ବ୍ରାହ୍ମଣୀଗାଁ ଅଞ୍ଚଳରେ ପ୍ରଥମ କାଳବୈଶାଖୀ: ଅଧାରେ ଅଟକିଲା ବାଳି ବଦ୍ଧ, ସାଂସ୍କୃତିକ କାର୍ଯ୍ୟକ୍ରମରେ ବାଧକ ସାଜିଲା ବର୍ଷା

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ ୨୩ |୨(ଅରୁଣ ସାହୁ/ମନୋରଞ୍ଜନ ରଣା ): ଶୀତ ଦିନ ପରେ ଧୀରେଧୀରେ ପାଗରେ ପରିବର୍ତ୍ତନ ସହ ଦିନରେ ପ୍ରଚଣ୍ଡ ଖରା ଅନୁଭୂତ ହେଉଥିଲା ମଙ୍ଗଳବାର ପ୍ରଥମ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଛି |…

ଦକ୍ଷିଣ ଆଫ୍ରିକା ଯିବ ଅଷ୍ଟ୍ରେଲିଆ ଦଳ

ମେଲବୋର୍ନ,୨୪ା୨: ଅଷ୍ଟ୍ରେଲିଆ ପୁରୁଷ କ୍ରିକେଟ ଦଳ ସେପ୍ଟେମ୍ବର ଓ ଅକ୍ଟୋବରରେ ଦକ୍ଷିଣ ଆଫ୍ରିକା ଟୁର୍‌ରେ ଯିବ। ଦକ୍ଷିଣ ଆଫ୍ରିକା-ଅଷ୍ଟ୍ରେଲିଆ ୩ଟି ଟେଷ୍ଟ ଏବଂ ସମାନ ସଂଖ୍ୟକ ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚ ଖେଳିବ। ଗତ ଜୁନ୍‌ରେ…

ମହିଳା ସୁରକ୍ଷା ଆଇନ, ବାଲ୍ୟବିବାହ, ଶିଶୁ ଶ୍ରମିକ ଆଇନକୁ ଗୁରୁତ୍ୱ 

ଦାରିଙ୍ଗବାଡି,୨୪।୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସାରିଙ୍ଗିଇର୍ପି ଠାରେ ରହିଥିବା ପାଳକ ସଙ୍ଘର ସଭାଗୃହଠାରେ ମଙ୍ଗଳବାର ବ୍ଲକ ସ୍ତରୀୟ ଆଇନ ସଚେତନତା କାର୍ଯ୍ୟକ୍ରମ ଜିଲା ସମାଜ କଲ୍ୟାଣ ଅଧିକାରୀ ସ୍ନେହଳତା ସାହୁଙ୍କ…

ଆସିଲା ମହିଳା ଟି୨୦ ବିଶ୍ୱକପ୍‌ କାର୍ଯ୍ୟସୂଚୀ: ଜୁନ ୧୪ରେ ପୁଣି ଭାରତ-ପାକିସ୍ତାନ ମ୍ୟାଚ୍‌

ନୂଆଦିଲ୍ଲୀ,୨୪ା୨: ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ମଙ୍ଗଳବାର ଆଗାମୀ ଆଇସିସି ମହିଳା ଟି୨୦ ବିଶ୍ୱକପ୍‌ ଲାଗି ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କରିଛି। ଜୁନ ୧୨ରୁ ଜୁଲାଇ ୫ ତାରିଖ ପର୍ଯ୍ୟନ୍ତ ଇଂଲଣ୍ଡରେ ହେବାକୁ ଥିବା…

ପ୍ରାଇଭେଟ କର୍ମଚାରୀଙ୍କ ମଉଜ, ଏତେ ବଢିକି ଆସିବ ଦରମା…

ନୂଆଦିଲ୍ଲୀ,୨୪।୨: ଘରୋଇ କର୍ମଚାରୀଙ୍କ ପାଇଁ ଖୁସି ଖବର। ଭାରତରେ ଦରମା ବୃଦ୍ଧି 2026 ରେ 9.1% ହେବ ବୋଲି ଆକଳନ କରାଯାଇଛି, ଯାହା 2025 ରେ ରେକର୍ଡ ହୋଇଥିବା 8.9% ବୃଦ୍ଧି ତୁଳନାରେ ଟିକିଏ…

ବାହାଘରର ୧୦ ଦିନ ପରେ ବାପ ଘରକୁ ବୁଲିବାକୁ ଆସିଥିଲେ , ୩ ଲକ୍ଷ ଟଙ୍କାର ସୁନା ନେଇ ପ୍ରେମିକ ସାଙ୍ଗରେ ଫେରାର

ବଲାଙ୍ଗୀର,୨୪।୨(ସୁନିଲ କୁମାର ମହାନ୍ତି): ବାହାଘରର ୧୦ ଦିନ ପରେ ପ୍ରେମିକ ସହ ନବବଧୂ ଫେରାର। ଏଭଳି ଅଭାବନୀୟ ଘଟଣା ଘଟିଛି ବଲାଙ୍ଗୀର ଜିଲା କଣ୍ଟାବାଞ୍ଜିରେ । ବାହାଘରର ୧୦ ଦିନ ପରେ ବାପ ଘରକୁ…

୫ଟି ରାଜ୍ୟ ପାଇଁ ଖୁସି ଖବର, ଏୟାରପୋର୍ଟରୁ ରେଲେଓ଼୍ବ ଯାଏ ୮ ପ୍ରସ୍ତାବରେ ମୋଦି କ୍ୟାବିନେଟରେ ମଞ୍ଜୁରୀ

ନୂଆଦିଲ୍ଲୀ,୨୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି (୨୪ ଫେବୃଆରୀ) ପ୍ରଧାନମନ୍ତ୍ରୀଙ୍କ ନୂତନ କାର୍ଯ୍ୟାଳୟ (ସେବା ତୀର୍ଥ)ରେ ପ୍ରଥମ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା। କ୍ୟାବିନେଟ ବୈଠକରେ ୧୨,୨୩୬ କୋଟି ଟଙ୍କାର ଆଠଟି ପ୍ରମୁଖ ନିଷ୍ପତ୍ତିକୁ ଅନୁମୋଦନ କରାଯାଇଥିଲା। କେରଳର ନାମ…

ଏହି ନାଁରେ ପରିଚିତ ହେବ କେରଳ, ନାମ ପରିବର୍ତ୍ତନ ନିଷ୍ପତ୍ତିକୁ କ୍ୟାବିନେଟର ମଞ୍ଜୁରୀ

ନୂଆଦିଲ୍ଲୀ,୨୪।୨: କେନ୍ଦ୍ର କ୍ୟାବିନେଟ ମଙ୍ଗଳବାର କେରଳର ନାମ ପରିବର୍ତ୍ତନ କରାଯାଇ “କେରଳମ” କରିବାକୁ ଅନୁମୋଦନ ଦେଇଛି। କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି, ଭାଷା ଭିତ୍ତିରେ ରାଜ୍ୟ ସୃଷ୍ଟି ହେବା ପରଠାରୁ କେରଳର ନାମ “କେରଳମ” ରଖିବା ପାଇଁ ଦାବି ହୋଇଆସୁଛି।…

ସହଜରେ ମଦ

କାଚବୋତଲ ପରିବର୍ତ୍ତେ କାଗଜ ପ୍ୟାକେଟରେ ମଦ ବଜାରକୁ ଆଣିବା ଲାଗି ବ୍ୟବସ୍ଥା କରାଯାଉଛି ବୋଲି ନିକଟରେ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବିଧାନସଭାରେ କହିଛନ୍ତି। ନୂଆ ଅବକାରୀ ନୀତିରେ ନିୟମ ଅଣାଯାଇ କୁହାଯାଇଛି ଯେ, ଟେଟ୍ରା ପ୍ୟାକ୍‌ରେ ମଦ ବିକ୍ରି କରାଯିବ।…

କେନ୍ଦ୍ର ଦେଇଛି ୧୦ ହଜାର ୭୨୭ କୋଟି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୨(ରବିନାରାୟଣ ଜେନା): ରାଜ୍ୟ ସରକାର ୨୦୨୫-୨୬ ଆର୍ଥିକ ବର୍ଷରେ କେନ୍ଦ୍ର ସରକାରଙ୍କଠାରୁ ବିଭିନ୍ନ ଯୋଜନାରେ ପାଇବାକୁ ଥିବା ଅର୍ଥ ମଧ୍ୟରୁ ପ୍ରାୟ ୨୫ ପ୍ରତିଶତ ମିଳିଛି। ଚଳିତ ଆର୍ଥିକବର୍ଷ ଶେଷ ହେବାକୁ ହାତରେ ଆଉ ୩୬ଦିନ ରହିଥିବାବେଳେ ବଜେଟ ଅନୁଯାୟୀ, କେନ୍ଦ୍ର…

ବଢୁଛି ଅପମିଶ୍ରଣ ଭୟ, ପାଣିରୁ ହର୍ଲିକ୍ସ ଯାଏ…

ଭୁବନେଶ୍ୱର,୨୪।୨(ରବିନାରାୟଣ ଜେନା): ରାଜ୍ୟରେ ଏବେ ଖାଦ୍ୟ ପଦାର୍ଥର ଅପମିଶ୍ରଣ ଏକପ୍ରକାର କୋକୁଆ ଭୟ ସୃଷ୍ଟି କରିଛି। ବରଗଡ଼ ଓ କୋରାପୁଟ ଜିଲାକୁ ବାଦ୍‌ ଦେଲେ ସକାଳୁ ସଞ୍ଜ ଯାଏ ଲୋକେ ଯାହା ଖାଦ୍ୟ ଖାଉଛନ୍ତି ସେଥିରୁ ଅଧିକାଂଶ ଖାଦ୍ୟରେ ଅନ୍ୟ ସମସ୍ତ…

ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ: ୭ ମୃତ

ରାଞ୍ଚି,୨୪।୨: ସୋମବାର ସନ୍ଧ୍ୟାରେ ରାଞ୍ଚିରୁ ଦିଲ୍ଲୀ ଯାଉଥିବା ଏକ ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇ ଖସିପଡ଼ିବାରୁ ସମସ୍ତ ୭ ଯାତ୍ରୀଙ୍କର ମୃତ୍ୟୁ ଘଟିଛି। ଏହି ବିମାନରେ ୪୧ ବର୍ଷୀୟ ରୋଗୀ ସଞ୍ଜୟ କୁମାରଙ୍କ ସମେତ ତାଙ୍କର ୨ ଆଟେଣ୍ଡାଣ୍ଟ, ଜଣେ ଡାକ୍ତର,…

ଆଜିଠୁ ଆମେରିକାରେ ଟ୍ରମ୍ପ୍‌ ଟାରିଫ୍‌ ଆଦାୟ ବନ୍ଦ

ଓ୍ବାଶିଂଟନ,୨୪।୨: ବିଭିନ୍ନ ଦେଶରୁ ଆମଦାନୀ ସାମଗ୍ରୀ ଉପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଲଗାଇଥିବା ଟାରିଫ୍‌କୁ ସେଠାର ସୁପ୍ରିମକୋର୍ଟ ଗତ ୨୦ ତାରିଖରେ ବେଆଇନ କହି ରଦ୍ଦ କରିଥିଲେ। ତଦନୁଯାୟୀ ମଙ୍ଗଳବାରଠାରୁ ଆମେରିକାରେ ଉକ୍ତ ଟାରିଫ୍‌ ଆଦାୟ ବନ୍ଦ ହେବାକୁ ଯାଉଛି।…

ଆସନ୍ତାକାଲିଠୁ ଘଡ଼ଘଡ଼ି ସହ ପ୍ରବଳ ବର୍ଷା: ଏହି ସବୁ ଜିଲାକୁ ୟେଲୋ ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୨୩।୨: ଆସନ୍ତାକାଲି ଏବଂ ୨୫ ତାରିଖରେ ବର୍ଷା ନେଇ ପାଣିପାଗ ବିଭାଗ ୟେଲୋ ୱାର୍ନିଂ ଜାରି କରିଛି। ୨୪ ତାରିଖରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ନେଇ ୧୮ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ସେହି ସବୁ ଜିଲାଗୁଡିକ…

ଭାରତୀୟ ନାଗରିକଙ୍କୁ ତୁରନ୍ତ ଇରାନ ଛାଡ଼ିବାକୁ ଚେତାବନୀ, ପରିସ୍ଥିତି ଗମ୍ଭୀର କହି…

ନୂଆଦିଲ୍ଲୀ/ତେହରାନ,୨୩ା୨: ଇରାନରେ ବଢ଼ୁଥିବା ଉତ୍ତେଜନା ଏବଂ ସମ୍ପ୍ରତି ବିରୋଧ ପ୍ରଦର୍ଶନ ମଧ୍ୟରେ ତେହରାନର ଭାରତୀୟ ଦୂତାବାସ ସମସ୍ତ ଭାରତୀୟ ନାଗରିକଙ୍କୁ ତୁରନ୍ତ ଦେଶ ଛାଡ଼ିବାକୁ କଡ଼ା ପରାମର୍ଶ ଦେଇଛି। ସୋସିଆଲ ମିଡିଆ ‘ଏକ୍ସ’ରେ ଜାରି କରାଯାଇଥିବା ଏକ ପରାମର୍ଶରେ, ଦୂତାବାସ କହିଛି…

ଦାନ ବାକ୍ସରୁ ମିଳିଲା ଅଜବ ଚିଠି, ‘ଶାଶୁଙ୍କଠାରୁ ମୁକ୍ତି ଦିଅ, ତାଙ୍କୁ ଶୀଘ୍ର ନେଇଯାଅ’

ବେଙ୍ଗାଲୁରୁ,୨୩।୨: ସାଧାରଣତଃ ଲୋକମାନେ ମନ୍ଦିରକୁ ଯାଇ ସେମାନଙ୍କ ପରିବାରର ଦୀର୍ଘ ଜୀବନ, ​​ସୁସ୍ଥତା କିମ୍ବା ଶାନ୍ତି ପାଇଁ ପ୍ରାର୍ଥନା କରନ୍ତି । କିନ୍ତୁ କେହି କାହା ପରିବାରର ମୃତ୍ୟୁ ମାଗିବ ତାହା କେବେ କେହି ବିଶ୍ବାସ ମଧ୍ୟ କରିବା କଷ୍ଟକର ।…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୩ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୧ ଫେବୃଆରୀ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଫେବୃଆରୀ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୭ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୬ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ଫେବୃଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri