ବରଗଡ଼ର ସୁନା ବ୍ୟବସାୟୀଙ୍କୁ ଉଠାଇ ନେଲା କୋଲକାତା ପୋଲିସ, ସୁନା ଆଣି ଟଙ୍କା ନ ଦେବାରୁ…

ବରଗଡ଼,୧୦।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜଣେ ସୁନା ଗହଣା ବ୍ୟବସାୟୀ ହେମନ୍ତ ବର୍ମାକୁ କୋଲକତା ପୋଲିସ ଉଠାଇ ନେଇଥିବା ସୂଚନା ମିଳିଛି । ମିଳିଥିବା ସୂଚନା ଅନୁଯାୟୀ, ସମ୍ପୃକ୍ତ ସୁନା ବ୍ୟବସାୟୀ କୋଲକାତାରୁ ଅନ୍ୟ ଜଣେ ବ୍ୟବସାୟୀଙ୍କ ପାଖରୁ ଲକ୍ଷାଧିକ ଟଙ୍କାର ସୁନା ଆଣି ଟଙ୍କା ଦେଇ ନ ଥିବା ପୋଲିସରେ ଅଭିଯୋଗ ହୋଇଥିଲା। ଫଳରେ କୋଲକାତା ପୋଲିସ ଯେଉଁଥିପାଇଁ ତାଙ୍କ ତାଙ୍କ ବିରୁଦ୍ଧରେ ମାମଲା ରୁଜୁ କରିଥିଲା ଏବଂ ବରଗଡରେ ପହଞ୍ଚି ଥିଲା । କୋଲକାତା ପୋଲିସ ଏସଆଇ ପ୍ରଶାନ୍ତ କର ଦାଶ, ଏସଆଇ କବିତା ସାମନ୍ତ ପ୍ରମୁଖ ବରଗଡ଼ ଆସି ସୁନା ବ୍ୟବସାୟୀଙ୍କୁ ଉଠାଇ ନେଇଛନ୍ତି।

 

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଟ୍ରାକ୍ଟର ନେଲା ଜୀବନ: ବେଙ୍ଗଳା ପକାଇବାକୁ ଯାଉଥିବା ବେଳେ…

ଭଦ୍ରକ,୧।୧୧: ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବିଦେଇପୁର ପଞ୍ଚାୟତର ଗଡେଇବିନ୍ଧା ଗ୍ରାମର ଜଣେ ଯୁବକଙ୍କ ଟ୍ରାକ୍ଟର ଧକ୍କାରେ ଶନିବାର ରାତିରେ ମୃତତ୍ୟୁ ଘଟିଛି। ସେ...

ରାଜେଶ ହତ୍ୟାକାଣ୍ଡ:  ଅଭିଯୁକ୍ତଙ୍କୁ ଧରିବା ପ୍ରତିବାଦରେ ରାଜପଥ ଅବରୋଧ 

ପରଜଙ୍ଗ,୧୧।୧(ନିଗମାନନ୍ଦ ଦଳବେହେରା): ବହୁ ଚର୍ଚ୍ଚିତ ଫଟୋ ଗ୍ରାଫର୍‌  ରାଜେଶ ପାଣି ହତ୍ୟାକାଣ୍ଡକୁ  ଇତି ମଧ୍ୟରେ ଦୁଇ ମାସ  ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ସକ୍ଷମ ହୋଇପାରୁନାହିଁ...

ଶୀତରୁ ଆଶ୍ୱସ୍ତି: ଉପର ମୁହାଁ ପାରଦ

ଭୁବନେଶ୍ୱର,୧୧।୧: ରାଜ୍ୟର ଅଧିକାଂଶ ସ୍ଥାନରେ ପାରଦ ଉପର ମୁହାଁ ରହିଛି। ଅଧିକାଂଶ ସ୍ଥାନରେ ୫ ରୁ ୭ ଡିଗ୍ରୀ ଯାଏଁ ତାପମାତ୍ରା ବଢ଼ିଛି। ରାଜଧାନୀରେ ୬.୮...

ଭାଜପା କର୍ମୀଙ୍କୁ ସଂଘବଦ୍ଧ ଆକ୍ରମଣ: ୧୦ରୁ ଊର୍ଦ୍ଧ୍ୱ ଆହତ, ପୋଲିସ ପହଞ୍ଚିବାରୁ…

ହାଟଡିହୀ,୧୧ା୧(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ଏବେ ରାଜନୈତିକ ଅଶାନ୍ତ ଆରମ୍ଭ ହେଲାଣି। ଫଳରେ ଛକାପଞ୍ଝା ବଢ଼ିବାରେ ଲାଗିଛି l ଖବରରୁ ଜଣାଯାଇଛି,...

ଅନ୍‌ କରିବାକୁ ଭୁଲନ୍ତୁ ନାହିଁ INSTGRAMର ଏହି ୩ ସେଟିଂ, ଭାଇରାଲ ହୋଇଯିବ ଆପଣଙ୍କ REEL

ନୂଆଦିଲ୍ଲୀ,୧୧।୧: ଆଜିକାଲି ସମସ୍ତେ ସୋସିଆଲ ମିଡିଆ ଇନ୍‌ଫ୍ଲୁଏନ୍ସର ହେବାକୁ ଚାହାନ୍ତି। ଏଥିଲାଗି ସେ ସର୍ବପ୍ରଥମେ ଇନ୍‌ଷ୍ଟାଗ୍ରାମକୁ ବାଛୁଛନ୍ତି। କାରଣ ଏଠାରେ ଭାଇରାଲ ହେବା ସହଜ। ଆପଣଙ୍କ...

ମଥୁରା ଛକରେ ଭୟଙ୍କର ଦୁର୍ଘଟଣା: ଆଖିବୁଜିଲେ ଯୁବ ଆଇନଜୀବୀ

ଜୁନାଗଡ଼,୧୧।୧(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ମଥୁରା ଛକ ନିକଟରେ ଶନିବାର ରାତିରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏଥିରେ ଜଣେ ଯୁବ ଆଇନଜୀବୀଙ୍କ...

IND vs NZ: ଘୋଷଣା ହେଲା ପନ୍ତଙ୍କ ରିପ୍ଲେସମେଣ୍ଟ, ଓ୍ବାନ ଡେ’ ଟିମରେ ଏହି ଖେଳାଳିଙ୍କୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୧୧।୧: ଭଦୋଦରାରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଦିନିକିଆ ମ୍ୟାଚ ପୂର୍ବରୁ ଧ୍ରୁବ ଜୁରେଲଙ୍କୁ ଟିମ ଇଣ୍ଡିଆରେ ଯୋଡାଯାଇଛି। ଆହତ ରିଷଭ ପନ୍ତଙ୍କ ବଦଳ ଖେଳାଳି ଭାବରେ ଜୁରେଲଙ୍କୁ...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ: ଗଞ୍ଜେଇ ଚାଷୀଙ୍କୁ ଡରାଇଲେ  ଅତିରିକ୍ତ ଆରକ୍ଷୀ ଅଧିକ୍ଷକ

ଦାରିଙ୍ଗବାଡି,୧୧।୧(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ଶୀତ ମହୋତ୍ସବର ଆଜି ଶେଷ ରାତି।  ଗତ ୪ ଦିନ ଧରି ଏହି ମହୋତ୍ସବ ପାଇଁ ଅଞ୍ଚଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri