ଶୋ’ ରୁମ୍‌ରେ ଲାଗିଲା ନିଆଁ, ଜଳିଗଲା ଲକ୍ଷାଧିକ ଟଙ୍କାର ଗାଡ଼ି

ବାରିପଦା,୧୦ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସହରସ୍ଥିତ ଦାରୋଗାଡ଼ାହି ଛକ ନିକଟରେ ଥିବା କାଇନେଟିକ୍‌ ଶୋ’ ରୁମ୍‌ରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ଗାଡ଼ି ପୋଡ଼ି ଯାଇଛି। ଗତକାଲି ବିଳମ୍ବିତ ରାତିରେ ନିଆଁ ଲାଗିଥିବାରୁ ନିଆଁକୁ ଆୟତ୍ତ କରିବାରେ ବିଳମ୍ବ ହୋଇଥିଲା। ଖବରପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ବିଦ୍ୟୁତ୍‌ ଶର୍ଟ ସର୍କିଟ ଯୋଗୁ ନିଆଁ ଲାଗିଥିବା ନେଇ ଅନୁମାନ କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଟ୍ରାକ୍ଟର ନେଲା ଜୀବନ: ବେଙ୍ଗଳା ପକାଇବାକୁ ଯାଉଥିବା ବେଳେ…

ଭଦ୍ରକ,୧।୧୧: ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବିଦେଇପୁର ପଞ୍ଚାୟତର ଗଡେଇବିନ୍ଧା ଗ୍ରାମର ଜଣେ ଯୁବକଙ୍କ ଟ୍ରାକ୍ଟର ଧକ୍କାରେ ଶନିବାର ରାତିରେ ମୃତତ୍ୟୁ ଘଟିଛି। ସେ...

ରାଜେଶ ହତ୍ୟାକାଣ୍ଡ:  ଅଭିଯୁକ୍ତଙ୍କୁ ଧରିବା ପ୍ରତିବାଦରେ ରାଜପଥ ଅବରୋଧ 

ପରଜଙ୍ଗ,୧୧।୧(ନିଗମାନନ୍ଦ ଦଳବେହେରା): ବହୁ ଚର୍ଚ୍ଚିତ ଫଟୋ ଗ୍ରାଫର୍‌  ରାଜେଶ ପାଣି ହତ୍ୟାକାଣ୍ଡକୁ  ଇତି ମଧ୍ୟରେ ଦୁଇ ମାସ  ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ସକ୍ଷମ ହୋଇପାରୁନାହିଁ...

ଶୀତରୁ ଆଶ୍ୱସ୍ତି: ଉପର ମୁହାଁ ପାରଦ

ଭୁବନେଶ୍ୱର,୧୧।୧: ରାଜ୍ୟର ଅଧିକାଂଶ ସ୍ଥାନରେ ପାରଦ ଉପର ମୁହାଁ ରହିଛି। ଅଧିକାଂଶ ସ୍ଥାନରେ ୫ ରୁ ୭ ଡିଗ୍ରୀ ଯାଏଁ ତାପମାତ୍ରା ବଢ଼ିଛି। ରାଜଧାନୀରେ ୬.୮...

ଭାଜପା କର୍ମୀଙ୍କୁ ସଂଘବଦ୍ଧ ଆକ୍ରମଣ: ୧୦ରୁ ଊର୍ଦ୍ଧ୍ୱ ଆହତ, ପୋଲିସ ପହଞ୍ଚିବାରୁ…

ହାଟଡିହୀ,୧୧ା୧(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ଏବେ ରାଜନୈତିକ ଅଶାନ୍ତ ଆରମ୍ଭ ହେଲାଣି। ଫଳରେ ଛକାପଞ୍ଝା ବଢ଼ିବାରେ ଲାଗିଛି l ଖବରରୁ ଜଣାଯାଇଛି,...

ଅନ୍‌ କରିବାକୁ ଭୁଲନ୍ତୁ ନାହିଁ INSTGRAMର ଏହି ୩ ସେଟିଂ, ଭାଇରାଲ ହୋଇଯିବ ଆପଣଙ୍କ REEL

ନୂଆଦିଲ୍ଲୀ,୧୧।୧: ଆଜିକାଲି ସମସ୍ତେ ସୋସିଆଲ ମିଡିଆ ଇନ୍‌ଫ୍ଲୁଏନ୍ସର ହେବାକୁ ଚାହାନ୍ତି। ଏଥିଲାଗି ସେ ସର୍ବପ୍ରଥମେ ଇନ୍‌ଷ୍ଟାଗ୍ରାମକୁ ବାଛୁଛନ୍ତି। କାରଣ ଏଠାରେ ଭାଇରାଲ ହେବା ସହଜ। ଆପଣଙ୍କ...

ମଥୁରା ଛକରେ ଭୟଙ୍କର ଦୁର୍ଘଟଣା: ଆଖିବୁଜିଲେ ଯୁବ ଆଇନଜୀବୀ

ଜୁନାଗଡ଼,୧୧।୧(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ମଥୁରା ଛକ ନିକଟରେ ଶନିବାର ରାତିରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏଥିରେ ଜଣେ ଯୁବ ଆଇନଜୀବୀଙ୍କ...

IND vs NZ: ଘୋଷଣା ହେଲା ପନ୍ତଙ୍କ ରିପ୍ଲେସମେଣ୍ଟ, ଓ୍ବାନ ଡେ’ ଟିମରେ ଏହି ଖେଳାଳିଙ୍କୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୧୧।୧: ଭଦୋଦରାରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଦିନିକିଆ ମ୍ୟାଚ ପୂର୍ବରୁ ଧ୍ରୁବ ଜୁରେଲଙ୍କୁ ଟିମ ଇଣ୍ଡିଆରେ ଯୋଡାଯାଇଛି। ଆହତ ରିଷଭ ପନ୍ତଙ୍କ ବଦଳ ଖେଳାଳି ଭାବରେ ଜୁରେଲଙ୍କୁ...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ: ଗଞ୍ଜେଇ ଚାଷୀଙ୍କୁ ଡରାଇଲେ  ଅତିରିକ୍ତ ଆରକ୍ଷୀ ଅଧିକ୍ଷକ

ଦାରିଙ୍ଗବାଡି,୧୧।୧(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ଶୀତ ମହୋତ୍ସବର ଆଜି ଶେଷ ରାତି।  ଗତ ୪ ଦିନ ଧରି ଏହି ମହୋତ୍ସବ ପାଇଁ ଅଞ୍ଚଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri