ଭିତରେ ବସିଥିଲେ ଯାତ୍ରୀ: ହଠାତ୍‌ ମଝି ରାସ୍ତାରେ ହୁତୁହୁତୁ ହୋଇ ଜଳିଲା ‘ଆମ ବସ୍‌’

ଭୁବନେଶ୍ବର: କଳିଙ୍ଗ ଷ୍ଟୁଡିଓ ଛକରେ ଜଳିଗଲା ଆମ ବସ୍‌। ହଠାତ୍‌ ଧୂଆଁ ବାହାରିବାରୁ ଯାତ୍ରୀମାନେ ଓହ୍ଲାଇ ପଡ଼ିଥିଲେ। ଏହାପରେ ବସ୍‌ଟି ହୁତୁହୁତୁ ହୋଇ ମଝି ରାସ୍ତାରେ ଜଳିଯାଇଛି। ଘଟଣା ସର୍ମ୍ପକରେ ଖବରପାଇ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ସର୍ଟସର୍କିଟ ଯୋଗୁଁ ନିଆଁ ଲାଗିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାଜପା କର୍ମୀଙ୍କୁ ସଂଘବଦ୍ଧ ଆକ୍ରମଣ: ୧୦ରୁ ଊର୍ଦ୍ଧ୍ୱ ଆହତ, ପୋଲିସ ପହଞ୍ଚିବାରୁ…

ହାଟଡିହୀ,୧୧ା୧(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ଏବେ ରାଜନୈତିକ ଅଶାନ୍ତ ଆରମ୍ଭ ହେଲାଣି। ଫଳରେ ଛକାପଞ୍ଝା ବଢ଼ିବାରେ ଲାଗିଛି l ଖବରରୁ ଜଣାଯାଇଛି,...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ: ଗଞ୍ଜେଇ ଚାଷୀଙ୍କୁ ଡରାଇଲେ  ଅତିରିକ୍ତ ଆରକ୍ଷୀ ଅଧିକ୍ଷକ

ଦାରିଙ୍ଗବାଡି,୧୧।୧(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ଶୀତ ମହୋତ୍ସବର ଆଜି ଶେଷ ରାତି।  ଗତ ୪ ଦିନ ଧରି ଏହି ମହୋତ୍ସବ ପାଇଁ ଅଞ୍ଚଳ...

ରାଉରକେଲା ବିମାନ ଦୁର୍ଘଟଣାସ୍ଥଳରେ ପରିବହନ ସଚିବ ଉଷା ପାଢ଼ୀ

ରାଉରକେଲା,୧୧ା୧: ରାଉରକେଲା ଚାର୍ଟର ବିମାନ ଦୁର୍ଘଟଣାସ୍ଥଳରେ ପହଞ୍ଚିଛନ୍ତି ପରିବହନ ସଚିବ ଉଷା ପାଢ଼ୀ। ଏହି ଦୁର୍ଘଟଣାର ତଦନ୍ତ କରିବ AAIB ଓ DGCA। କେମିତି ଦୁର୍ଘଟଣା...

୧୫ରେ ବରଗଡ଼ ଜିଲା ଅଖଚକ ବନ୍ଦ ଅନୁପ୍ରବେଶକାରୀଙ୍କୁ ହଟାଇବା, ଅପରାଧ ନିୟନ୍ତ୍ରଣ ଦାବି

ବରଗଡ଼,୧୧।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରୁ ବାଙ୍ଗଲାଦେଶୀ ରୋହିଙ୍ଗୀଆ ଅନୁପ୍ରବେଶକାରୀଙ୍କୁ ହଟାଇବା ଏବଂ ଅପରାଧ ନିୟନ୍ତ୍ରଣ ଦାବି ନେଇ ବଜରଙ୍ଗ ଦଳ ଆସନ୍ତା ୧୫ତାରିଖ ବରଗଡ଼ ଜିଲା...

ନଦୀକୂଳରେ ପଡ଼ିଛି ଶିଶୁପୁତ୍ରର ମୃତଦେହ, ଲାଗିଛି ଅନ୍ତନାଡ଼ୀ; କିଏ ଫିଙ୍ଗିଛି…

କେନ୍ଦ୍ରାପଡା, ୧୧।୧ (ଜଗନ୍ନାଥ ଧଳ)- କେନ୍ଦ୍ରାପଡ଼ା ଜିଲା ସଦର ଥାନା କେନ୍ଦ୍ରାପଡା ବ୍ଲକ ଗୁଲନଗର ପଞ୍ଚାୟତ ଭ୍ରମରଦିଆ ପାଟଣା ନିକଟ ଗୋବରୀ ନଦୀକୂଳରୁ ଶିଶୁପୁତ୍ରର ମୃତଦେହ...

ଅଶ୍ଳୀଳ ଫଟୋକୁ ନେଇ ବିବାଦ ପରେ, ଭୁଲ ସ୍ବୀକାର କଲେ X, ୩,୫୦୦ ପୋଷ୍ଟ ସମେତ ୬୦୦ ଆକାଉଣ୍ଟ ଡିଲିଟ

ଓ୍ବାଶିଂଟନ,୧୧।୧: କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ ପରେ, X ଅନେକ ଉପଭୋକ୍ତାଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ସୋସିଆଲ ମିଡିଆ ପ୍ଲାଟଫର୍ମ ୬୦୦ ଆକାଉଣ୍ଟ ଡିଲିଟ କରିଛି...

ହସଖୁସିରେ ଘରୁ ବୁଲି ବାହାରିଥିଲେ: ତପ୍ତପାଣି ଘାଟିରେ ଠିଆ ହୋଇଥିବା ଟ୍ରକ୍‌କୁ ପିଟିଲା ଟାଭେଲର୍ସ, ୨୫ ଯାତ୍ରୀ…

ଦିଗପହଣ୍ଡି,୧୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି ଘାଟି ପାଳୁଖଳା ଗ୍ରାମ ନିକଟ ମୁଖ୍ୟରାସ୍ତାରେ ରବିବାର ଭୋରରେ ଏକ ଲୁହାଛଡ଼...

Colombia Plane Crash: କଲମ୍ବିଆ ବିମାନ ଦୁର୍ଘଟଣାରେ ପ୍ରସିଦ୍ଧ ଗାୟକଙ୍କ ସମେତ ୬ ମୃତ

ବୋଗୋଟା,୧୧।୧: କଲମ୍ବିଆରେ ଏକ ମର୍ମନ୍ତୁଦ ବିମାନ ଦୁର୍ଘଟଣାରେ ପ୍ରସିଦ୍ଧ ଗାୟକ ୟେସନ ଜିମେନେଜଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ମୋଟ ଛଅ ଜଣ ପ୍ରାଣ ହରାଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri