ବାଲଡ଼ା ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ: ପ୍ରସଙ୍ଗ ଅନାସ୍ଥା ବୈଠକ କରିବାକୁ ଜିଲାପାଳଙ୍କୁ ଦାବିପତ୍ର

ନନ୍ଦପୁର,୨୭ା୨(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ବାଲଡ଼ା ପଞ୍ଚାୟତ ସରପଞ୍ଚ ବିକ୍ରମ ସୀସାଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବ ସମ୍ପର୍କିତ ବୈଠକ ଶୀଘ୍ର କରିବାକୁ ଓ୍ବାର୍ଡସଭ୍ୟମାନେ ଜିଲାପାଳ ମନୋଜ ସତ୍ୟବାନ ମହାଜନଙ୍କୁ…

ବାବୁଲ ସୁପ୍ରିୟୋ, ପୂର୍ବ DGP ରାଜୀବ କୁମାର…ରାଜ୍ୟ ସଭା ପାଇଁ ଏହି ୪ ପ୍ରାର୍ଥୀଙ୍କ ଉପରେ ଭରସା କଲେ ମମତା

କୋଲକାତା,୨୭।୨: ପଶ୍ଚିମବଙ୍ଗର ୫ଟି ରାଜ୍ୟ ସଭା ଆସନ ପାଇଁ ଶୁକ୍ରବାର ତୃଣମୂଳ କଂଗ୍ରେସ ନିଜର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଦଳ ଏଥର ପ୍ରଶାସନିକ ଅଭିଜ୍ଞତା, ଆଇନଗତ ଜ୍ଞାନ ଏବଂ ଗ୍ଲାମରର ଏକ ଅଭିନବ…

କର୍ଣ୍ଣାଟକରେ ପ୍ରେମୀଯୁଗଳଙ୍କ ମୃତ୍ୟୁ: ମୃତଦେହ ଗାଁକୁ ଆଣିବା ପାଇଁ ପୋଲିସ, ପ୍ରଶାସନ ନିକଟରେ ନିବେଦନ

ଗୁଣପୁର, ୨୭।୨ (ସଂକେତ ପାତ୍ର ): ପ୍ରଥମେ ଭଲ ପାଇଲେ, ପରେ ବାହା ହେଲେ। ବାହାଘର ପରେ କାମ ଅନ୍ବେଷଣରେ କର୍ଣ୍ଣାଟକ ଚାଲିଯାଇଥିଲେ। ସେଠାରେ କୌଣସି କାରଣରୁ ପ୍ରେମୀଯୁଗଳଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ…

ପୌର ପରିଷଦରେ ବ୍ୟାପକ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବି ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଦାବିପତ୍ର

ଗୁଣପୁର, ୨୭।୨ (ସଂକତେ ପାତ୍ର/ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବିଜେଡି ପକ୍ଷରୁ ଶୁକ୍ରବାର ବିଭିନ୍ନ ପ୍ରସଙ୍ଗକୁ ନେଇ ଶୋଭାଯାତ୍ରା ଏବଂ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା l ଗୁଣପୁର ପୂର୍ତ୍ତ ବିଭାଗ ବଙ୍ଗଳାଠାରୁ ବିଜେଡି…

ମଲା କୁକୁଡ଼ା ମାଂସ ଖାଇ ୪ ମହିଳା ଗୁରୁତର

କଲ୍ୟାଣସିଂହପୁର, ୨୭।୨ (ଦୀପକ କୁମାର ପରିଡା ): ମଲା କୁକୁଡ଼ା ମାଂସ ଖାଇ ଗୋଟିଏ ପରିବାରର ୪ ଜଣ ମହିଳା ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ ପାରସାଲି…

ଟିମ୍‌ ଇଣ୍ଡିଆକୁ ଫେରିବେ ରିଙ୍କୁ ସିଂ, ପିତାଙ୍କୁ ହରାଇଥିବା ସତ୍ତ୍ୱେ ଦେଶ ପାଇଁ ନେଲେ ବଡ଼ ନିଷ୍ପତ୍ତି 

ନୂଆଦିଲ୍ଲୀ,୨୭।୨: ଭାରତୀୟ କ୍ରିକେଟର ଯୁବ ତାରକା ରିଙ୍କୁ ସିଂ ବର୍ତ୍ତମାନ ନିଜ ଜୀବନର ସବୁଠାରୁ କଷ୍ଟକର ସମୟ ଦେଇ ଗତି କରୁଛନ୍ତି। ଟି-୨୦ ବିଶ୍ୱକପ ୨୦୨୬ ଅଭିଯାନ ମଧ୍ୟରେ ରିଙ୍କୁ ନିଜ ପିତାଙ୍କୁ ହରାଇଛନ୍ତି।…

ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ସୋସିଆଲ ମିଡିଆରେ ପୋଷ୍ଟ କରି କହିଲେ ୪ଟି ଆସନରେ…

ନୂଆଦିଲ୍ଲୀ/ଭୁବନେଶ୍ୱର,୨୭ା୨: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଶୁକ୍ରବାର ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନୂଆଦିଲ୍ଲୀ ଭାଜପା ମୁଖ୍ୟାଳୟରେ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ଭେଟି ଓଡ଼ିଶାର ଦଳର ସାଂଗଠନିକ ସ୍ଥିତି ଓ ସମନ୍ବୟ ଉପରେ ଆଲୋଚନା କରିଛନ୍ତି। ବୈଠକ ପରେ ମୁଖ୍ୟମନ୍ତ୍ରୀ…

ରାଜ୍ୟ ସଭା କଂଗ୍ରେସ ପ୍ରାର୍ଥୀକୁ ନେଇ ଭକ୍ତଙ୍କ ବଡ଼ ଘୋଷଣା, ଲିଷ୍ଟରେ ରଖିଲେ ଏହି ୫ ଜଣଙ୍କ ନାଁ, ଜାଣନ୍ତୁ କିଏ…

ଭୁବନେଶ୍ୱର,୨୭।୨: ରାଜ୍ୟ ସଭା ନିର୍ବାଚନକୁ ନେଇ କସରତ ଚାଲିଛି। ଏହି ସମୟରେ ପିସିସି ସଭାପତି ଭକ୍ତ ଚରଣ ଦାସ ଦିଲ୍ଲୀ ଯାଇଛନ୍ତି। ଦିଲ୍ଲୀ ଯିବା ପୂର୍ବରୁ ଭକ୍ତ ଦାସ ବଡ଼ ସୂଚନା ଦେଇ କହିଛନ୍ତି, ୫ଟି ନାଁକୁ ନେଇ ଆଲୋଚନା ଚାଲିଛି।…

କୋଲକାତାରେ ଶକ୍ତିଶାଳୀ ଭୂକମ୍ପ ଝଟ୍‌କା, ଭୟରେ ଘରୁ ବାହାରି ଆସିଲେ ଲୋକେ

କୋଲକାତା,୨୭।୨: କୋଲକାତାରେ ଶକ୍ତିଶାଳୀ ଭୂକମ୍ପ । ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ଅପରାହ୍ନ ପ୍ରାୟ ୧ଟା୨୦ ସମୟରେ ଭୂମିକମ୍ପ ହୋଇଥିଲା। କୋଲକାତା ସମେତ ରାଜ୍ୟର ବିଭିନ୍ନ ଜିଲାରେ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ…

1 March new Rule: ପହିଲାରୁ ବଦଳିଯିବ ଏହି ୫ ନିୟମ, ସିଧାସଳଖ ଆପଣଙ୍କ ପକେଟ ଉପରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୨୭।୨: ପ୍ରତି ମାସର ପ୍ରଥମ ଦିନ କିଛି ନୂଆ ଜିନିଷ ଆଣିଥାଏ, କିନ୍ତୁ ୧ ମାର୍ଚ୍ଚ, ୨୦୨୬ରୁ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ହେବ। ଏଥର, ପରିବର୍ତ୍ତନଗୁଡ଼ିକ କେବଳ ଆପଣଙ୍କ ୱାଲେଟ ପର୍ଯ୍ୟନ୍ତ ସୀମିତ ନୁହେଁ; ଏହା ମୋବାଇଲ ଫୋନ, ବ୍ୟାଙ୍କିଂ ଏବଂ…

WhatsApp ଡାଉନ୍‌: ଅଧିକ ପ୍ରଭାବିତ ୱେବ ୟୁଜର୍ସ

ନୂଆଦିଲ୍ଲୀ,୨୭।୨: ଭାରତରେ ହ୍ବାଟ୍ସଆପ୍‌ ୱେବ ୟୁଜର୍ସମାନେ ଲଗ ଇନ କରିବାରେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଶୁକ୍ରବାର ସକାଳେ ଅନେକ ୟୁଜର୍ସ ହ୍ବାଟ୍ସଆପ ୱେବ ବ୍ୟବହାର କରିବାରେ ସମସ୍ୟାର ସମ୍ମୁଖୀନ ହୋଇଥିଲେ। ସେମାନେ ଅଭିଯୋଗ କରିଥିଲେ, ସେମାନେ ସେମାନଙ୍କ ଆକାଉଣ୍ଟରେ ଲଗ ଇନ…

CBIର ମଦ ଦୁର୍ନୀତି ମାମଲା: ଅରବିନ୍ଦ କେଜରିୱାଲ ଓ ମନୀଷ ସିସୋଦିଆ ଦୋଷମୁକ୍ତ, ଆଲିଙ୍ଗନ କରି କାନ୍ଦିଲେ

ନୂଆଦିଲ୍ଲୀ,୨୭।୨: ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଏବଂ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ରାଉଜ୍ ଆଭେନ୍ୟୁ କୋର୍ଟ ନିର୍ଦ୍ଦୋଷରେ ଖଲାସ କରିଛନ୍ତି । ଶୁକ୍ରବାର ଦିନ ସ୍ୱତନ୍ତ୍ର ବିଚାରପତି ଜିତେନ୍ଦ୍ର ସିଂ ତାଙ୍କ ରାୟରେ କେଜରିୱାଲ…

ବିଧାୟକଙ୍କୁ ନବୀନ ନିବାସ ଡକରା, ଅପରାହ୍ନ ୫ଟାରେ ବଡ଼ ବୈଠକ

ଭୁବନେଶ୍ବର,୨୭।୨: ଅପରାହ୍ନ ୫ଟାରେ ନବୀନଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ଏନେଇ ସମସ୍ତ ବିଜେଡି ବିଧାୟକଙ୍କୁ ନବୀନ ନିବାସ ଡକରା ହୋଇଛି । ରାଜ୍ୟ ସଭା ନିର୍ବାଚନକୁ ନେଇ ମାନସମନ୍ଥନ ହେବା ନେଇ ଜଣାପଡୁଛି । ରାଜ୍ୟ ସଭା ନିର୍ବାଚନ ନେଇ…

ଆସନ୍ତା ୭ଦିନ ପର୍ଯ୍ୟନ୍ତ ଶୁଖିଲା ପାଗ, ୩ଦିନରେ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୭ା୨ (ବନ୍ଦନା ସେଠୀ): ରାଜ୍ୟରେ ବୃଦ୍ଧି ପାଇବ ଦିନ ଓ ରାତି ତାପମାତ୍ରା। ଆସନ୍ତା ୩ଦିନ ମଧ୍ୟରେ ସର୍ବାଧିକ ବା ଦିନ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ। ସେହିପରି ସର୍ବନିମ୍ନ ବା ରାତି ତାପମାତ୍ରା ୩ଡିଗ୍ରୀ ପର୍ଯ୍ୟନ୍ତ…

ବିଜେଡି ବୈଠକକୁ ନେଇ ଉଠିଲା ପ୍ରଶ୍ନ: ବଢୁଛି ଅସନ୍ତୋଷ

ଭୁବନେଶ୍ୱର, ୨୭।୨(ସୁନିତ୍‌ ମିଶ୍ର):ବିଜେଡିର ରାଜନୈତିକ ବ୍ୟାପାର କମିଟି (ପିଏସି) ବୈଠକ ଦଳର ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ନବୀନ ନିବାସଠାରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଦୀର୍ଘ ସମୟ ଧରି ହୋଇଥିବା ପିଏସି ବୈଠକରେ ବହୁତ ରାଜନୈତିକ…

ଆଫଗାନିସ୍ତାନ ବିରୋଧରେ ଯୁଦ୍ଧ ଘୋଷଣା କଲା ପାକିସ୍ତାନ, ୧୩୩ ଜଣଙ୍କ ମୃତ୍ୟୁ ନେଇ ଦାବି

ନୂଆଦିଲ୍ଲୀ,୨୭ା୨: ପାକିସ୍ତାନ ଏବଂ ଆଫଗାନିସ୍ତାନ ମଧ୍ୟରେ ସୀମା ଉତ୍ତେଜନା ଏବେ ଖୋଲା ବିବାଦରେ ପରିଣତ ହୋଇଛି। ଏହି ସଂଘର୍ଷ ୨୧ଫେବୃଆରୀ ୨୦୨୬ରେ ଆରମ୍ଭ ହୋଇଥିଲା, ଯେତେବେଳେ ପାକିସ୍ତାନ ଆଫଗାନିସ୍ତାନରେ ଏୟାର ଷ୍ଟ୍ରାଇକ ଆରମ୍ଭ କରିଥିଲା। ପାକିସ୍ତାନ ଅପରେସନ୍ ଗଜବ ଲିଲ୍ ହକ୍…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୭ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୩ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୧ ଫେବୃଆରୀ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଫେବୃଆରୀ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୭ ଫେବୃଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri