୍କୁ ଭେଟିଲେ…

ଦିଗପହଣ୍ଡି,୯।୧(ଅଶେଷନାଥ ମିଶ୍ର): ଦକ୍ଷିଣ ଓଡ଼ିଶା ବିକାଶ ପରିଷଦର ଆବାହକ ତଥା ଅବସରପ୍ରାପ୍ତ ଭାରତୀୟ ପ୍ରଶାସନିକ ଅଧିକାରୀ ଡ଼. ବାଳକୃଷ୍ଣ ପଣ୍ଡା ଶୁକ୍ରବାର ଓଡ଼ିଶା ରାଜ୍ୟପାଳ ହରିବାବୁ...

ଅଡୁଆରେ ଚାଷୀ, ଧାନବିକ୍ରି କରିବା ପାଇଁ ମଣ୍ଡିରେ ଜଗି ରହିଥିଲେ, କିନ୍ତୁ…

ବଲାଙ୍ଗୀର, ୯।୧(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀର ଜିଲାରେ ଧାନକିଣାରେ ଅଚଳାବସ୍ଥା ଜାରି ରହିଛି। ଚାଷୀମାନେ ଧାନବିକ୍ରି କରି ନ ପାରି ଅଡୁଆ ସ୍ଥିତିରେ ରହିଛନ୍ତି।...

ହତ୍ୟାକାରୀଙ୍କୁ ଗିରଫ ଦାବିରେ ରାସ୍ତାରୋକୋ, ଜାତୀୟ ରାଜପଥରେ ମୃତଦେହ ରଖି…

ବଲାଙ୍ଗୀର,୯ା୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଶାନ୍ତିପଡ଼ାର ନିଖୋଜ ପ୍ରବୀଣ ମହାଲିଙ୍ଗ (ମୁଟୁ)ଙ୍କ ମୃତଦେହ ଶୁକ୍ରବାର ସଦରଥାନା ପଥରଚେପା ପୋଖରୀରୁ ୫ ଦିନ ପରେ ଉଦ୍ଧାର...

PUCCକୁ ନେଇ ହାଇକୋର୍ଟଙ୍କ ବଡ଼ ନୋଟିସ

କଟକ,୯।୧: PUCC ପ୍ରସଙ୍ଗରେ ହାଇକୋର୍ଟଙ୍କ ନୋଟିସ। ପରିବହନ ସଚିବ ଏବଂ STAକୁ ଜବାବ ତଲବ ମାଗିଲେ ହାଇକୋର୍ଟ। ଏମ୍‌ଭି ଆଇନ ଉଲ୍ଲଙ୍ଘନ ଅଭିଯୋଗରେ ଦାୟର ମାମଲାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri