କେସିଙ୍ଗା ପୋଲିସକୁ ବଡ଼ ସଫଳତା, ୧୦ କେଜି ଗଞ୍ଜେଇ ସହ ୫ ଆନ୍ତଃରାଜ୍ୟ ଚୋରା ଚାଲାଣକାରୀ ଗିରଫ

କେସିଙ୍ଗା,୧୧/୧(ତୁମେଶ୍ୱର ସାହୁ):  କଳାହାଣ୍ଡି ଜିଲାର କେସିଙ୍ଗା ପୋଲିସକୁ ବଡ଼ ସଫଳତା ମିଳିଛି । ବିଶେଷ ସୂତ୍ରରୁ ଖବର ପାଇ କେସିଙ୍ଗା ପୋଲିସ ସ୍ଥାନୀୟ ରେଳ ଷ୍ଟେସନରୁ ରବିବାର ସନ୍ଧ୍ୟାରେ ୫ ଜଣ ଆନ୍ତଃରାଜ୍ୟ ଚୋରା ଗଞ୍ଜେଇ ଚାଲାଣକାରୀଙ୍କୁ ଗିରଫ କରିବା ସହ ତାଙ୍କ ଠାରୁ ପ୍ରାୟ ୧୦ କେଜି ଗଞ୍ଜେଇ ଜବତ କରିଛି ।ଅଭିଯୁକ୍ତମାନେ ସମସ୍ତେ ମହାରାଷ୍ଟ୍ର ରାଜ୍ୟର ନାଗପୁର ଜିଲାର ବାସିନ୍ଦା ବୋଲି ଜଣାପଡ଼ିଛି ।

ଅଭିଯୁକ୍ତମାନେ ହେଲେ ରାହୁଲ ସୁରେଶ ରାଉତ(୨୭), ଅଙ୍କେଶ ରାମସିଂ ପାଲ(୨୩), ବିକାଶ ଦିଲୀପ ନନ୍ଦଗୌରୀ(୧୯), ଦୀପସିଂ ଟାକ(୨୧), ଗୁରପ୍ରିତ୍ ସିଂ ଟାକ (୩୧) । ଅଭିଯୁକ୍ତମାନେ ରାୟପୁର ହୋଇ ନାଗପୁର ଯିବା ପାଇ କେସିଙ୍ଗା ଷ୍ଟେସନରେ ଟ୍ରେନକୁ ଅପେକ୍ଷା କରି ରହିଥିବା ସମୟରେ ପୋଲିସ ହାବୁଡରେ ପଡିଯାଇଥିଲେ ।

ତେବେ ଏତେ ପରିମାଣର ଗଞ୍ଜେଇ କେଉଁଠାରୁ ଆସିଲା ଓ କିପରି ଆସିଲା ତାହାର ତଦନ୍ତ କରାଯିବ ବୋଲି ଥାନା ଅଧିକାରୀ ଜିତେନ୍ଦ୍ର ବିଶ୍ବାଳ କହିଛନ୍ତି । ଆଇଆଇସି ଜୀତେନ୍ଦ୍ର ବିଶ୍ଵାଳଙ୍କ ସମେତ ଏସ ଆଇ ଅରକ୍ଷିତ ମାଝୀ, ଏସ ଆଇ ରେଣୁକା ଖେସ ଏବଂ ଏ ଏସ ଆଇ ନୀତିନ ଚତୁର୍ବେଦିଙ୍କ ସମେତ ଅନେକ ପୋଲିସ କର୍ମଚାରୀ ଉପସ୍ଥିତ ଥିଲେ। ମାଜିଷ୍ଟ୍ରେଟ ଦାୟିତ୍ବ ରେ ଅତିରିକ୍ତ ତହସିଲଦାର ବିବେକାନନ୍ଦ ସାମଲ ଉପସ୍ଥିତରେ ଗଞ୍ଜେଇ ଜବତ କରାଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବହୁତ ବିଳମ୍ବ ହେବା ପୂର୍ବରୁ ଆମେରିକା ସହିତ ଚୁକ୍ତି କରନ୍ତୁ.. ପୁଣି ଖୋଲା ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୧୧।୧: ଭେନେଜୁଏଲାରେ ଆମେରିକାର କାର୍ଯ୍ୟାନୁଷ୍ଠାନର କିଛି ଦିନ ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ୟୁବାକୁ କଡ଼ା ଚେତାବନୀ ଦେଇଛନ୍ତି । ଟ୍ରମ୍ପ କହିଛନ୍ତି ଯେ...

୭ ମାସର ଗର୍ଭବତୀ ସ୍ତ୍ରୀଙ୍କୁ ହତ୍ୟା

ଗଜପତି(ଗିରିଧାରୀ ପରିଛା)୧୧।୧: ଗଜପତି ଜିଲା ସେରଙ୍ଗ ଥାନା ଅଧୀନ ନାମନଗଡ଼ ଗ୍ରାମରେ ଜଣେ ନବବଧୂଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ବିବାହର ୯ ମାସ ହୋଇଥିବା...

ନ୍ୟୁଜିଲାଣ୍ଡକୁ ୪ ଉଇକେଟରେ ପରାସ୍ତ କରି ପ୍ରଥମ ଦିନିକିଆ ଜିତିଲା ଭାରତ

ଭଦୋଦରା,୧୧।୧: ବିରାଟ କୋହଲିଙ୍କ ଦୃଢ଼ ବ୍ୟାଟିଂ ବଳରେ ଭାରତ ଭଦୋଦରାରେ ଅନୁଷ୍ଠିତ ପ୍ରଥମ ଦିନିକିଆ କ୍ରିକେଟ ମ୍ୟାଚରେ ନ୍ୟୁଜିଲାଣ୍ଡକୁ ୪ ଉଇକେଟରେ ପରାସ୍ତ କରିଛି। ନ୍ୟୁଜିଲାଣ୍ଡ...

IPLରୁ ମୁସ୍ତାଫିଜୁର ବାଦ୍, ବାଂଲାଦେଶର ଅମ୍ପାୟରଙ୍କୁ ଭାରତ ଆସିବାକୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୧୧।୧: ଗତ କିଛି ଦିନ ହେବ BCCI ଏବଂ ବାଂଲାଦେଶ କ୍ରିକେଟ ବୋର୍ଡ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। BCCI ନିର୍ଦ୍ଦେଶରେ KKR ଫ୍ରାଞ୍ଚାଇଜ୍ ଷ୍ଟାର୍...

କଟକରେ ଯୁବକଙ୍କୁ ପଥରରେ ଛେଚି ହତ୍ୟା

କଟକ,୧୧ା୧(କାର୍ତ୍ତିକ ସାହୁ): ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରିବା ଭଳି ସଙ୍ଗୀନ ଅପରାଧିକ ଘଟଣା ବାଦାମବାଡ଼ି ଥାନା ଅଞ୍ଚଳରେ ଘଟିଛି। କାଠଯୋଡ଼ି ରିଂବନ୍ଧ ପାର୍ଶ୍ୱ...

ବସ ଧକ୍କାରେ ଯୁବକଙ୍କ ମୃତ୍ୟୁ; ମୃତଦେହ ରଖି ରାସ୍ତାରୋକ କଲେ ସ୍ଥାନୀୟ ଲୋକେ

ଦିଗପହଣ୍ଡି,୧୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଗୋକର୍ଣ୍ଣପୁର-ବଡଡୁମ୍ବୁଳା ରାସ୍ତାର ଶନିଶ୍ଚର ମନ୍ଦିର ନିକଟରେ ‘ବୀଣାପାଣି’ ନାମକ...

ଘର ସମ୍ମୁଖରୁ ପିକ୍‌ଅପ୍‌ ଗାଡ଼ି ଚୋରି

ବଡ଼ଗାଁ,୧୧ା୧(ଅଶୋକ ଷଢ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁର ଯୁବ ବ୍ୟବସାୟୀ ଅମିତ ଅଗ୍ରୱାଲଙ୍କ ଘର ସମ୍ମୁଖରୁ ତାଙ୍କ ପିକଅପ ଗାଡି ଓଡି ୨୬ ଏ ୧୪୭୫କୁ ୨...

ବିରାଟ କୋହଲିଙ୍କ ବିଶ୍ୱ ରେକର୍ଡ: ଶତକରୁ ବଞ୍ଚିତ ହୋଇ ମଧ୍ୟ ସଚିନଙ୍କୁ ପଛରେ ପକାଇଲେ

ଭଦୋଦରା,୧୧।୧: ଭାରତୀୟ କ୍ରିକେଟର ଷ୍ଟାର ବ୍ୟାଟର ବିରାଟ କୋହଲି ଆନ୍ତର୍ଜାତୀୟ କ୍ରିକେଟରେ ଏକ ନୂତନ ଇତିହାସ ରଚିଛନ୍ତି। ଭଦୋଦରାଠାରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯାଇଥିବା ପ୍ରଥମ ଦିନିକିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri