ଆଜି ସେମିଫାଇନାଲ ମ୍ୟାଚରେ ବାଧକ ସାଜିବ ବର୍ଷା! ପାଗକୁ ନେଇ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୫।୩: ICCର ପ୍ରମୁଖ ଟୁର୍ନାମେଣ୍ଟ, ଟି୨୦ ବିଶ୍ୱକପ ୨୦୨୬କୁ ନେଇ ଉତ୍ସାହ ଏବେ ଶୀର୍ଷରେ। ଭାରତ ଏବଂ ଇଂଲଣ୍ଡ ଟୁର୍ନାମେଣ୍ଟର ଦ୍ୱିତୀୟ ସେମିଫାଇନାଲରେ ମୁହାଁମୁହିଁ ହେବେ, ଯାହା ମାର୍ଚ୍ଚ ୫ ତାରିଖରେ ମୁମ୍ବାଇର ଐତିହାସିକ…

ବିହାରରେ ପ୍ରଥମ ଥର BJP ମୁଖ୍ୟମନ୍ତ୍ରୀ! ନୀତୀଶଙ୍କ ପରେ କିଏ ହେବେ ମୁଖ୍ୟମନ୍ତ୍ରୀ? ଜାଣନ୍ତୁ…

ପାଟନା,୫।୩: ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାରେ ପ୍ରବେଶ କରିଛନ୍ତି। ଏବେ ବିହାରର ପ୍ରଥମ ମୁଖ୍ୟମନ୍ତ୍ରୀ ଭାରତୀୟ ଜନତା ପାର୍ଟି (ଭାଜପା)ରୁ ମିଳିପାରେ। ସୂତ୍ର…

ଯୁଦ୍ଧ ଭିତରେ ରୁଷିଆ-ଭାରତ ମଧ୍ୟରେ ବଡ଼ ଡିଲ୍‌, ଆମେରିକାକୁ ଶକ୍ତ ଝଟ୍‌କା!

ନୂଆଦିଲ୍‌ଲୀ,୫।୩: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ, ବିଶ୍ୱ ଶକ୍ତି ବଜାରରେ ତୀବ୍ର ପରିବର୍ତ୍ତନ ଘଟୁଛି। ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ତୈଳ ଯୋଗାଣ ପଥ ମଧ୍ୟରୁ ଗୋଟିଏ, ହର୍ମୁଜ ପ୍ରଣାଳୀ ଦେଇ…

ବୈଶାଖ ନପଶୁଣୁ ଉତ୍କଟ ଜଳ ସମସ୍ୟା, ବ୍ଲକ ଅଫିସ୍ ସମ୍ମୁଖରେ ଗରା ବାଲିଟି ଧରି ମହିଳାଙ୍କ ପ୍ରତିବାଦ

ପାଟଣା,୫।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ଡୁମୁରିଆ ପଂଚାୟତ ତଣ୍ଡ ବାଙ୍କ ଘାଟ ସାହିରେ ପାଣି ସମସ୍ୟା ଦେଖାଦେଇଛି । ସେଠାରେ ଏକ ମାତ୍ର ନଳକୂପ ୨୩ଦିନ ହେବ ଅଚଳ ହୋଇ…

ଅଭିଷେକ ଶର୍ମା OUT, ରିଙ୍କୁ ସିଂ IN! ସେମିଫାଇନାଲ ମ୍ୟାଚରେ ଭାରତର ସାମ୍ଭାବ୍ୟ ପ୍ଲେ-୧୧, ଜାଣନ୍ତୁ କାହାକୁ ମିଳିବ ସ୍ଥାନ

ନୂଆଦିଲ୍ଲୀ,୫।୩: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ ୨୦୨୬ର ଦ୍ୱିତୀୟ ସେମିଫାଇନାଲ ମାର୍ଚ୍ଚ ୫ରେ ଖେଳାଯିବ। ଏହି କର ବା ମର ମ୍ୟାଚରେ ଉଭୟ ଦଳ ବିଜୟ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରିବେ। ସେମିଫାଇନାଲର…

ପ୍ରଥମ ଥର ପାଇଁ କାହିଁକି ଆତଙ୍କବାଦ ତଦନ୍ତରେ ଚାଇନାର ସାହାଯ୍ୟ ଲୋଡ଼ିବ ଭାରତ? ଗୁପ୍ତ ସୂଚନା ଲୋଡ଼ିବ NIA, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୫।୩: ପହଲଗାମ ଆକ୍ରମଣର ତଦନ୍ତ ପାଇଁ ଜାତୀୟ ତଦନ୍ତ ସଂସ୍ଥା (NIA) ଏବେ ଚାଇନାରେ ପହଞ୍ଚିଛି। ତଦନ୍ତ ସମୟରେ ଉଦ୍ଧାର ହୋଇଥିବା GoPro Hero-12 କଳା କ୍ୟାମେରା ପ୍ରଥମେ ଚାଇନାରେ ସକ୍ରିୟ ହୋଇଥିଲା। NIA…

ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର, ପାଖରେ ଅଛନ୍ତି ନବୀନଙ୍କ ସହ…

ଭୁବନେଶ୍ୱର,୫ା୩: ରାଜ୍ୟ ସଭା ପାଇଁ ଗୁରୁବାର ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର। ବିଜେଡି ପ୍ରାର୍ଥୀ ଭାବେ ସଂତୃପ୍ତ ଆଜି ତାଙ୍କର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେ ୩ ସେଟ୍‌ର ନାମାଙ୍କନ ଦାଖଲ କରିଛନ୍ତି। ନାମାଙ୍କନ ଭରିବା ସମୟରେ ବିଜେଡି ଏବଂ…

ପଶ୍ଚାତାପ କରିବ ଆମେରିକା, ଇରାନର ବୈଦେଶିକ ମନ୍ତ୍ରୀ କହିଲେ ଏହି ଆକ୍ରମଣ…

ତେହରାନ,୫ା୩: ଶ୍ରୀଲଙ୍କାର ଦକ୍ଷିଣ ଉପକୂଳରେ ଆମେରିକାର ବୁଡ଼ାଜାହାଜ ଆକ୍ରମଣ କରି ଏକ ଇରାନୀ ଜାହାଜକୁ ବୁଡ଼ାଇ ଦେଇଛି। ଏହି ଆକ୍ରମଣରେ ୮୭ ଜଣ ଲୋକ ପ୍ରାଣ ହରାଇଛନ୍ତି। ଏହି ଆକ୍ରମଣ ପରେଭ ଇରାନର ବୈଦେଶିକ ମନ୍ତ୍ରୀ ଆବାସ ଆରାଘଚି ଆମେରିକାକୁ ଏକ…

ରାଜ୍ୟ ସଭା ଯିବେ ନୀତୀଶ କୁମାର: ନିଜେ କଲେ ଘୋଷଣା, ପୁଅ ହେବେ…

ପାଟନା,୫।୩:ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାରେ ପ୍ରବେଶ କରିବାକୁ ତାଙ୍କର ଇଚ୍ଛା ଘୋଷଣା କରିଛନ୍ତି। ସେ ସୋସିଆଲ ମିଡିଆରେ କହିଛନ୍ତି, ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ନିରନ୍ତର ଭାବରେ ଲୋକଙ୍କର ବିଶ୍ୱାସ ଏବଂ ସମର୍ଥନ ବଜାୟ ରଖିଛି। ସେହି ଶକ୍ତିରେ,…

ଆଜି ଓଡ଼ିଶା ଆସିବେ ଅମିତ ଶାହା: ରାଜ୍ୟ ଭାଜପାର ଜୋରଦାର ପ୍ରସ୍ତୁତି

ଭୁବନେଶ୍ୱର, ୫ା୩:କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଆଜି ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଶାହା ଆଜି ସନ୍ଧ୍ୟାରେ ସ୍ବତନ୍ତ୍ର ବାୟୁସେନା ବିମାନରେ ନୂଆଦିଲ୍ଲୀରୁ ଆସି ଭୁବନେଶ୍ୱରରେ ପହଞ୍ଚତ୍ବେ। ୬ ତାରିଖ ପୂର୍ବାହ୍ନରେ କଟକ ମୁଣ୍ଡୁଳିସ୍ଥିତ ସିଆଇଏସଏଫ୍‌ର ପ୍ରତିଷ୍ଠା ଦିବସ…

ନାମାଙ୍କନ ପୂର୍ବରୁ ଭାବବିହ୍ବଳ ହେଲେ ଦିଲୀପ ରାୟ: ବିଜୁ ପଟ୍ଟନାୟକଙ୍କୁ ନେଇ କହିଦେଲେ ବଡ଼ କଥା

ଭୁବନେଶ୍ୱର,୫।୩: ଓଡ଼ିଶାରେ ଖାଲି ପଡ଼ିଥିବା ରାଜ୍ୟ ସଭା ଆସନ ପାଇଁ ଗୁରୁବାର ନାମାଙ୍କନ ଦାଖଲ କରିବେ ୫ ପ୍ରାର୍ଥୀ। ଓଡ଼ିଶାରୁ ଏଥର ୪ ପ୍ରାର୍ଥୀ ରାଜ୍ୟ ସଭାକୁ ଯିବେ। ଭାଜପା ପକ୍ଷରୁ ମନମୋହନ ସାମଲ ଓ ସୁଜିତ କୁମାର ପ୍ରାର୍ଥୀ ହୋଇଥିବାବେଳେ…

ଇରାନ-ଆମେରିକା ଯୁଦ୍ଧରେ ଭାରତର ଏଣ୍ଟ୍ରି! ଭାରତର ନୌସେନା ଘାଟିରେ ବଡ଼…

ନୂଆଦିଲ୍‌ଲୀ,୫।୩: ଇରାନ-ଆମେରିକା-ଇସ୍ରାଏଲ ମଧ୍ୟରେ ଯୁଦ୍ଧ ଦିନକୁ ଦିନ ଘନେଇବାରେ ଲାଗିଛି। ଏହି ଭିତରେ ଅନେକ ଦେଶ ଯୁଦ୍ଧକୁ ସମର୍ଥନ କରୁଥିବା ଦେଖିବାକୁ ମିଳିଛି। କୁହାଯାଉଛି ଭାରତ ମଧ୍ୟ ଯୁଦ୍ଧରେ ସାମିଲ୍‌ ହୋଇଛି। ଭାରତ ନିଜ ବନ୍ଦରକୁ ବ୍ୟବହାର କରିବାକୁ ଆମେରିକାକୁ ଦେଇଛି।…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ! ଇରାନ ବିରୋଧରେ ଯୁଦ୍ଧକୁ ଡେଇଁଲା ଭାରତର ଏହି ବନ୍ଧୁରାଷ୍ଟ୍ର…

ନୂଆଦିଲ୍ଲୀ,୫।୩: ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ, ଆଗାମୀ ଦିନରେ ଇରାନ କ୍ଷେପଣାସ୍ତ୍ର ଘାଟି ବିରୋଧରେ ଆମେରିକାର ଆକ୍ରମଣରେ ବ୍ରିଟେନ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିପାରେ। ପ୍ରାରମ୍ଭିକ ଦ୍ୱିଧା ଦୂର କରି, ଲଣ୍ଡନ ୱାଶିଂଟନର ପୂର୍ଣ୍ଣ ସମର୍ଥନକୁ ସଙ୍କେତ ଦେଇଛି। ଦି ଗାର୍ଡିଆନ…

ଆଜି ରାଜ୍ୟ ସଭା ପାଇଁ ନାମାଙ୍କନ: ୫ ପ୍ରାର୍ଥୀ କରିବେ ଦାଖଲ

ଭୁବନେଶ୍ୱର,୫।୩: ଓଡ଼ିଶାରେ ଖାଲି ପଡ଼ିଥିବା ରାଜ୍ୟ ସଭା ଆସନ ପାଇଁ ଗୁରୁବାର ନାମାଙ୍କନ ଦାଖଲ କରିବେ ୫ ପ୍ରାର୍ଥୀ। ଓଡ଼ିଶାରୁ ଏଥର ୪ ପ୍ରାର୍ଥୀ ରାଜ୍ୟ ସଭାକୁ ଯିବେ। ଭାଜପା ପକ୍ଷରୁ ମନମୋହନ ସାମଲ ଓ ସୁଜିତ କୁମାର ପ୍ରାର୍ଥୀ ହୋଇଥିବାବେଳେ…

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କୁ ମିଳିଲା ଖୁସି ଖବର: ମିଳିଗଲା…

ଓ୍ବାଶିଂଟନ୍‌,୫।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପାଞ୍ଚ ଦିନରୁ ଅଧିକ ସମୟ ଧରି ଚାଲିଛି। ଏହା ସତ୍ତ୍ୱେ ଆକ୍ରମଣ ହ୍ରାସ ପାଇବା ପରିବର୍ତ୍ତେ ବୃଦ୍ଧି ପାଉଛି। ଇରାନରେ ଯୁଦ୍ଧକୁ ସୀମିତ କରିବା ପାଇଁ ଆଗତ ଆମେରିକା ସିନେଟର…

ଆଜି ଭାରତ-ଇଂଲଣ୍ଡ ସେମିଫାଇନାଲ୍‌: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ମୁମ୍ବାଇ,୫।୩: ସେମିଫାଇନାଲ ଯାତ୍ରାରେ ପଛରେ ପଡ଼ିଯାଇଥିବା ଭାରତୀୟ ଦଳ ଏବେ ଇଂଲଣ୍ଡର ସ୍ପିନ ବୋଲିଂର ଚ୍ୟାଲେଞ୍ଜର ସମ୍ମୁଖୀନ ହେବ। ଗୁରୁବାର ୱାଙ୍ଖେଡେ ଷ୍ଟାଡିୟମରେ ଟି-୨୦ ବିଶ୍ୱକପ ସେମିଫାଇନାଲ ମ୍ୟାଚ୍‌ରେ ଭାରତ ଏବେ ଇଂଲଣ୍ଡର ସ୍ପିନ ବୋଲିଂର ଚ୍ୟାଲେଞ୍ଜର ସମ୍ମୁଖୀନ ହେବ, ଉଭୟ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୩ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୩ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୧ ଫେବୃଆରୀ, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri