ଅନ୍‌ କରିବାକୁ ଭୁଲନ୍ତୁ ନାହିଁ INSTGRAMର ଏହି ୩ ସେଟିଂ, ଭାଇରାଲ ହୋଇଯିବ ଆପଣଙ୍କ REEL

ନୂଆଦିଲ୍ଲୀ,୧୧।୧: ଆଜିକାଲି ସମସ୍ତେ ସୋସିଆଲ ମିଡିଆ ଇନ୍‌ଫ୍ଲୁଏନ୍ସର ହେବାକୁ ଚାହାନ୍ତି। ଏଥିଲାଗି ସେ ସର୍ବପ୍ରଥମେ ଇନ୍‌ଷ୍ଟାଗ୍ରାମକୁ ବାଛୁଛନ୍ତି। କାରଣ ଏଠାରେ ଭାଇରାଲ ହେବା ସହଜ। ଆପଣଙ୍କ ମଧ୍ୟରୁ ଅନେକେ ଏଭଳି ଥିଲେ, ଯିଏ ରିଲ୍‌ କରୁଥିବେ। ହେଲେ ଭ୍ୟୁଜ୍‌ ଭଲ ନ ଆସିବାକୁ ନେଇ ନିରାଶ ହୋଇଯାଉଥିବେ।
ଆଜି ଆମେ ଆପଣଙ୍କୁ ଇନଷ୍ଟାଗ୍ରାମର ୩ ସେଟିଂ ବିଷୟରେ କହିବୁ, ଯାହାକି ନୂଆ କ୍ରିଏଟରମାନେ ଅନ୍‌ କରିବାକୁ ଭୁଲି ଯାଆନ୍ତି। ଯେମିତିକି:
-ସଜେସନ୍‌:ଏହା ବହୁତ ସ୍ବତନ୍ତ୍ର ସେଟିଂ ଅଟେ, ହେଲେ ଏହା ଫୋନ୍‌ରେ ହେବ ନାହିଁ। ଡେସ୍କଟପ୍‌ରୁ ନିଜର ଇନଷ୍ଟାଗ୍ରାମ ଆକାଉଣ୍ଟର ଏଡିଟ୍‌ ପ୍ରୋଫାଇଲକୁ ଯାଆନ୍ତୁ। ସେଠାରେ  Show account suggestions on profileକୁ ଅନ୍‌ କରନ୍ତୁ।
– ମିଡିଆ କ୍ୱାଲିଟି: ନିଜର ଇନଷ୍ଟାଗ୍ରାମ ଆକାଉଣ୍ଟ ସେଟିଂକୁ ଯାଇ ମିଡିଆ କ୍ୱାଲିଟିକୁ ଏଚ୍‌ଡି କରନ୍ତୁ। ଏହାଦ୍ୱାରା କ୍ୱାଲିଟି ବଢ଼ିଥାଏ।
– ନିଜର ଆକାଉଣ୍ଟର ସେଟିଂର ଶେଟିଂରେ ଶେୟାରିଂକୁ ଯାଆନନ୍ତୁ। EMBEDକୁ ଅନ୍‌ କରନ୍ତୁ।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବହୁତ ବିଳମ୍ବ ହେବା ପୂର୍ବରୁ ଆମେରିକା ସହିତ ଚୁକ୍ତି କରନ୍ତୁ.. ପୁଣି ଖୋଲା ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୧୧।୧: ଭେନେଜୁଏଲାରେ ଆମେରିକାର କାର୍ଯ୍ୟାନୁଷ୍ଠାନର କିଛି ଦିନ ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ୟୁବାକୁ କଡ଼ା ଚେତାବନୀ ଦେଇଛନ୍ତି । ଟ୍ରମ୍ପ କହିଛନ୍ତି ଯେ...

୭ ମାସର ଗର୍ଭବତୀ ସ୍ତ୍ରୀଙ୍କୁ ହତ୍ୟା

ଗଜପତି(ଗିରିଧାରୀ ପରିଛା)୧୧।୧: ଗଜପତି ଜିଲା ସେରଙ୍ଗ ଥାନା ଅଧୀନ ନାମନଗଡ଼ ଗ୍ରାମରେ ଜଣେ ନବବଧୂଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ବିବାହର ୯ ମାସ ହୋଇଥିବା...

ନ୍ୟୁଜିଲାଣ୍ଡକୁ ୪ ଉଇକେଟରେ ପରାସ୍ତ କରି ପ୍ରଥମ ଦିନିକିଆ ଜିତିଲା ଭାରତ

ଭଦୋଦରା,୧୧।୧: ବିରାଟ କୋହଲିଙ୍କ ଦୃଢ଼ ବ୍ୟାଟିଂ ବଳରେ ଭାରତ ଭଦୋଦରାରେ ଅନୁଷ୍ଠିତ ପ୍ରଥମ ଦିନିକିଆ କ୍ରିକେଟ ମ୍ୟାଚରେ ନ୍ୟୁଜିଲାଣ୍ଡକୁ ୪ ଉଇକେଟରେ ପରାସ୍ତ କରିଛି। ନ୍ୟୁଜିଲାଣ୍ଡ...

IPLରୁ ମୁସ୍ତାଫିଜୁର ବାଦ୍, ବାଂଲାଦେଶର ଅମ୍ପାୟରଙ୍କୁ ଭାରତ ଆସିବାକୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୧୧।୧: ଗତ କିଛି ଦିନ ହେବ BCCI ଏବଂ ବାଂଲାଦେଶ କ୍ରିକେଟ ବୋର୍ଡ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। BCCI ନିର୍ଦ୍ଦେଶରେ KKR ଫ୍ରାଞ୍ଚାଇଜ୍ ଷ୍ଟାର୍...

କଟକରେ ଯୁବକଙ୍କୁ ପଥରରେ ଛେଚି ହତ୍ୟା

କଟକ,୧୧ା୧(କାର୍ତ୍ତିକ ସାହୁ): ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରିବା ଭଳି ସଙ୍ଗୀନ ଅପରାଧିକ ଘଟଣା ବାଦାମବାଡ଼ି ଥାନା ଅଞ୍ଚଳରେ ଘଟିଛି। କାଠଯୋଡ଼ି ରିଂବନ୍ଧ ପାର୍ଶ୍ୱ...

କେସିଙ୍ଗା ପୋଲିସକୁ ବଡ଼ ସଫଳତା, ୧୦ କେଜି ଗଞ୍ଜେଇ ସହ ୫ ଆନ୍ତଃରାଜ୍ୟ ଚୋରା ଚାଲାଣକାରୀ ଗିରଫ

କେସିଙ୍ଗା,୧୧/୧(ତୁମେଶ୍ୱର ସାହୁ):  କଳାହାଣ୍ଡି ଜିଲାର କେସିଙ୍ଗା ପୋଲିସକୁ ବଡ଼ ସଫଳତା ମିଳିଛି । ବିଶେଷ ସୂତ୍ରରୁ ଖବର ପାଇ କେସିଙ୍ଗା ପୋଲିସ ସ୍ଥାନୀୟ ରେଳ ଷ୍ଟେସନରୁ...

ଘର ସମ୍ମୁଖରୁ ପିକ୍‌ଅପ୍‌ ଗାଡ଼ି ଚୋରି

ବଡ଼ଗାଁ,୧୧ା୧(ଅଶୋକ ଷଢ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁର ଯୁବ ବ୍ୟବସାୟୀ ଅମିତ ଅଗ୍ରୱାଲଙ୍କ ଘର ସମ୍ମୁଖରୁ ତାଙ୍କ ପିକଅପ ଗାଡି ଓଡି ୨୬ ଏ ୧୪୭୫କୁ ୨...

ବିରାଟ କୋହଲିଙ୍କ ବିଶ୍ୱ ରେକର୍ଡ: ଶତକରୁ ବଞ୍ଚିତ ହୋଇ ମଧ୍ୟ ସଚିନଙ୍କୁ ପଛରେ ପକାଇଲେ

ଭଦୋଦରା,୧୧।୧: ଭାରତୀୟ କ୍ରିକେଟର ଷ୍ଟାର ବ୍ୟାଟର ବିରାଟ କୋହଲି ଆନ୍ତର୍ଜାତୀୟ କ୍ରିକେଟରେ ଏକ ନୂତନ ଇତିହାସ ରଚିଛନ୍ତି। ଭଦୋଦରାଠାରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯାଇଥିବା ପ୍ରଥମ ଦିନିକିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri