ସ୍କୁଲ ଓ ଗଣଶିକ୍ଷା ବିଭାଗ ବଡ଼ ନିଷ୍ପତ୍ତି: ଏଣିକି ଛାତ୍ରୀଛାତ୍ର ବିଦ୍ୟାଳୟକୁ ନିୟମିତ ନ ଗଲେ…

ଭୁବନେଶ୍ୱର,୧୦।୧: ସ୍କୁଲ ଓ ଗଣଶିକ୍ଷା ବିଭାଗ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଛାତ୍ରୀଛାତ୍ର ବିଦ୍ୟାଳୟକୁ ନିୟମିତ ନ ଗଲେ ଘରକୁ ଯିବେ ସ୍କୁଲ କର୍ତ୍ତୃପକ୍ଷ। ସପ୍ତାହେ ପିଲା ସ୍କୁଲରେ ଅନୁପସ୍ଥିତ ରହିଲେ ଘରକୁ ଶିକ୍ଷକ ଯିବେ। ଏନେଇ ସମସ୍ତ ଡିଇଓ ଓ ବିଇଓଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ଚିଠି ଲେଖିଛି। କାହିଁକି ପିଲା ଅନୁପସ୍ଥିତ ଅଛନ୍ତି ସ୍କୁଲ କର୍ତ୍ତୃପକ୍ଷ ବୁଝିବେ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ପୋଲିସକୁ ବଡ଼ ସଫଳତା, ୧୦ କେଜି ଗଞ୍ଜେଇ ସହ ୫ ଆନ୍ତଃରାଜ୍ୟ ଚୋରା ଚାଲାଣକାରୀ ଗିରଫ

କେସିଙ୍ଗା,୧୧/୧(ତୁମେଶ୍ୱର ସାହୁ):  କଳାହାଣ୍ଡି ଜିଲାର କେସିଙ୍ଗା ପୋଲିସକୁ ବଡ଼ ସଫଳତା ମିଳିଛି । ବିଶେଷ ସୂତ୍ରରୁ ଖବର ପାଇ କେସିଙ୍ଗା ପୋଲିସ ସ୍ଥାନୀୟ ରେଳ ଷ୍ଟେସନରୁ...

ଘର ସମ୍ମୁଖରୁ ପିକ୍‌ଅପ୍‌ ଗାଡ଼ି ଚୋରି

ବଡ଼ଗାଁ,୧୧ା୧(ଅଶୋକ ଷଢ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁର ଯୁବ ବ୍ୟବସାୟୀ ଅମିତ ଅଗ୍ରୱାଲଙ୍କ ଘର ସମ୍ମୁଖରୁ ତାଙ୍କ ପିକଅପ ଗାଡି ଓଡି ୨୬ ଏ ୧୪୭୫କୁ ୨...

ଦାରିଙ୍ଗବାଡି ଶୀତ ମହୋତ୍ସର ଶେଷ ଦିନରେ ଅସୀମାଙ୍କ ଗୀତରେ ଝୁମିଲେ ଦର୍ଶକ, ବାଚସ୍ପତି କହିଲେ…

ଦାରିଙ୍ଗବାଡି, ୧୧/୧ (ଅରୁଣ ସାହୁ ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ଠାରେ ଗତ ୪ ଦିନ ଧରି ଚାଲିଥିବା ଏକାଦଶ ତମ ଶୀତ ମହୋତ୍ସବ...

ଅଙ୍ଗୁଳି ଦେଖାଇ ବିଡ଼ିଓଙ୍କୁ ଦୁର୍ବ୍ୟବହାର କଲେ ବ୍ଲକ ଅଧକ୍ଷା, ବିଧାୟକଙ୍କୁ ତୀର ମାରିବା ଘଟଣାର ମିଳୁନି ପ୍ରମାଣ

ହାଟଡିହୀ,୧୧।୧(ଶୁଭକାନ୍ତ ନାୟକ): ଗତ ଦୁଇ ଦିନ ପୂର୍ବେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଜଣେ ଯନ୍ତ୍ରୀ ଆନନ୍ଦପୁର ବିଜେଡି ବିଧାୟକ ଅଭିମନ୍ୟୁ ସେଠିଙ୍କୁ ତୀର ମାରିବା...

ଆହୁରି ବଢ଼ିବ ଶୀତର ପ୍ରକୋପ: ୩ ଦିନ ମଧ୍ୟରେ ଏସବୁ ଜିଲାରେ…

ଭୁବନେଶ୍ୱର,୧୧।୧: ଓଡ଼ିଶାରେ ପୁଣି ବଢ଼ିବ ଶୀତର ପ୍ରକୋପ। ଆସନ୍ତା ୩ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ରାତିର ତାପମାତ୍ରା ପ୍ରାୟ ୨ ରୁ ୩...

ମକର ସଂକ୍ରାନ୍ତି ଉପଲକ୍ଷେ ସ୍ବତନ୍ତ୍ର ପ୍ରସ୍ତୁତି, ପୁଲିହାରୀ-ଡ୍ରାଏ ଫ୍ରୁଟସରେ ମା’ ଗୋଦାଦେବୀ…

ରାୟଗଡ଼ା,୧୧/୧(ଆଶିଷ ରଞ୍ଜନ ପଣ୍ଡା)- ମକର ସଂକ୍ରାନ୍ତି ଉପଲକ୍ଷେ ରାୟଗଡ଼ା ବ୍ଲକର ଜେକେପୁର ସ୍ଥିତ ଭେଙ୍କେଟେଶ୍ବର ମନ୍ଦିରରେ ସ୍ଥାନୀୟ ମନ୍ଦିର ପ୍ରଭୁ ଭେଙ୍କେଟେଶ୍ବରଙ୍କ ସ୍ତ୍ରୀ ଗୋଦାଦେବୀଙ୍କ ଚିତ୍ର...

ଭାରତୀୟ ନୌସେନାର ପୂର୍ବତନ ମୁଖ୍ୟଙ୍କୁ SIR ନୋଟିସ୍, ଦେଲେ ଏପରି ପ୍ରତିକ୍ରିୟା

ନୂଆଦିଲ୍ଲୀ,୧୧।୧: ଭାରତୀୟ ନୌସେନାର ପୂର୍ବତନ ମୁଖ୍ୟ ଆଡମିରାଲ ଅରୁଣ ପ୍ରକାଶଙ୍କୁ SIR ନୋଟିସ୍ ପଠାଇଛନ୍ତି ନିର୍ବାଚନ କମିଶନ। ଯାହାକୁ ନେଇ ବିବାଦ ଦେଖା ଦେଇଛି। ଦେଶର...

ପଞ୍ଚାୟତ ନିର୍ବାଚନ ଅଣ୍ଟା ଭିଡ଼ା, ଗୁରୁମନ୍ତ୍ର ଦେଲେ ବିଧାୟକ

କୁନ୍ଦୁରା,(ସନ୍ତୋଷ ପ୍ରହରାଜ)୧୧/୧: କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଭୁଷାଙ୍ଗଗୁଡା କୋଲାବ ସେତୁ ନିକଟରେ କୁନ୍ଦୁରା ମଣ୍ଡଳ ସଭାପତି ପଦ୍ମନାଭ ବିଷୋୟୀଙ୍କ ନେତୃତ୍ୱରେ ଆଠ ପଞ୍ଚାୟତର କର୍ମୀଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri