Posted inଜାତୀୟ

ଅର୍ଥମନ୍ତ୍ରୀଙ୍କ ପ୍ରାକ୍‌ ବଜେଟ ବୈଠକ

ନୂଆଦିଲ୍ଲୀ,୧୨ା୧: ୨୦୨୬-୨୭ କେନ୍ଦ୍ରୀୟ ବଜେଟ ଆଣିବା ପୂର୍ବରୁ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ଙ୍କ ଅଧ୍ୟକ୍ଷତାରେ ଶନିବାର ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ନେଇ ପ୍ରାକ୍‌ ବଜେଟ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ଅର୍ଥ ରାଷ୍ଟ୍ରମନ୍ତ୍ରୀ ପଙ୍କଜ ଚୌଧରୀଙ୍କ ସମେତ ମଣିପୁର ରାଜ୍ୟପାଳ, ଦିଲ୍ଲୀ, ଗୋଆ, ହରିୟାଣା, ଜମ୍ମୁ-କଶ୍ମୀର, ମେଘାଳୟ ଏବଂ ସିକିମ୍‌ ମୁଖ୍ୟମନ୍ତ୍ରୀ, ଅରୁଣାଚଳପ୍ରଦେଶ, ମଧ୍ୟପ୍ରଦେଶ, ଓଡ଼ିଶା, ରାଜସ୍ଥାନ ଏବଂ ତେଲଙ୍ଗାନାର ଉପମୁଖ୍ୟମନ୍ତ୍ରୀଙ୍କ ସମେତ ଅନ୍ୟ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକର ଅର୍ଥମନ୍ତ୍ରୀ ଓ ଆର୍ଥତ୍କ ବ୍ୟାପାର ସଚିବ ଏବଂ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ। ନିକଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରମୁଖ ଅର୍ଥନୀତିଜ୍ଞମାନଙ୍କ ସହ ପ୍ରାକ୍‌ ବଜେଟ ବୈଠକରେ ଯୋଗଦେଇଥିଲେ। ସେଠାରେ ଅର୍ଥମନ୍ତ୍ରୀ ସୀତାରମଣଙ୍କ ସମେତ ନୀତି ଆୟୋଗ ଉପାଧ୍ୟକ୍ଷ ସୁମନ ବେରି ଓ ଅନ୍ୟ ବିଶିଷ୍ଟ ଅର୍ଥନୀତିଜ୍ଞମାନେ ଉପସ୍ଥିତ ଥିଲେ।

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାମବାସୀଙ୍କୁ ଦୃଢ଼ ପ୍ରତିଶ୍ରୁତି ଦେଲେ ଅତିରିକ୍ତ ଏସ୍‌ପି, ସରପଞ୍ଚ କହିଲେ…

ବଲାଙ୍ଗୀର,୧୨ା୧(ସୁନିଲ କୁମାର ମହାନ୍ତି): ସଦର ଥାନା କୁଶମେଲ ପଞ୍ଚାୟତରୁ କିଛିଦିନ ତଳେ ଇଲେକ୍ଟ୍ରି ତାର ଚୋରି ହୋଇଥିଲା। ଲୋକେ ପୋଲିସକୁ ଖବର ଦେବାରୁ ସଦର ପୋଲିସ...

ଚୋରଙ୍କୁ ପଚରାଉଚରା ପରେ ଛାଡ଼ିଦେଲା ପୋଲିସ, ଗିରଫ ଦାବିରେ ତାତିଲେ ଲୋକେ

ବଲାଙ୍ଗୀର,୧୨ା୧(ସୁନିଲ କୁମାର ମହାନ୍ତି): ସଦର ଥାନା କୁଶମେଲ ପଞ୍ଚାୟତର ଇଲେକ୍ଟ୍ରି ତାର ଚୋରି ହୋଇଥିଲା। ଲୋକେ ପୋଲିସକୁ ଖବର ଦେଇବାରୁ ସଦର ପୋଲିସ ଚୋରମାନଙ୍କୁ ଥାନାକୁ...

ଇଣ୍ଡିଗୋ ବିମାନରେ ମାଡ଼ ହେଲା ପକ୍ଷୀ, ୨୧୬ ଯାତ୍ରୀଙ୍କୁ ପାଇଲଟ….

ନୂଆଦିଲ୍ଲୀ,୧୨ା୧: ରବିବାର ସନ୍ଧ୍ୟାରେ ବାରାଣସୀର ଲାଲ ବାହାଦୁର ଶାସ୍ତ୍ରୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋର ଏକ ବିମାନ ଏମରଜେନ୍ସି ଲ୍ୟାଣ୍ଡିଂ କରିଛି । ଗୋରଖପୁରରୁ ବେଙ୍ଗାଲୁରୁ ଯାଉଥିବା...

ବସ୍‌-ବାଇକ୍‌ ଧକ୍କା, ଚାଲିଗଲା ଚାଳକଙ୍କ ଜୀବନ, ରାସ୍ତା ଉପରେ ମୃତଦେହ ରଖି…

ଗୁଣୁପୁର,୧୨ା୧(ସଙ୍କେତ ପାତ୍ର): ଗୁଣୁପୁର ବଂଶଧାରା ବ୍ରିଜ ନିକଟ ମୁଖ୍ୟ ରାସ୍ତା ଉପରେ ମୃତଦେହ ରଖି କ୍ଷତିପୂରଣ ଦାବିରେ ଲୋକେ ରାସ୍ତା ଅବରୋଧ କରିଛନ୍ତି। ଘଟଣାସ୍ଥଳରେ ଗୁଣୁପୁର...

‘ଯୁବଗୋଷ୍ଠୀଙ୍କ ବିକାଶ ହେଲେ ଦେଶର ବିକାଶ ସମ୍ଭବ’

ପୁରୁଷୋତ୍ତମପୁର,୧୨ା୧(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାର ବିଭାଗୀୟ ଅଦାଲତର ତାଲୁକ ଆଇନସେବା ପ୍ରାଧିକରଣ କମିଟି ପକ୍ଷରୁ ତାରାତାରିଣୀ କଲେଜ ପରିସରରେ ସୋମବାର ଜାତୀୟ ଯୁବଦିବସ...

ଭାରତ ଆସିବେ ଟ୍ରମ୍ପ! ବଡ଼ ଖୁଲାସା କଲେ ଆମେରିକୀୟ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୧୨।୧: ଭାରତରେ ନୂତନ ଆମେରିକୀୟ ରାଷ୍ଟ୍ରଦୂତ ସର୍ଜିଓ ଗୋର୍‌ ଦାୟିତ୍ୱ ଗ୍ରହଣ କରିବା ପରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ରାଷ୍ଟ୍ରପତି...

ଛାତିଥରା ଦୁର୍ଘଟଣା, ବସ୍ ଧକ୍କାରେ ଉଡ଼ିଗଲା ଦମ୍ପତ୍ତିଙ୍କ ପ୍ରାଣବାୟୁ

ଵ୍ରହ୍ମପୁର, ୧୨/୧(ସୁବାସ ଚନ୍ଦ୍ର ପାଢ଼ୀ): ସଦର ଥାନା ଅନ୍ତର୍ଗତ ଲାଞ୍ଜିଆ ପଞ୍ଚାୟତର ବାଳକୃଷ୍ଣପୁର ଛକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଯାତ୍ରୀବାହୀ ବସ...

ଏମିତି ପୋଷ୍ଟ କଲେ ଅନୁଷ୍କା, ସମସ୍ତେ କରୁଛନ୍ତି ପ୍ରଶଂସା

ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ଗତ ୭ ବର୍ଷ ଧରି ବଡ଼ ପରଦାରୁ ଦୂରରେ ଅଛନ୍ତି। ଚଳଚ୍ଚିତ୍ର ସହିତ ସେ ନିଜକୁ ଲାଇମଲାଇଟ୍‌ରୁ ମଧ୍ୟ ଦୂରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri