ବନ୍ଧୁକ ଦେଖାଇ ନବବଧୂଙ୍କୁ ଅପହରଣ ଘଟଣା: ଧରାପଡ଼ିଲେ ଅଭିଯୁକ୍ତ, ସମ୍ବଲପୁରର ଭଡ଼ା ଘରୁ ମହିଳାଙ୍କୁ…

ବଲାଙ୍ଗୀର/ତରଭା,୨୪।୨(ସୁନୀଲ ମହାନ୍ତି/ମାନଭଞ୍ଜନ ମିଶ୍ର): ବହୁଚର୍ଚ୍ଚିତ ବନ୍ଧୁକ ଦେଖାଇ ନବବଧୂ ଅପହରଣ ଘଟଣାର ପର୍ଦ୍ଦାଫାଶ କରିଛି ତରଭା ପୋଲିସ।  ସୋନପୁର ଏସ୍‌ପି ନାରାୟଣ ନାୟକ ଖବରଦାତା ସମ୍ମିଳନୀ କରି ସୂଚନା ଦେଇଛନ୍ତି । ନବବଧୂକୁ ସୁରକ୍ଷିତ…

ଅର୍ଥମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ ଏଥିପାଇଁ ବଢୁଛି ସୁନାରୂପା ରେଟ! ଆଗାମୀ ଦିନରେ….

ନୂଆଦିଲ୍‌ଲୀ,୨୪।୨: ବିଶ୍ୱ ବଜାରରେ ସୁନାର ମୂଲ୍ୟରେ ପରିବର୍ତ୍ତନ ଘଟୁଛି । ବିଶେଷକରି ସମ୍ପ୍ରତି ସୁନାର ମୂଲ୍ୟରେ ଏକ ବିରାଟ ବୃଦ୍ଧି ଘଟିଛି। ଯାହାର କାରଣ କହିଛନ୍ତି ଅର୍ଥମନ୍ତ୍ରୀ । ବିଶ୍ୱ ବଜାରରେ ସୁନାର ମୂଲ୍ୟ…

କୃଷକଙ୍କୁ ବଡ଼ ଭେଟି ଦେଲେ ମୋଦି ସରକାର ! ଏହି ଫସଲ ଉପରେ କୁଇଣ୍ଟାଲ ପିଛା ୨୭୫ ଟଙ୍କା MSP ବଢ଼ାଇଲେ…

ନୂଆଦିଲ୍ଲୀ,୨୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ କମିଟି ୨୦୨୬-୨୭ ମାର୍କେଟିଂ ସିଜନ ପାଇଁ କଞ୍ଚା ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟ (MSP) ବୃଦ୍ଧିକୁ ମଞ୍ଜୁରୀ ଦେଇଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ, କଞ୍ଚା…

ସଚିନଙ୍କୁ କ୍ଷମାମାଗିଲେ ପୂର୍ବତନ ଅମ୍ପାୟର ଷ୍ଟିଭ ବକ୍‌ନର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୪ା୨: ଭାରତର କ୍ରିକେଟ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ ବହୁ ବାର ଭୁଲ୍‌ ନିଷ୍ପତ୍ତି ଦେଇ ଆଉଟ୍‌ କରିଥିବା ପୂର୍ବତନ ଅମ୍ପାୟର ଷ୍ଟିଭ ବକ୍‌ନର ଦୀର୍ଘ ୨୨ ବର୍ଷ ପରେ ନିଜ ଭୁଲ୍‌ ସ୍ବୀକାର କରିବା…

ଜୁନାଗଡ଼ ସହରରେ ମିଳୁଛି ନକଲି ବିଦେଶୀ ମଦ: ଗିରଫ ୨ ଅଭିଯୁକ୍ତ ନା ମାଷ୍ଟ୍ରର ମାଇଣ୍ଡ କିଏ

ଭବାନୀପାଟଣା,୨୪।୨(ଉତ୍ତମ କୁମାର ଦାଶ): ସାବଧାନ ଜୁନାଗଡ଼ ସହରରେ ମିଳୁଛି ନକଲି ମଦ। ମଙ୍ଗଳବାର ସକାଳୁ ଅବକାରୀ ବିଭାଗ ଚଢ଼ାଉ ସମୟରେ ବାହାରିଛି ଏହି ନକଲି ଦେଶୀ ମଦ। ଏହି ଘଟଣାରେ ଅବକାରୀ ବିଭାଗ ଜୁନାଗଡ଼…

Kerala Name Change: ନାଁ ବଦଳିଲେ ଖର୍ଚ୍ଚ ହେବ ଏତେ କୋଟି! ଶୁଣିଲେ ଉଡିବ ହୋସ୍‌

ନୂଆଦିଲ୍‌ଲୀ,୨୪।୨: କେନ୍ଦ୍ର କ୍ୟାବିନେଟ କେରଳର ନାମ ଆନୁଷ୍ଠାନିକ ଭାବରେ କେରଳମ କରିବା ପାଇଁ ଦୀର୍ଘ ଦିନ ଧରି ପଡ଼ି ରହିଥିବା ପ୍ରସ୍ତାବକୁ ସମ୍ପ୍ରତି ମଞ୍ଜୁରୀ ଦେଇଛି। ରାଜ୍ୟ ବିଧାନସଭା ନିର୍ୱାଚନ ପାଖେଇ ଆସୁଥିବା ସମୟରେ ଏହି ନିଷ୍ପତ୍ତି ନିଆଯାଇଛି। ତଥାପି, ଭାରତରେ…

୫ଟି ରାଜ୍ୟ ପାଇଁ ଖୁସି ଖବର, ଏୟାରପୋର୍ଟରୁ ରେଲେଓ଼୍ବ ଯାଏ ୮ ପ୍ରସ୍ତାବରେ ମୋଦି କ୍ୟାବିନେଟରେ ମଞ୍ଜୁରୀ

ନୂଆଦିଲ୍ଲୀ,୨୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି (୨୪ ଫେବୃଆରୀ) ପ୍ରଧାନମନ୍ତ୍ରୀଙ୍କ ନୂତନ କାର୍ଯ୍ୟାଳୟ (ସେବା ତୀର୍ଥ)ରେ ପ୍ରଥମ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା। କ୍ୟାବିନେଟ ବୈଠକରେ ୧୨,୨୩୬ କୋଟି ଟଙ୍କାର ଆଠଟି ପ୍ରମୁଖ ନିଷ୍ପତ୍ତିକୁ ଅନୁମୋଦନ କରାଯାଇଥିଲା। କେରଳର ନାମ…

ଏହି ନାଁରେ ପରିଚିତ ହେବ କେରଳ, ନାମ ପରିବର୍ତ୍ତନ ନିଷ୍ପତ୍ତିକୁ କ୍ୟାବିନେଟର ମଞ୍ଜୁରୀ

ନୂଆଦିଲ୍ଲୀ,୨୪।୨: କେନ୍ଦ୍ର କ୍ୟାବିନେଟ ମଙ୍ଗଳବାର କେରଳର ନାମ ପରିବର୍ତ୍ତନ କରାଯାଇ “କେରଳମ” କରିବାକୁ ଅନୁମୋଦନ ଦେଇଛି। କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି, ଭାଷା ଭିତ୍ତିରେ ରାଜ୍ୟ ସୃଷ୍ଟି ହେବା ପରଠାରୁ କେରଳର ନାମ “କେରଳମ” ରଖିବା ପାଇଁ ଦାବି ହୋଇଆସୁଛି।…

ସହଜରେ ମଦ

କାଚବୋତଲ ପରିବର୍ତ୍ତେ କାଗଜ ପ୍ୟାକେଟରେ ମଦ ବଜାରକୁ ଆଣିବା ଲାଗି ବ୍ୟବସ୍ଥା କରାଯାଉଛି ବୋଲି ନିକଟରେ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବିଧାନସଭାରେ କହିଛନ୍ତି। ନୂଆ ଅବକାରୀ ନୀତିରେ ନିୟମ ଅଣାଯାଇ କୁହାଯାଇଛି ଯେ, ଟେଟ୍ରା ପ୍ୟାକ୍‌ରେ ମଦ ବିକ୍ରି କରାଯିବ।…

କେନ୍ଦ୍ର ଦେଇଛି ୧୦ ହଜାର ୭୨୭ କୋଟି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୨(ରବିନାରାୟଣ ଜେନା): ରାଜ୍ୟ ସରକାର ୨୦୨୫-୨୬ ଆର୍ଥିକ ବର୍ଷରେ କେନ୍ଦ୍ର ସରକାରଙ୍କଠାରୁ ବିଭିନ୍ନ ଯୋଜନାରେ ପାଇବାକୁ ଥିବା ଅର୍ଥ ମଧ୍ୟରୁ ପ୍ରାୟ ୨୫ ପ୍ରତିଶତ ମିଳିଛି। ଚଳିତ ଆର୍ଥିକବର୍ଷ ଶେଷ ହେବାକୁ ହାତରେ ଆଉ ୩୬ଦିନ ରହିଥିବାବେଳେ ବଜେଟ ଅନୁଯାୟୀ, କେନ୍ଦ୍ର…

ବଢୁଛି ଅପମିଶ୍ରଣ ଭୟ, ପାଣିରୁ ହର୍ଲିକ୍ସ ଯାଏ…

ଭୁବନେଶ୍ୱର,୨୪।୨(ରବିନାରାୟଣ ଜେନା): ରାଜ୍ୟରେ ଏବେ ଖାଦ୍ୟ ପଦାର୍ଥର ଅପମିଶ୍ରଣ ଏକପ୍ରକାର କୋକୁଆ ଭୟ ସୃଷ୍ଟି କରିଛି। ବରଗଡ଼ ଓ କୋରାପୁଟ ଜିଲାକୁ ବାଦ୍‌ ଦେଲେ ସକାଳୁ ସଞ୍ଜ ଯାଏ ଲୋକେ ଯାହା ଖାଦ୍ୟ ଖାଉଛନ୍ତି ସେଥିରୁ ଅଧିକାଂଶ ଖାଦ୍ୟରେ ଅନ୍ୟ ସମସ୍ତ…

ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ: ୭ ମୃତ

ରାଞ୍ଚି,୨୪।୨: ସୋମବାର ସନ୍ଧ୍ୟାରେ ରାଞ୍ଚିରୁ ଦିଲ୍ଲୀ ଯାଉଥିବା ଏକ ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇ ଖସିପଡ଼ିବାରୁ ସମସ୍ତ ୭ ଯାତ୍ରୀଙ୍କର ମୃତ୍ୟୁ ଘଟିଛି। ଏହି ବିମାନରେ ୪୧ ବର୍ଷୀୟ ରୋଗୀ ସଞ୍ଜୟ କୁମାରଙ୍କ ସମେତ ତାଙ୍କର ୨ ଆଟେଣ୍ଡାଣ୍ଟ, ଜଣେ ଡାକ୍ତର,…

ଆଜିଠୁ ଆମେରିକାରେ ଟ୍ରମ୍ପ୍‌ ଟାରିଫ୍‌ ଆଦାୟ ବନ୍ଦ

ଓ୍ବାଶିଂଟନ,୨୪।୨: ବିଭିନ୍ନ ଦେଶରୁ ଆମଦାନୀ ସାମଗ୍ରୀ ଉପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଲଗାଇଥିବା ଟାରିଫ୍‌କୁ ସେଠାର ସୁପ୍ରିମକୋର୍ଟ ଗତ ୨୦ ତାରିଖରେ ବେଆଇନ କହି ରଦ୍ଦ କରିଥିଲେ। ତଦନୁଯାୟୀ ମଙ୍ଗଳବାରଠାରୁ ଆମେରିକାରେ ଉକ୍ତ ଟାରିଫ୍‌ ଆଦାୟ ବନ୍ଦ ହେବାକୁ ଯାଉଛି।…

ଆସନ୍ତାକାଲିଠୁ ଘଡ଼ଘଡ଼ି ସହ ପ୍ରବଳ ବର୍ଷା: ଏହି ସବୁ ଜିଲାକୁ ୟେଲୋ ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୨୩।୨: ଆସନ୍ତାକାଲି ଏବଂ ୨୫ ତାରିଖରେ ବର୍ଷା ନେଇ ପାଣିପାଗ ବିଭାଗ ୟେଲୋ ୱାର୍ନିଂ ଜାରି କରିଛି। ୨୪ ତାରିଖରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ନେଇ ୧୮ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ସେହି ସବୁ ଜିଲାଗୁଡିକ…

ଭାରତୀୟ ନାଗରିକଙ୍କୁ ତୁରନ୍ତ ଇରାନ ଛାଡ଼ିବାକୁ ଚେତାବନୀ, ପରିସ୍ଥିତି ଗମ୍ଭୀର କହି…

ନୂଆଦିଲ୍ଲୀ/ତେହରାନ,୨୩ା୨: ଇରାନରେ ବଢ଼ୁଥିବା ଉତ୍ତେଜନା ଏବଂ ସମ୍ପ୍ରତି ବିରୋଧ ପ୍ରଦର୍ଶନ ମଧ୍ୟରେ ତେହରାନର ଭାରତୀୟ ଦୂତାବାସ ସମସ୍ତ ଭାରତୀୟ ନାଗରିକଙ୍କୁ ତୁରନ୍ତ ଦେଶ ଛାଡ଼ିବାକୁ କଡ଼ା ପରାମର୍ଶ ଦେଇଛି। ସୋସିଆଲ ମିଡିଆ ‘ଏକ୍ସ’ରେ ଜାରି କରାଯାଇଥିବା ଏକ ପରାମର୍ଶରେ, ଦୂତାବାସ କହିଛି…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୩ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୧ ଫେବୃଆରୀ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଫେବୃଆରୀ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୭ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୬ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ଫେବୃଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri